Latest Odisha News

BREAKING NEWS

Browsing Category

Uncategorized

ରେଡଫୋର୍ଟ ନୂଆ ଲାଇଟ ଆଣ୍ଡ ସାଉଣ୍ଡ ସୋ’ରୁ ବାଦ ପଡିଲେ ନେହରୁ ଓ ଗାନ୍ଧୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଡଫୋର୍ଟରେ ଉଦଘାଟିତ ନୂଆ ସାଉଣ୍ଡ ସୋରୁ ବାଦ ପଡିଛନ୍ତି ନେହେରୁ ଓ ଗାନ୍ଧୀ  । ରେଡଫୋର୍ଟରେ ଉଦଘାଟିତ ହୋଇଯାଇଛି  ଜୟ ହିନ୍ଦ ନାମକ ନୂତନ ଆଲୋକ ଏବଂ ସାଉଣ୍ଡ ସୋ’ । ହେଲେ ଏହି ସୋରୁ ବାଦ ପଡିଛି, ଜବାହରଲାଲ ନେହେରୁ ଏବଂ ମହାତ୍ମା ଗାନ୍ଧୀ ।  ଅନ୍ୟପକ୍ଷେ…

ହକି ବିଶ୍ୱକପ ଉଦଘାଟନୀ ଉତ୍ସବ: କେତେବେଳେ ରହିଛି କେଉଁ କାର୍ଯ୍ୟକ୍ରମ ?

ଭୁବନେଶ୍ୱର: ହକି ପୁରୁଷ ବିଶ୍ୱକପ ପାଇଁ ଉତ୍ସବ ମୁଖର ସାରା ରାଜ୍ୟ । ଆଜି ଉଦଘାଟନୀ ଉତ୍ସବ । କମ୍ପୁଛି କଟକ ସହର । ବାରବାଟୀ ଷ୍ଟାଡିୟମରେ ହେବ ଉଦଘାଟନୀ ଉତ୍ସବ । ଉଦ୍‌ଘାଟନୀ ଉତ୍ସବ ଦେଖିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରେ  ହାପ-ଡେ…

ଡାଇବେଟିସ୍ଠୁ ଦୁରେଇ ରହିବାର ସହଜ ଉପାୟ

ନୂଆଦିଲ୍ଲୀ: ଡାଇବେଟିସ୍‌ ହେବା ଆଜିକାଲି ଏକ ସାଧାରଣ କଥା ହୋଇଗଲାଣି। ଏହି ରୋଗ ହେବା ଆରମ୍ଭରୁ ଶରୀରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଖା ଦେଇଥାଏ । ମୁଖ୍ୟତଃ ରୋଗୀଙ୍କର ଆଖିରେ ଅଧିକ ସମସ୍ୟା ଦେଖା ଦେଇଥାଏ। ଏବଂ ଅଧିକ ମାତ୍ରାରେ ଡାଇବେଟିସ୍‌ ଥିବା ଲୋକଙ୍କ ଦୃଷ୍ଟିଶକ୍ତି ଶୀଘ୍ର ଦୁର୍ବଳ…

ଭିଜିଲାନ୍ସ ଜାଲରେ ପଡ଼ିଲେ ଫରେଷ୍ଟ ଅଫିସର

ଭୁବନେଶ୍ୱର: ଘରେ ରଖିଥିଲେ ପୁଳା ପୁଳା ସମ୍ପତ୍ତି । ମାଡ଼ି ବସିଲା ଭିଜିଲାନ୍ସ  । ଭିଜିଲାନ୍ସ ଜାଲରେ ପଡିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ଉଜ୍ଜ୍ୱଳପୁର ଫରେଷ୍ଟ ରେଞ୍ଜ୍ ଅଫିସର ସଂଗ୍ରାମ ମଣିହିରା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସମ୍ବଲପୁର,  ବଲାଙ୍ଗିର ଓ ସୁନ୍ଦରଗଡ଼ର  ୫ଟି…

ଭିଜିଲାନ୍ସ ଟ୍ରାପରେ କିରାଣୀ; ୬ଟି ଘରେ ଚାଲିଛି ଚଢାଉ

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ରଖିଥିବା ବ୍ୟକ୍ତିଙ୍କୁ ଛାଡୁନି କ୍ରାଇମବ୍ରାଞ୍ଚ । ଗତକାଲି ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍‌ର ସହକାରୀ ମୃତ୍ତିକ ସଂରକ୍ଷଣ ଅଧିକାରୀ  କିଶୋରଚନ୍ଦ୍ର ନାୟକଙ୍କୁ ଅଧାବାଟରୁ ମାଡି ବସିଥିଲା କ୍ରାଇମବ୍ରାଞ୍ଚ । ଆଜି ଧରିଛି ଜଣେ ଆରଡବ୍ଲୁ କିରାଣିଙ୍କୁ…

ଆମେରିକାରେ ଶପଥ ନେଲେ ପ୍ରଥମ ଭାରତୀୟ ମୂଳ ମହିଳା ଶିଖ ଜଜ

ନୂଆଦିଲ୍ଲୀ: ଭାରତୀୟ ମୂଳ ମନପ୍ରୀତ ମୋନିକା ସିଂହ ହାରିସ କାଉଣ୍ଟିଂର ବିଚାରପତି ଭାବେ ଶପଥ ନେଇଛନ୍ତି । ଏହା ପରେ ମୋନିକା ଆମେରିକାର ପ୍ରଥମ ମହିଳା ଶିଖ ବିଚାରପତିର ମାନ୍ୟତା ପାଇଛନ୍ତି । ମୋନିକାଙ୍କ ଜନ୍ମ ହ୍ୟୁଷ୍ଟନରେ ହୋଇଥିଲା । ତାଙ୍କର ପିଲାଦିନ ମଧ୍ୟ ସେହିଠାରେ କଟିଥିଲା । ଏବେ ସେ…

ଖୁବ ଶୀଘ୍ର ବନ୍ଦ ହୋଇଯିବ ଗୁଗୁଲର ଏହି ସେବା

ନୂଆଦିଲ୍ଲୀ: ଗୁଗୁଲ ଗତ ସପ୍ତାହରେ ଘୋଷଣା କରିଥିଲା ଯେ, କମ୍ପାନୀ ତାର କ୍ଲାଉଡ ବେସ୍‌ଡ ଗେମ ଷ୍ଟ୍ରିମିଂ ସର୍ବିସ ଗୁଗୁଲ ଷ୍ଟେଡ଼ିଆକୁ ବନ୍ଦ କରିବାକୁ ଯାଉଛି । ଗୁଗୁଲ ସେତେବେଳେ ସ୍ପଷ୍ଟ କରି ଦେଇଥିଲା ଯେ, ଜାନୁଆରୀ ୧୮ , ୨୦୨୩ ରେ ଷ୍ଟେଡିଆର ସର୍ଭର ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦେବ । ନୂଆ…

କମ୍ପାନୀ ଦେଲା ଅଫର; ବୋନସରେ ମିଳିବ ୫୦ ମାସର ଦରମା

ନୂଆଦିଲ୍ଲୀ: କମ୍ପାନୀ ଚାକିରି କରୁଥିଲେ ଆପଣ ନିଶ୍ଚୟ ଜାଣିଥିିବେ ଏଠି ଖଟଣି କେତେ । ଯେତିକି ଦରମା ତା ଠାରୁ ଦଶଗୁଣା କାମ । କିନ୍ତୁ କମ୍ପାନୀ ଚାକିରି କରୁଥିବା ବ୍ୟକ୍ତିଙ୍କ ପାଇଁ ଚମକାଇ ଦେବା ପରି ଏକ ଖବର । ଶୁଣିଲେ ଆପଣ ଇର୍ଷା ତ ନିଶ୍ଚୟ କରିବେ । ତାସହ ଭାବିବେ କମ୍ପାନୀ ଯଦି ଏତେ…

ଚୀନରେ ଆଉ ଏକ ବୁହାନ, ୯୦ ପ୍ରତିଶତ ଲୋକ କରୋନା ସଂକ୍ରମିତ

ନୂଆଦିଲ୍ଲୀ: କରୋନାର ଉତ୍ପତ୍ତି ସ୍ଥଳ ଚୀନରେ କରୋନା ସଂକ୍ରମଣ ଥମିବାର ନା ନେଉନି । ଚୀନର ଗୋଟିଏ ପରେ ଗୋଟିଏ ସହରରେ ସଂକ୍ରମଣ ବ୍ୟାପିବାରେ ଲାଗିଛି । ଏବେ ଖବର ଆସିଛି, ଚୀନର ତୃତୀୟ ଜନବହୁଳ ସହର ହେନାନ ପ୍ରାନ୍ତର ୯୦ ପ୍ରତିଶତ ଲୋକ କରୋନା ସଂକ୍ରମଣର ଶିକାର ହୋଇଛନ୍ତି । ଏ ସୂଚନା ଦେଇଛନ୍ତି…