Latest Odisha News

BREAKING NEWS

Browsing Category

Uncategorized

ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଜେ ପି ନଡ୍ଡା

ପୁରୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶ୍ରୀମନ୍ଦିରରେ ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି । ଜେ ପି ନଡ୍ଡାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏବଂ ବିଜେପିର ବରିଷ୍ଠ ନେତାମାନେ ମଧ୍ୟ…

ଉତ୍ତମ ସ୍ୱାସ୍ଥ୍ୟସେବା ପାଇଁ ରାୟଗଡ଼ା ଜିଲ୍ଲା ଚିକିତ୍ସାଳୟକୁ ମିଳିଲା NQAS ସାର୍ଟିଫିକେଟ୍

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜାତୀୟସ୍ତରର ପ୍ରମାଣପତ୍ର ମିଳିଛି । ଚିକିତ୍ସାଳୟର ଗୁଣାବତ୍ତା ମାନ ରଖିବା କ୍ଷେତ୍ରରେ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ତରଫରୁ ରାୟଗଡ଼ା ଜିଲ୍ଲା ସଦରମହକୁମାର ମୁଖ୍ୟ ଚିକିତ୍ସାଳୟକୁ ଜାତୀୟ ଗୁଣାବତ୍ତା…

ଗଣଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ଼

ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ସମିର ଦାସଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ । ଅଣ୍ଡା ଓ ଟମାଟୋ ମାଡ଼ କଲା ଛାତ୍ର କଂଗ୍ରେସ  । ଜିଲ୍ଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ପରେ ଏକ ଅଡିଓ ଭାଇରାଲ ହୋଇଥିଲା । ଯେଉଁ ଥିରେ ଧର୍ମେନ୍ଦ୍ର ସାହୁ  କିଛି ଲୋକଙ୍କ ନାଁ…

ଜାତୀୟ ସେବା ଯୋଜନା ପୁରସ୍କାର: ଓଡ଼ିଶାର ୩ ଜଣଙ୍କୁ ମିଳିଲା ଏନଏସଏସ ପୁରସ୍କାର

ନୂଆଦିଲ୍ଲୀ: ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ ୨୦୨୦-୨୦୨୧ ବର୍ଷ ପାଇଁ ଜାତୀୟ ସେବା ଯୋଜନା (ଏନଏସଏସ) ପୁରସ୍କାର ପ୍ରଦାନ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ  ତିନୋଟି ବର୍ଗରେ ଏନଏସଏସ ପୁରସ୍କାର ପ୍ରଦାନ କରାଯାଇଛି । ବିଶ୍ବବିଦ୍ୟାଳୟ/ ଯୁକ୍ତ ଦୁଇ ପରିଷଦ, କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ…

ବାବୁସାନଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ପତ୍ନୀ ତୃପ୍ତି

ଭୁବନେଶ୍ୱର : ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଓଲିଉଡ ଷ୍ଟାର ବାବୁସାନ ମହାନ୍ତି ଆଜି ଡିସଚାର୍ଜ ହୋଇଛନ୍ତି । ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଡିସଚାର୍ଜ ପୂର୍ବରୁ ବାବୁସାନଙ୍କୁ ଭେଟିବାକୁ ଆସିଥିଲେ…

ଜେପି ନଡ୍ଡାଙ୍କ ଦୁଇ ଦିନିଆ ଓଡିଶା ଗସ୍ତର କାର୍ଯ୍ୟକ୍ରମ ସୂଚନା

ଭୁବନେଶ୍ନର :  ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ । ଏହି ବିଷୟରେ  ବିସ୍ତୃତ କାର୍ଯ୍ୟକ୍ରମର ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର  । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୯ ତାରିଖ ଦିନ ୧୦ ଟା ବେଳେ…

ଓଡିଶାରେ ଏଆଇଏଫଏଫ ସଭାପତି ଓ ସମ୍ପାଦକ , ଫାଓ ପକ୍ଷରୁ ସମ୍ବର୍ଦ୍ଧନା

କଟକ: ଓଡିଶା ଗସ୍ତରେ ଆସିଛନ୍ତି  ସର୍ବ ଭାରତୀୟ ଫୁଟବଲ ମହାସଂଘର ନବ ନିର୍ବାଚିତ ସଭାପତି ଓ ସମ୍ପାଦକ । ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ରାଜ୍ୟ ରେ କିପରି ଫୁଟବଲ କ୍ରୀଡ଼ାର ବିକାଶ ହେବ ସେନେଇ ଆଲୋଚନା କରିଥିଲେ  । ଏହା ପରେ କଳିଙ୍ଗ ଷ୍ଟାଡିୟମ ବୁଲିବା ସହ  କ୍ରୀଡା ସଚିବ…

ପୁରୀରେ ବିଜେପିର ୩ ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର, କେନ୍ଦ୍ରୀୟ ଯୋଜନାକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ

ପୁରୀ: ବିଜେପିକୁ ଧୋକା ଦେଇଛି ବିଜେଡି । ଆମେ ବିଜେଡି ସାଙ୍ଗରେ ୯ ବର୍ଷ ଥିଲୁ । ନବୀନଙ୍କୁ ମୁଖ୍ୟମନ୍ତ୍ରୀ କରିଥିଲୁ । ଏବେ ଆମେ ପ୍ରତିଶୋଧ ନେବୁ । ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ପୁରୀରେ ବିଜେପିର ୩ ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି । କେନ୍ଦ୍ରରେ ସଂଖ୍ୟା…

ଖଣ୍ଡାରେ ଯୁବକଙ୍କୁ ହାଣି ହତ୍ୟା

ବ୍ରହ୍ମପୁର:ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରେଗିଡ଼ି ଛକ ପାଖରେ କେତେକ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଛନ୍ତି। ମୃତ ଯୁବକ ଜଣକ ହେଲେ ପୁରୁଷୋତ୍ତମପୁର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ନାହାକ। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ପୂର୍ବାହ୍ନରେ ବାଇକ୍‍ରେ କେଉଁଆଡ଼େ…

ଅଙ୍ଗନୱାଡ଼ି କେନ୍ଦ୍ର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ, ବିପଦରେ ବସୁଛନ୍ତି କୁନି ଛୁଆ

କାମକ୍ଷାନଗର: ଅଧା ଛପର ନଥିବା ଚାଳ ଘର । ଚାଳ ଛପର ଅଧା ଉଡ଼ି ଯାଇଥିବା ବେଳେ କାନ୍ଥରେ ବି ବଳ ନାହିଁ । କେତେବେଳେ ଭୁଶୁଡ଼ି ପଡ଼ିବ କହିବା ମୁସ୍କିଲ୍ । ତଥାପି ଏଭଳି ବିପଦସଂକୁଳ ଅବସ୍ଥାରେ ଅଙ୍ଗନୱାଡ଼ି ପିଲାଙ୍କୁ ପଢ଼ା ଯାଉଛି । ଆଉ ୟେ ହେଉଛି ପିଲାଙ୍କ ପାଇଁ ୭ ଲକ୍ଷ ଟଙ୍କାରେ ନିର୍ମାଣ…