Latest Odisha News

BREAKING NEWS

Browsing Category

Uncategorized

ଆଜିଠୁ ପ୍ରାଥମିକ ଶିକ୍ଷକଙ୍କ କାର୍ଯ୍ୟବନ୍ଦ : ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ସଂଘ

ଭୁବନେଶ୍ବର: ଆଜିଠୁ ପ୍ରାଥମିକ ଶିକ୍ଷକଙ୍କ କାର୍ଯ୍ୟବନ୍ଦ । ଆଜିଠାରୁ ୧ ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ଯିବେ ସାମୁହିକ ଛୁଟିରେ। କାର୍ଯ୍ୟ ବନ୍ଦ କରିବା ସହ ୩୧୪ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଜାରି ରଖିବେ ବୋଲି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ କହିଛି । କେନ୍ଦ୍ରୀୟ…

ଭାରତର ସବୁଠୁ ଶସ୍ତା ବଜାର: କେଉଁଠାରେ ରହିଛି ଏସବୁ ମାର୍କେଟ୍…

ଦିଲ୍ଲୀ: ଯେତେବେଳେ ସପିଂର ଚିନ୍ତା ଆମ ମନକୁ ଆସେ, ମହିଳାମାନେ ପ୍ରଥମେ ଏପରି ବଜାର ବିଷୟରେ ଚିନ୍ତା କରନ୍ତି , ଯେଉଁଠାରେ ଶସ୍ତାରେ ଜିନିଷ ମିଳେ । ଆପଣ ଜାଣନ୍ତି କି , ପ୍ରତ୍ୟେକ ସହରରେ ଏପରି ବଜାର ଅଛି, ଯାହାକୁ ଭାରତର ଶସ୍ତା ବଜାର କୁହାଯାଏ  ।  ଆପଣମାନେ  ଏହି ବଜାରରେ ସବୁକିଛି ପାଇବେ…

ସକ୍ରିୟ ଲଘୁଚାପ କ୍ଷେତ୍ର: ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବ !

ଭୁବନେଶ୍ୱର : ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଏହାର ପ୍ରଭାବରେ ଆଉ ତିନି ଦିନ ଯାଏ ପ୍ରବଳ ବର୍ଷା ହେବ ନେଇ ଆକଳନ କରିଛି ଆଇଏମଡି  । ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି  । ଆଜି ସକାଳ ୮ଟା ୩୦…

ବିଏସଏଫ ୱେଷ୍ଟର୍ଣ୍ଣ କମାଣ୍ଡ ଦାୟତ୍ୱ ନେଲେ ଓଡ଼ିଶା କ୍ୟାଡର ଆଇପିଏସ ଯୋଗେଶ ବାହାଦୂର ଖୁରାନିଆ

ଭୁବନେଶ୍ୱର: ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇପିଏସ ଅଫିସର ଯୋଗେଶ ବାହାଦୂର ଖୁରାନିଆ ହେଲେ ବର୍ଡର ସିକ୍ୟୁରିଟି ଫୋର୍ସ (ବିଏସଏଫ) ଚଣ୍ଡିଗଡର ସ୍ପେଶାଲ ଡାଇରେକ୍ଟର ଜେନେରାଲ  । ବିଏସଏଫ ୱେଷ୍ଟର୍ଣ୍ଣ ସେକ୍ଟରର ପରିଚାଳନା, ପ୍ରଶାସନିକ ତଥା ବିଏସଏଫରେ ମାନବ ସମ୍ବଳ ନିଯୁକ୍ତି ଦାୟିତ୍ୱ…

ଦୁଇ ଦିନିଆ ଭାରତ ଗସ୍ତରେ ଆସିବା ପୂର୍ବରୁ କୋଭିଡ ଆକ୍ରାନ୍ତ ହେଲେ ଆମେରିକାର ଫାଷ୍ଟ ଲେଡି ଜିଲ ବାଇଡେନ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଫାଷ୍ଟଲେଡି ଜିଲ ବାଇଡେନ ଦୁଇଦିନ ପରେ ଆସିଥାନ୍ତେ ଭାରତ ।ସାମିଲ ହୋଇଥାନ୍ତେ ଜି-୨୦ ସମ୍ମିଳନୀରେ । ଏହା ପୂର୍ବରୁ ଉଭୟଙ୍କର କୋଭିଡ ଟେଷ୍ଟ କରାଯାଇଥିଲା । ରିପୋର୍ଟ ଆସିବା ପରେ ଜଣାପଡିଛି ଜିଲ ବାଇଡେନ କରୋନା ସଂକ୍ରମିତ ହୋଇଛନ୍ତି ।…

ଲକ୍ଷ୍ନୌରେ ଅକ୍ଟୋବର ୩୦ ଯାଏ ୧୪୪ ଧାରା ଲାଗୁ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଆସନ୍ତା ଅକ୍ଟୋବର ୩୦ ପର୍ଯ୍ୟନ୍ତ ବଳବତ୍ତର ରହିବ ୧୪୪ ଧାରା  । ଏହି ସମୟରେ ବିନା ଅନୁମତିରେ କୌଣସି ପ୍ରକାର ଧାରଣା, ବିକ୍ଷୋଭ ପ୍ରଦର୍ଶନ କରାଯାଇପାରିବନାହିଁ ।  ଯଦି କେହି ନିୟମ ଉଲ୍ଲଂଘନ କରନ୍ତି, ତେବେ ତାଙ୍କ ବିରୋଧରେ ପୋଲିସରେ ମାମଲା ରୁଜୁ…

କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣା: ୪ ଟେକ୍ନିସିଆନ ନିଲମ୍ବିତ

କଟକ: କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଛି  । ଏହି ଘଟଣାର ତଦନ୍ତ ଦାୟିତ୍ବରେ ଥିବା  ୪ଜଣ ଟେକ୍ନିସିଆନକୁ ନିଲମ୍ବିତ କରିଛନ୍ତି ରେଡକ୍ରସ ରକ୍ତ ଭଣ୍ଡାର ନିର୍ଦ୍ଦେଶକ  । ଏହି ୪ ଜଣ ବ୍ୟକ୍ତି ରାଇକଲ ଥୋମାସ, ରଞ୍ଜନ ଦାସ,…

ଦୁନିଆର ୫ଟି ରହସ୍ୟମୟୀ ସ୍ଥାନ, ଯାହାର ରହସ୍ୟ ଆଜି ଯାଏଁ ସମସ୍ତଙ୍କୁ ଅଛପା….

ଦିଲ୍ଲୀ : ଦୁନିଆ ଅନେକ ରହସ୍ୟରେ ପରିପୂର୍ଣ୍ଣ  ।  ଆମ ଚାରିପାଖରେ ଏପରି ଅନେକ ରହସ୍ୟ ଅଛି, ଯାହାକୁ ବିଶ୍ୱାସ କରିବା କଷ୍ଟକର  । ଏହି ରହସ୍ୟଗୁଡିକର ସମାଧାନ ପାଇଁ ନିରନ୍ତର ପ୍ରୟାସ କରାଯାଉଛି ।  କିନ୍ତୁ ଏହି ରହସ୍ୟଗୁଡିକ ଏପରି ଯେ ସେଗୁଡିକ ଆଦୌ ସମାଧାନ ହୋଇପାରିବ ନାହିଁ  ।  ଦୁନିଆରେ…

ରାଜସ୍ଥାନରେ ମହିଳାଙ୍କୁ ନିବସ୍ତ୍ର କରି ଗାଁରେ ବୁଲାଇବା ଘଟଣା: ୭ଜଣଙ୍କୁ ଗିରଫ କଲା ପୋଲିସ

ଜୟପୁର: ରାଜସ୍ଥାନରେ ମଣିପୁର ଘଟଣାର ପୁନରାବୃତ୍ତି । ସ୍ବାମୀ ସାଜିଲା ସୈତାନ । ସ୍ତ୍ରୀକୁ ମାଡ଼ ମାରିବା ପରେ ଉଲଗ୍ନ କରି ବୁଲାଇଲା ନିଷ୍ଠୁର ସ୍ବାମୀ । ରାଜସ୍ଥାନର ପ୍ରତାପଗଡ଼ ଜିଲ୍ଲାରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ମହିଳାଙ୍କୁ ଉଲଗ୍ନ କରି ବୁଲାଇବାର ଭିଡିଓ ଏବେ ସୋସିଆଲ ମିଡିଆରେ…

ସୁବର୍ଣ୍ଣପୁରରୁ ୪୧ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ , ଜଣେ ଗିରଫ

ଭୁବନେଶ୍ୱର: ଭଡା ଘରେ ଛପା ଯାଉଥିଲା ଜାଲ ନୋଟ୍  । ଧରିଲା ଏସଟିଏଫ୍  । ସୁବର୍ଣ୍ଣପୁରରୁ ଜବତ ହୋଇଛି ୪୧ ଲକ୍ଷ ଟଙ୍କାର ଜାଲ୍‌ ନୋଟ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅଞ୍ଚଳରେ ଏସଟିଏଫ୍ ଚଢାଉ କରି ୪୧ ଲକ୍ଷ ୧୬ ହଜାର ଟଙ୍କା ୫୦୦ ଟଙ୍କିଆ ଜାଲ ନୋଟ୍ ଜବତ କରିଛି  । ଘଟଣାରେ ଜଣଙ୍କୁ…