ମୃତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ । ଜର୍ଣ୍ଣାଲିଷ୍ଟ ୱେଲଫେୟାର...

ପଛକୁ ହଟିଲା ପଶ୍ଚିମବଙ୍ଗ, ଭାଙ୍ଗିଲା ନିର୍ମାଣ କରିଥିବା ପାଚେରି

ବାଲେଶ୍ବର : ପଛକୁ ହଟିଲା ପଶ୍ଚିମବଙ୍ଗ ପ୍ରଶାସନ । ବିରୋଧ ପରେ ଭାଙ୍ଗିଲା ନିର୍ମାଣ କରିଥିବା ପାଚେରି । ଓଡ଼ିଶା ସୀମା ଭିତରରେ ପଶ୍ଚିମବଙ୍ଗ ପ୍ରଶାସନ ଜୋର ଜବରଦସ୍ତ ପାଚେରି ନିର୍ମାଣ କରୁଥିଲା । କିନ୍ତୁ ସେହି ପାଚେରିକୁ ରାତି ଅଧିଆ ଭାଙ୍ଗି...

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା , ୨୫ରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ବୁଧବାର ଠାରୁ ଘୁର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏବେ ଘନିଭୂତ ହେଉଛି ମିଆଁମାରରେ ଉପକୂଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣି ବଳୟ।  ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟା ବେଳକୁ ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ...

ଲଗାଣ ବର୍ଷାରେ ଉଜୁଡିଗଲା ଚାଷ

ଯାଜପୁର: ଗତ କିଛି ଦିନ ଧରି ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ଯାଜପୁର ଜିଲ୍ଲାରେ ଗୁରୁତର ଭାବେ ପ୍ରଭାବିତ ହୋଇଛି ଚାଷ କାର୍ଯ୍ୟ । ବିଶେଷକରି ବୈତରଣୀ ଏବଂ ଏହାର ଶାଖା ନଦୀ ମାନଙ୍କରେ ବନ୍ୟା ଆସିବା ଫଳରେ ଯାଜପୁର ବ୍ଲକରେ...

କବିତା : ପ୍ରିୟତମା ଆଉ ସ୍ମୃତି

ପ୍ରିୟଙ୍କା ପ୍ରିୟଦର୍ଶନୀ ଦାସ ଦେଖ, ସରି ଯାଏ ସମ୍ପର୍କ ଆୟୁଷ ପ୍ରିୟତମାର ଆହତ ବାକ୍ୟରେ କିଛି ଅତୀତ ସ୍ମୃତି ହୋଇ ଫେରେ କିଛି ରହେ ତୁଚ୍ଛା ଆଶ୍ୱାସନାରେ। କେବେ ଦିନେ ମହାର୍ଘ୍ୟ ଲାଗିଥିଲା ପ୍ରିୟତମା ସହ ଅନୁଭୂତି; ସେଇ ପ୍ରେମ ସବୁ ଲୁହ ହୋଇଗଲା ପୁଣି ଥଣ୍ଡା ପଡ଼ିଗଲା ଛାତି। ପ୍ରିୟତମା ପାଇଁ ଛାଡି...

ଜୟପୁର କଲେଜ ଛାତ୍ରଙ୍କୁ ଅପହରଣ ଓ ବଳାତ୍କାର ମାମଲାର ରାୟ ପ୍ରକାଶ

ଜୟପୁର : ଜୟପୁର କଲେଜ ଛାତ୍ରଙ୍କୁ ଅପହରଣ ଓ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି । ଜୟପୁର ସ୍ଥିତ ସ୍ୱତନ୍ତ୍ର ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟରେ ଏହି ମାମଲାର ରାୟ ପ୍ରାକାଶ ପାଇଛି । ଜଜ ପ୍ରଦୀପ କୁମାର ସାସମଲ ରାୟର ଶୁଣାଣି...

କଳିଙ୍ଗ ଷ୍ଟାଡିୟମରେ ଜାତୀୟ ଜୁନିୟର ଖୋ-ଖୋ ଚାମ୍ପିୟନଶିପ ସେପ୍ଟମ୍ବର ୨୨ରୁ

ଭୁବନେଶ୍ୱର: ଜାତୀୟ ଜୁନିୟର ଖୋଖୋ ଚାମ୍ପିୟନଶିପ ସେପ୍ଟମ୍ବରୁ ୨୨ରୁ ୨୬ ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମରେ ଆୟୋଜିତ ହେବ । ଯୁବ ଓ କ୍ରୀଡା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହା କହିଛନ୍ତି । ଓଡିଶା ଖୋଖୋ ଆସୋସିଏଶନ, କ୍ରୀଡା ଓ...

କିଟ, କିସ ପକ୍ଷରୁ ଅଲିମ୍ପିଆନଙ୍କୁ ସମ୍ବର୍ଦ୍ଧନା: ପ୍ରମୋଦ, ଦୂତିଙ୍କ ନାମରେ ହେବ ଷ୍ଟାଡିୟମ

ଭୁବନେଶ୍ୱର: କିଟ ଓ କିସ୍ ପକ୍ଷରୁ ଆଜି ଅଲିମ୍ପିଆନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତି ଦେଶକୁ ଗୌରାବାନ୍ୱିତ କରିଥିବା ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗବତଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । କିଟ, କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏବଂ...

ନାଳରେ ଭାସିଯାଇ ଛାତ୍ର ଜ୍ୟୋତିପ୍ରକାଶ ମୃତ୍ୟୁ ଘଟଣା, ବିଏମସି ଅଫିସକୁ ଘେରଉ କଲା ବିଜେପି

ଭୁବନେଶ୍ୱର :ନାଳରେ ଭାସିଯାଇ ଛାତ୍ର ଜ୍ୟୋତିପ୍ରକାଶ ମୃତ୍ୟୁ ଘଟଣା । ବିଏମସି ଅଫିସ ଘେରଉ କଲା ବିଜେପି । ବିଏମସି କୁ ଦାୟୀ କରି ବିଜେପି କର୍ମୀମାନେ ବିଏମସି ଅଫିସ  ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିଏମସି ଅଫିସ ଭିତରକୁ ଧସେଇ ପଶିବାକୁ...

ସାହିତ୍ୟ