Latest Odisha News

BREAKING NEWS

Browsing Category

Uncategorized

ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଜାରି ହେଲା ଜାମିନ ବିହୀନ ଗିରଫ ପରୱାନା

ଭୁବନେଶ୍ୱର: ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଜାରି ହେଲା ଜାମିନ ବିହୀନ ଗିରଫ ପରୱାନା । ଗିରଫ ପରୱାନା ଜାରି କରିିଛି ସିବିଆଇ କୋର୍ଟ ।  କୋର୍ଟଙ୍କ ନିର୍ଦ୍ଦେଶ ସତ୍ୱେ  ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା  ବାରମ୍ବାର ନୋଟିସ ପରେ ବି…

ଖେଳୁଥିବା ବେଳେ ଅଘଟଣ, ପୋଖରିରେ ବୁଡ଼ି ଯାଇ ଭାଇଭଉଣୀ ମୃତ

ଜୟପୁର: ବାପା ଜମିରେ କାମ କରୁଥିବା ବେଳେ ନିକଟସ୍ଥ ପୋଖରିରେ ବୁଡ଼ି ଭାଇଭଉଣୀ ପ୍ରାଣ ହରାଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ପିପଳପୁଟ ଗାଁରେ । ଗାଁ ନିକଟସ୍ଥ ପୋଖରିରେ ଜୀନୁ ବଡ଼ନାୟକଙ୍କ ୫ ବର୍ଷର ପୁଅ ଯୋଗେଶ ଏବଂ ୧୦ ବର୍ଷର ଝିଅ ସନ୍ତୋଷୀ ବୁଡ଼ି…

୭ ଜଣିଆ ଡକାୟତ ଗ୍ୟାଙ୍ଗ୍‌କୁ ଧରିଲା ବ୍ରହ୍ମପୁର ପୁଲିସ

ବ୍ରହ୍ମପୁର: ବ୍ରହ୍ମପୁର ଏବଂ ଗଞ୍ଜାମ ଜିଲାରେ ଏକାଧିକ ଡକାୟତି ଘଟଣାରେ ସଂପୃକ୍ତ ଥିବା ଏକ ଡକାୟତ ଗ୍ୟାଙ୍କ୍‌କୁ ଧରିବାରେ ସଫଳ ହୋଇଛି ବ୍ରହ୍ମପୁରର ଗୋଷାଇଁନୂଆଗାଁ ଥାନା ପୁଲିସ। ଏହି ଗ୍ୟାଙ୍ଗ୍‌ର ସମସ୍ତ ୭ଜଣଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୫ଟି ବାଇକ, ଗୋଟିଏ ଦେଶୀ…

ଇମ୍ରାନଙ୍କୁ ଆତଙ୍କୀ ପରି ବ୍ୟବହାର ଦେଖାଉଥିଲେ, ଠେଙ୍ଗାରେ ପିଟୁଥିଲେ; ଶୀଘ୍ର ମୁକ୍ତି ପାଇଁ ଆଦେଶ ଦେଲେ…

ଇସଲାମବାଦ: ମୁକ୍ତ ହେବେ ପାକ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ଗତକାଲି ସୁପ୍ରିମକୋର୍ଟରେ ହାଜର ହେବା ପରେ ତାଙ୍କର ଗିରଫଦାରୀ ବେଆଇନ ବୋଲି କହିଥିଲେ କୋର୍ଟ ।  ତୁରନ୍ତ ତାଙ୍କୁ ମୁକ୍ତ କରିବା ପାଇଁ  ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କ ରାୟ ପରେ ଜେଲରୁ…

ମଣିପୁର ହିଂସାକୁ ନେଇ ବିଜେପିକୁ ଟାର୍ଗେଟ କଲେ ଶଶି ଥରୁର; କହିଲେ, ରାଷ୍ଟ୍ରପତି ଶାସନ ଜାରିର ସମୟ ଆସିଛି

ଇମ୍ଫାଲା: ବିଗୁଡୁଛି ମଣିପୁର ସ୍ଥିତି । ଉଗ୍ରରୂପ ନେଇଥିବା ହିଂସା ଏବେ ରାଜନୈତିକ ମୋଡ ନେଉଛି ।  କଂଗ୍ରେସ ନେତା ଶଶି ଥରୁର ମଣିପୁରରେ ଆଦିବାସୀ ଏବଂ ପ୍ରଭାବଶାଳୀ ମୈତାଈ ସମୁଦାୟ ମଧ୍ୟରେ ଦେଖା ଦେଇଥିବା ସଂଘର୍ଷକୁ ନେଇ ବିଜେପିକୁ ଟାର୍ଗଟ କରିଛନ୍ତି । ସେ ଏଠାରେ ରାଷ୍ଟ୍ରପତି ଶାସନ…

ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ, ରଥ ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଗୁରୁତ୍ୱ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ଦ୍ୱିତୀୟ ସମନ୍ୱୟ ବୈଠକ ବସିଥିଲା । ଆଇନ୍ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ବିଭିନ୍ନ ବିଭାଗର ସେବା ଭଳି ୨୧ଟି ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ସହ…

ଆସନ୍ତା ୨ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା: ଏହି ସବୁ ସ୍ଥାନ ପାଇଁ ସତର୍କ ସୂଚନା ଜାରି କଲା ଆଇଏମଡି

ଭୁବନେଶ୍ୱର:ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଆସନ୍ତା ୨ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରିଛି । ରାଜଧାନୀ ଭୁବନେଶ୍ୱର ସମେତ ପୁରୀ, ଖୋର୍ଦ୍ଧାକୁ ଏହି ସତର୍କ ସୂଚନା ଜାରି କରାଯାଇଛି । ଆଇଏମଡି ପକ୍ଷରୁ କୁହାଯାଇଛି, ଆସନ୍ତା ୨ ଘଣ୍ଟା ଭିତରେ ହାଲକାରୁ ମଧ୍ୟମ ଧରଣର ବର୍ଷା…

କବିତା : ଶୂନ୍ୟତା

ନିରୁପମା ପତି ନିସ୍ତବ୍ଧତାର ପଶାଖେଳ ସତେ ଯେମିତି କେହି ଜଣେ ଇସାରା ଦେଉଛି, ଖଳନାୟକ ଶକୁନିଙ୍କ ପରି ନ୍ୟାୟ, ଧର୍ମର ବିଲୋପ କରିବା ଲଢେଇ କରି ଛଡେଇ ଆଣିବେ ନାରୀର ଅସହାୟତାକୁ ଶତଶତ ଦୁର୍ଯ୍ୟୋଧନ ପ୍ରତୀୟମାନ ପରାକ୍ରମଶାଳୀ ଦୁଃଶାସନ ବି ପ୍ରସ୍ତୁତ ହେଲେଣି, ଅବିଶ୍ୱସ୍ତ…

ପାଟ ଅଗଣାରେ ପତିତପାବନକୁ ଚାହିଁ ଚାଲିଗଲା ଭକ୍ତଙ୍କ ପ୍ରାଣ

ପୁରୀ:କାଳିଆରେ ..ତୋ ପାଦ ତଳେ ଆଶ୍ରୟ ଟିକିଏ ମିଳୁ.. ତୋ ମୁଖ ଚାହିଁ ଏ ଜୀବନ ଯାଉ...ଚକାଡୋଳାକୁ ଚାହିଁଦେଲେ ଭକ୍ତଟିଏ ବିଭୋର ହୋଇ ଏମିତି ମନାସିଥାଏ । ହେଲେ ଏହାର ପ୍ରତ୍ୟକ୍ଷ ଦୃଶ୍ୟ ଆଜି ଶ୍ରୀମନ୍ଦିରରେ ଦେଖିବାକୁ ମିଳିଥିଲା । ମହାପ୍ରଭୁଙ୍କ ଦର୍ଶନ ହେଲା ଶେଷ ଦର୍ଶନ। ପତିତପାବନକୁ…

ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତା ପ୍ରସଙ୍ଗ : ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ବିରୋଧ, ସଂକଳ୍ପ ପାରିତ

ନୂଆଦିଲ୍ଲୀ : ଭାରତରେ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦିଆଯିବ କି ନାହିଁ, ସେନେଇ ସୁପ୍ରିମକୋର୍ଟରେ ମଙ୍ଗଳବାରଠାରୁ ଶୁଣାଣି ଆରମ୍ଭ ହୋଇଛି। ତେବେ ରବିବାର ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ(ବିସିଆଇ) ଏହାକୁ ବିରୋଧ କରି ଏକ ସଂକଳ୍ପ ପାରିତ କରିଥିବା ଜଣାପଡିଛି । ସଂକଳ୍ପରେ କୁହାଯାଇଛି ଯେ,…