Latest Odisha News
Browsing Category

Uncategorized

ଆଜି ମିଶ୍ରଣ ପର୍ବ: ବିଆରଏସରେ ସାମିଲ ହେବେ ଗିରିଧର, ଶିଶିରଙ୍କ ସମେତ ବହୁ ନେତା

କୋରାପୁଟ: ଭାରତ ରାଷ୍ଟ୍ର ସମିତିରେ(ବିଆରଏସ) ସାମିଲ ହେବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ  ଓ ତାଙ୍କ ପୁଅ ଶିଶିର ଗମାଙ୍ଗ। ଆଜି ଅପରାହ୍ନରେ ହାଇଦ୍ରାବାଦରେ ହେବ ମିଶ୍ରଣ ପର୍ବ । ଏହି ବାପ-ପୁଅଙ୍କ ସମେତ ଓଡ଼ିଶାର ବହୁ ନେତା ବିଆରଏସରେ ମିଶିବେ । ଗିରିଧର ଓ ଶିଶିର ଆଜି…

ଫୁଟବଲ ଇତିହାସରେ ପ୍ରଥମ ଥର ପାଇଁ ରେଫରୀ ଦେଖାଇଲେ ହ୍ୱାଇଟ କାର୍ଡ

ନୂଆଦିଲ୍ଲୀ: ଆପଣମାନେ ଫୁଟବଲ ମ୍ୟାଚରେ ବ୍ୟବହାର ହେଉଥିବା ୟୋଲୋ ଓ ରେଡ କାର୍ଡ ବିଷୟରେ ଭଲ ଭାବେ ଅବଗତ ହୋଇଥିବେ । ହ୍ୱାଇଟ କାର୍ଡ ବିଷୟରେ ଆପଣମାନେ ଜାଣନ୍ତି କି ? ପ୍ରଥମ ଥର ପାଇଁ ବେନାଫିକା ଓ ସ୍ପୋର୍ଟିଂ ଲିସବନ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ରେଫରୀ ହ୍ୱାଇଟ କାର୍ଡର ବ୍ୟବହାର କରିଛନ୍ତି ।…

SCO ବୈଠକରେ ଭୁଟ୍ଟୋଙ୍କ ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ ନିମନ୍ତ୍ରଣ କରିବ ଭାରତ

ନୂଆଦିଲ୍ଲୀ: ଭାରତ ପାକିସ୍ତାନ ସମ୍ପର୍କ ଧୀରେ ଧୀରେ ସୁଧୁରିବା ଭଳି ମନେ ହେଉଛି। ନିକଟରେ ଦୁବାଇରେ ଭାରତ ଉତ୍ତମ ସମ୍ପର୍କ ରଖିବା କଥା କହିଥିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହେବାଦ ସରିଫ। ଆଉ ଏବେ ଭାରତ ଗୋଆରେ ହେବାକୁ ଥିବା ସାଂଘାଇ କୋପରେସନ ଅର୍ଗାଇନାଇଜେସନ(SCO) ମିଟିଂରେ ଯୋଗ ଦେବାକୁ…

୨୪ରୁ ଅଧିକ ବର୍ଷ ଧରି ଗୋଟିଏ ଥାଳିରେ ଖାଉଥିଲେ ମା’, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଛୋଟ ବେଳେ ଜିତିଥିବା ପୁରସ୍କାର, ବଡ଼ ହେଲେ ପ୍ରେରଣା ଦିଏ । ହେଲେ ଅନେକ ସେ ସବୁକୁ ଭୁଲି ଯାଉଥିବା ବେଳେ ମାଆ ଯତ୍ନର ସହ ସାଇତି ରଖିଥାନ୍ତି । କାରଣ ବାପା-ମାଆଙ୍କ ପାଇଁ ସେମାନଙ୍କର ପିଲାମାନଙ୍କର ଛୋଟ ଛୋଟ ସଫଳତା ବି ବହୁତ ମୂଲ୍ୟବାନ । ଟ୍ୱିଟରରେ ଜଣେ ବ୍ୟକ୍ତି ନିଜ ମା’ଙ୍କୁ ନେଇ ଏକ…

ରାଷ୍ଟ୍ରପତି ପୋଲିସ୍‌ ମେଡାଲ ପାଇବେ ୨ଜଣ ଓଡ଼ିଆ

ଭୁବନେଶ୍ୱର: ରାଷ୍ଟ୍ରପତି ପୋଲିସ୍‌ ମେଡାଲ ପାଇବେ ଓଡ଼ିଶାର ୨ ଜଣ ଆଇପିଏସ୍‌ । ଉଲ୍ଲେଖନୀୟ ସେବା ପାଇଁ ୯୩ ଜଣଙ୍କୁ ରାଷ୍ଟ୍ରପତି ପୋଲିସ୍ ପଦକ ପ୍ରଦାନ କରାଯିବ।IPS ଡି. ଏସ୍ କୁଟ୍ଟେ ଓ କନଷ୍ଟେବଲ ପ୍ରହଲ୍ଲାଦ ରାଉତଙ୍କୁ ରାଷ୍ଟ୍ରପତି ପୋଲିସ୍ ମେଡାଲ ପ୍ରଦାନ କରାଯିବ। ବିଶିଷ୍ଟ ସେବା ପାଇଁ…

ଆଇଏମଡିର ପୂର୍ବାନୁମାନ: ଆସିପାରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ପୁଣି ଏକ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଜାନୁଆରୀ ୨୭ ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ବୁଧବାର ଭାରତୀୟ ପାଣିପାଗ ବିଭାଗ (IMD)  ଅନୁମାନ କରିଛି । ଆଇଏମଡି ସୂଚନା ଅନୁଯାୟୀ, ପୂର୍ବ…

ଶ୍ରଦ୍ଧାଙ୍କ ଶବକୁ କାଟିବା ପାଇଁ ୫ଟି ହତିଆର ବ୍ୟବହାର କରିଥିଲା ଅଫତାବ: ଚାର୍ଜସିଟ ରିପୋର୍ଟରେ ଦିଲ୍ଲୀ ପୋଲିସର…

ନୂଆଦିଲ୍ଲୀ: ଶ୍ରଦ୍ଧା ବାଲାକର ହତ୍ୟାକାଣ୍ଡକୁ ଘଟଣାର ଚାର୍ଜସିଟ ମଙ୍ଗଳବାର ଦାଖଲ କରିଛି ଦିଲ୍ଲୀ ପୋଲିସ । ୬୬୨୯  ପୃଷ୍ଠା ବିଶିଷ୍ଟ ଏହି ଚାର୍ଜସିଟରେ  ପୋଲିସ ଏହି ହତ୍ୟାକାଣ୍ଡ ସମ୍ପର୍କିତ ସମସ୍ତ ତଥ୍ୟ ରଖିଛି । ମାମଲାର ମୁଖ୍ୟ ଆସାମୀ ଆଫତାବ ପୁନାବାଲାକୁ ମଧ୍ୟ ପୋଲିସ ଭିଡିଓ…

୨୦୨୪ ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ

ଭୁବନେଶ୍ୱର: ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ତଥା ଜଟଣି ବିଧାୟକ ସୁର ରାଉତରାୟ  । ୨୦୨୪ ନିର୍ବାଚନରେ ସେ ଆଉ ଲଢିବେ ନାହିଁ ସୂଚନା ଦେଇଛନ୍ତି । ସୋମବାର ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ରାଉତରାୟ କହିଛନ୍ତି, ତାଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ ତାଙ୍କର ପ୍ରତିନିଧିତ୍ୱ…

ପାକିସ୍ତାନୀ ଯୁବତୀଙ୍କୁ ବିବାହ କରିବା ପଡ଼ିଲା ମହଙ୍ଗା

ବେଙ୍ଗାଲୁରୁ : ଅନଲାଇନ ପ୍ରେମ ପଡ଼ିଲା ମହଙ୍ଗା,ହାଜତ ଗଲେ ଜୁବତୀ । କଥାରେ ଅଛି ପ୍ରେମ ମାନେ ନାହିଁ ଜାତି ଧର୍ମ ଓ କୗଣସି ବନ୍ଧବାଡ଼ ।  ହେଲେ ଆାଜି ଆମେ ଆପଣଙ୍କୁ ଏମିତି ଏକ ପ୍ରେମ ବିଷୟରେ କହିବୁ ଆାପଣ ଶୁଣିଲେ ଆାଶ୍ଚର୍ଯ୍ୟ ହୋଇଯିବେ । ତେବେ ଆସନ୍ତୁ ଜାଣିବା ଏକ ଅଜବ ପ୍ରେମ ବିଷୟରେ ।…

ରାସ୍ତାକଡରେ ଛିଡା ହୋଇଥିବା ଲୋକଙ୍କ ଉପରେ ଚଢିଗଲା ଡମ୍ପର; ୬ ମୃତ

ଲକ୍ଷ୍ନୌ: ଉନ୍ନାବ ଜିଲ୍ଲାର ଲକ୍ଷ୍ନୌ-କାନପୁର ହାଇୱେ ଉପରେ ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଯାଇଛି । ଭାରସାମ୍ୟ ହରାଇ ଏକ ଡମ୍ପର ରାସ୍ତା କଡରେ ଛିଡା ହୋଇଥିବା ଲୋକଙ୍କ ଉପରେ ଚଢାଇ ଦେଇଛି । ଫଳରେ ୬ ଜଣ ଲୋକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଅନେକ ଲୋକ ଗୁରୁତର ହୋଇ ପଡ଼ିଛନ୍ତି ।…