Latest Odisha News

BREAKING NEWS

Browsing Category

Uncategorized

ଅର୍ଥମନ୍ତ୍ରୀଙ୍କ ଘୋଷଣା: କୋଟିଏ ପରିବାର ରିହାତିରେ ପାଇବେ ମାସିକ ୩୦୦ ୟୁନିଟ୍ ବିଜୁଳି

ନୂଆଦିଲ୍ଲୀ:ଅନ୍ତରୀଣ ବଜେଟ୍ ଉପସ୍ଥାପନ କରୁଥିବାବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନେକ ବଡ ଘୋଷଣା କରିଛନ୍ତି। ବୁଧବାର ଅର୍ଥମନ୍ତ୍ରୀ କହିଛନ୍ତି ଯେ ଲୋକମାନେ ୩୦୦ ୟୁନିଟ୍ ବିଦ୍ୟୁତ୍ ରିହାତିରେ ପାଇପାରିବେ। ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା ଅଧୀନରେ ଏହି ସୁବିଧା ଉପଭୋଗ କରିପାରିବେ…

ଲୋକସଭା ନିର୍ବାଚନ: ୟୁପିରେ ୧୬ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ସପା

ଲକ୍ଷ୍ନୌ:  ଲୋକସଭା ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ଜାରି କଲା ପ୍ରାର୍ଥୀଙ୍କ ପ୍ରଥମ ତାଲିକା। କିଏ କେଉଁଠି ନିର୍ବାଚନ ଲଢ଼ିବେ ସପା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ପ୍ରଥମ ପର୍ଯ୍ୟାୟରେ ୧୬ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଯେଉଁଥିରେ ଡିମ୍ପଲ ଯାଦବ, ଧର୍ମେନ୍ଦ୍ର…

ଝାଡଖଣ୍ଡରେ ଚାଲିବ ଓଡ଼ିଆଙ୍କ ଶାସନ!

ରାଞ୍ଚି: ହେମନ୍ତଙ୍କ ପରେ କିଏ? କିଏ ହେବ ଝାଡ଼ଖଣ୍ଡର ଆଗାମୀ ଶାସନକର୍ତ୍ତା? ଏହି ରେସରେ ସବୁଠୁ ଆଗରେ ଚର୍ଚ୍ଚା ଓଡ଼ିଆ ଝିଅ କଳ୍ପନା ସୋରେନଙ୍କ ନାଁ। କଳ୍ପନା ହେଉଛନ୍ତି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ। ରାଜ୍ୟରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଖୋଜା ଚାଳିଛି ସମ୍ଭାବ୍ୟ…

ଜିତିବେ ମୋଦି, ହେଲେ ଜିତିବନି ବିଜେପି ଓ ଏନଡିଏ: ସଞ୍ଜୟ ରାଉତ

ମୁମ୍ବାଇ: ମୋଦିଙ୍କୁ ଟାର୍ଗେଟ କଲେ ଶିବସେନା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ। କହିଲେ ମୋଦି ଗୋଟିଏ ନୁହେଁ ଦୁଇଟି ଆସନରୁ ଛିଡ଼ା ହେବେ, ଜିତିବେ ମଧ୍ଯ। କିନ୍ତୁ ଦଳ ଜିତିବ ନାହିଁ। ବିଜେପିକୁ ଟାର୍ଗେଟ କରି ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

୪୦ ଘଣ୍ଟା ପରେ ରାଞ୍ଚି ଫେରିଲେ ହେମନ୍ତ ସୋରେନ, କହିଲେ ବଜେଟ ପାଇଁ ବ୍ୟସ୍ତ ଅଛି

ରାଞ୍ଚି: ଦୀର୍ଘ ୪୦ ଘଣ୍ଟା ପରେ ରାଜଧାନୀକୁ ଫେରିଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍। ତାଙ୍କୁ ଖୋଜିବାରେ ବ୍ୟସ୍ତ ଥିବା କେନ୍ଦ୍ରୀୟ ସଂସ୍ଥା ଇଡିକୁ ଚକମା ଦେଇ ସେ ଫେରାର ହୋଇଯାଇଥିବା କୁହାଯାଉଥିବା ବେଳେ ଏବେ ରାଞ୍ଚି ଫେରିଛନ୍ତି ହେମନ୍ତ। ହଠାତ୍ ସେ ଦିଲ୍ଲୀରୁ ଗାୟବ ହୋଇଯାଇଥିଲେ…

ଜ୍ଞାନବ୍ୟାପି ମାମଲା: ସୁପ୍ରିମକୋର୍ଟ ପହଞ୍ଚିଲା ହିନ୍ଦୁ ପକ୍ଷ, ସିଲ ଅଞ୍ଚଳରେ ଏଏସଆଇ ସର୍ଭେ ଦାବି 

ନୂଆଦିଲ୍ଲୀ: ଜ୍ଞାନବ୍ୟାପି ମାମଲାରେ ସୁପ୍ରିମକୋର୍ଟ ପହଞ୍ଚିଲା ହିନ୍ଦୁ ପକ୍ଷ। ସର୍ବୋଚ୍ଚ ନ୍ୟାୟାଳୟରେ କରାଯାଇଛି ଆବେଦନ। ଲୋକକଥା ଅନୁସାରେ ପୂର୍ବରୁ ସିଲ୍ କରାଯାଇଥିବା ଅଞ୍ଚଳରେ ଶିବଲିଙ୍ଗ ଥିବା ଦାବି କରାଯାଉଥିଲା। ଯାହାର ସର୍ଭେ ପାଇଁ ଏଏସଆଇ ବା ପ୍ରତ୍ନତାତ୍ତ୍ୱିକ ବିଭାଗର…

ପରୀକ୍ଷା ପେ ଚର୍ଚ୍ଚାରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମନର ଦ୍ୱନ୍ଦ୍ୱ ଦୂର କଲେ ପ୍ରଧାନମନ୍ତ୍ରୀ; କହିଲେ ଲକ୍ଷ୍ୟ ରଖ,…

ନୂଆଦିଲ୍ଲୀ: ପରୀକ୍ଷା ସମୟ ଆସିଲେ ପିଲାମାନଙ୍କ ଉପରେ ଭଲ ଫଳ ପାଇଁ ଏକ ପ୍ରକାରର ଚାପ ପଡ଼ିଥାଏ। ଯାହାକୁ ଦୂର କରିବା ତଥା ମାନସିକ ଚାପକୁ କମ୍ କରିବା ଉଦ୍ଦେଶ୍ୟରେ ପ୍ରଧାମନ୍ତ୍ରୀଙ୍କର ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଠି ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀ ଏବଂ…

ଛତିଶଗଡ: ବିଧାନସଭା ଫର୍ମୁଲା ଲୋକସଭାରେ ଆପଣାଇବ ବିଜେପି 

ରାୟପୁର: ଲୋକସଭା ନିର୍ବାଚନ ଦିନ ଯେତେ ପାଖେଇ ଆସୁଛି ସମସ୍ତ ରାଜନୈତିକ ଦଳ ଗୁଡିକ ମଧ୍ୟ୍ୟ ତାଙ୍କର ନିର୍ବାଚନ ବୈତରଣୀ ପାର୍ କିପରି କରିବେ ସେ ନେଇ କଷୁଛନ୍ତି ଅଙ୍କ। ଛତିଶଗଡରେ ଲୋକସଭା ନିର୍ବାଚନ ପାଇଁ ବିଧାନସଭା ନିର୍ବାଚନ ରଣନୀତି ଆପଣାଇବ ଭାରତୀୟ ଜନତା ପାର୍ଟି। ଲୋକସଭା ନିର୍ବାଚନ ପାଇଁ…

କ୍ଷୁଦ୍ରତମ ରାମ ମନ୍ଦିର କଲେ ଉଦୟପୁରର କଳାକାର

ଉଦୟପୁର: ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ ହୋଇଯାଇଛି । ଏଥିନେଇ ଭାରତ ରାମମୟ ହୋଇ ଉଠିଛି । ଯିଏ ଯାହାର ଶୈଳୀରେ ଏହି ଉତ୍ସବ ମନେଇବାରେ ବ୍ୟସ୍ତ । ଉଦୟପୁରର ପୀୟୁଷ ପ୍ରତାପ ସିଂ ଗହମଠାରୁ କ୍ଷୁଦ୍ର ରାମ ମନ୍ଦିର କଳାକୃତି ପ୍ରସ୍ତୁତ କରିଛନ୍ତି । ଏହାର ଓଜନ ୦.୦୨୦…