Latest Odisha News

BREAKING NEWS

Browsing Category

Uncategorized

ବନ୍ୟା ପ୍ରଭାବରେ ବାଲେଶ୍ୱର ଜିଲ୍ଲା, ଉତ୍ତର ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର :  ରାଜ୍ୟର ବନ୍ୟାସ୍ଥିତି ସମ୍ପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ପ୍ରଦୀପ ଜେନା କହିଲେ ଯେ, ଲଘୁଚାପ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଛି । ଝାଡଖଣ୍ଡର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗାଲୁଡିହ…

ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ପୁରୀ:  ଆଜି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୁରୀ ଜିଲ୍ଲାର ବନ୍ୟା ଅଞ୍ଚଳ ପରିସ୍ଥିତି ସମୀକ୍ଷା କରିଛନ୍ତି। ବନ୍ୟାଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବାପରେ ସର୍କିଟ ହାଉସରେ ସମୀକ୍ଷା ଓ ଆଲୋଚନା କରିଥିଲେ ।  ପୁରୀ ଜିଲ୍ଲାରେ ଦୟା, ଭାର୍ଗବୀ, କୁଶଭଦ୍ରା, ରତ୍ନଚିରା, ଲୁଣା ଓ…

ବନ୍ୟାଞ୍ଚଳରେ ବଢ଼ୁଛି ଲୋକଙ୍କ ଦୁର୍ଦ୍ଦଶା, ମିଳୁନି ପର୍ଯ୍ୟାପ୍ତ ଖାଦ୍ୟ

ଜଗତସିଂହପୁର: ମହାନଦୀରେ ବନ୍ୟା ଜଳ ବୃଦ୍ଧି ପାଉଥିବା ବେଳେ ଲୋକଙ୍କ ଦୁର୍ଦ୍ଦଶା ବଢ଼ି ଚାଲିଛି । ଜଗତସିଂହପୁର ଜିଲ୍ଲା ମହାନଦୀ ଅବବାହିକାରେ ଥିବା ରଘୁନାଥପୁର, କୋଟକଣା, ତିର୍ତ୍ତୋଲ, ଶଙ୍ଖେଶ୍ୱର, କାଠକୋଟ ଆଦି ଅଞ୍ଚଳର ତଳି ଅଞ୍ଚଳରେ ଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର…

[ଦେଖନ୍ତୁ ଭିଡିଓ] ବନ୍ୟା ପାଣିରେ ୨ ଦିନ ହେଲା ଉବୁଟୁବୁ ସାତକୋଶିଆ

ଅନୁଗୁଳ: ମହାନଦୀରେ ବନ୍ୟା ଆସିବା ଫଳରେ ଅନୁଗୁଳ ଜିଲ୍ଲାର ବିଭିନ୍ନ ବ୍ଳକରେ ବନ୍ୟା ପାଣି ପଶିଛି । ସାତକୋଶିଆର ଟିକରପଡା ପଞ୍ଚାୟତ ଅଧିକ ପ୍ରଭାବିତ ହୋଇଛି । ଗତ ୨ ଦିନ ହେବ ବନ୍ୟାପାଣିରେ ବୁଡ଼ି ରହିଛି ପର୍ଯ୍ୟଟନସ୍ଥଳୀ ସାତକୋଶିଆ । ମହାନଦୀର ଜଳସ୍ତର ବଢ଼ୁଥିବାରୁ ଅନୁଗୁଳ ଜିଲ୍ଲାର କେତେକ…

ଭୁବନେଶ୍ୱର ସାଇକ୍ଲିଂ ଏବଂ ଆଡଭେଞ୍ଚର କ୍ଲବ ଟାଙ୍ଗଲାଙ୍ଗ ଲା’ରେ କଲେ ପତାକା ଉତୋଳନ

ଭୁବନେଶ୍ୱର: ଭୁବନେଶ୍ୱର ସାଇକ୍ଲିଂ ଏବଂ ଆଡଭେଞ୍ଚର କ୍ଲବ ସୋମବାର ଟାଙ୍ଗଲାଙ୍ଗ ଲା' ଶିଖର ଆରୋହଣ କରି ପତାକା ଉତୋଳନ କରିଛନ୍ତି । ହିମାଳୟର ଟାଙ୍ଗଲାଙ୍ଗ ଲା ଉପରେ ଜାତୀୟ ତ୍ରିକୋଣ (ଏମଏସଏଲ ଉପରେ ୧୭ ୫୮୨ ଫୁଟ) ଖୋଲିଛି । ମନାଲି ଲେ ଖରଦୁଙ୍ଗ ଲା ରେ ସାଇକେଲ ଚାଳନା କରି ଅଷ୍ଟମ ଦିନରେ…

ସ୍ବାଧୀନତା ସଂଗ୍ରାମ ସମୟର ନାରା: ଯାହା ଦେଶବାସୀଙ୍କ ମଧ୍ୟରେ ଭରିଥିଲା ଯୋଶ୍

ଦେଶ ସ୍ବାଧୀନତା ପାଇଁ ହଜାର ହଜାର ସ୍ବାଧୀନତା ସଂଗ୍ରାମୀ ପ୍ରାଣବଳୀ ଦେଇଥିଲେ । ଇଂରେଜ ସରକାରଙ୍କ ବିରୋଧରେ ସେ ସମୟରେ ଏପରି କିଛି ନାରା ଦିଆଯାଇଥିଲା ଯାହା ଆଜି ବି ସମସ୍ତଙ୍କ ହୃଦୟରେ ରୋମାଂଚ ଭରିଦିଏ । ଏଭଳି କିଛି  ପ୍ରସିଦ୍ଧ ସ୍ଲୋଗାନ ବିଷୟରେ ଆସନ୍ତୁ ଜାଣିବା । ଯାହାକୁ ଆପଣ ଭାଷଣ…

ହର ଘର ତ୍ରିରଙ୍ଗା: ତ୍ରିରଙ୍ଗା ପତାକା ଉଡାଇବାର ନିୟମ

କେନ୍ଦ୍ର ସରକାର  ତ୍ରିରଙ୍ଗା ପତାକା ଉଡାଇବାର ନିୟମ ପରିବର୍ତ୍ତନ କରିଛନ୍ତି । ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁସାରେ ସ୍ବାଧୀନତା ଦିବସ ପୂର୍ବରୁ ସମସ୍ତେ ଏବେ ତ୍ରିରଙ୍ଗା ନିଜ ଘରେ ଉଡାଉଛନ୍ତି । ସ୍ୱାଧୀନତାର 75 ବର୍ଷ ପୂରଣ ଅବସରରେ କେନ୍ଦ୍ର ସରକାର ତ୍ରିରଙ୍ଗା ପତାକା ଉଡାଇବା ଅଭିଯାନ…

କାନପୁର ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ; ୨୦୨୩ ଶେଷ ସୁଦ୍ଧା ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ ଗସ୍ତ କରି ଦ୍ୱିତୀୟ ଦିନରେ କାନପୁର ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ଆଶିଷ ଠାକରେ, ଜଳସେଚନ ବିଭାଗ ବରିଷ୍ଠ ଯନ୍ତ୍ରୀ ଏବଂ କ୍ଷେତ୍ର ସ୍ତରରେ କାର୍ଯ୍ୟରତ…

ଓଡ଼ିଶାରେ ଅମିତ ଶାହଙ୍କ ସ୍ବପ୍ନ ସାକାର ହେବ କି?

ରାଜ୍ୟରେ ୨୨ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ସରକାର ଚାଲିଛି । 2000 ମସିହା ମାର୍ଚ 5 ତାରିଖରୁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଅଛନ୍ତି ଏବଂ ତାଙ୍କର ସରକାର ଚାଲିଛି  । ୨୦୦୯ ପର୍ଯ୍ୟନ୍ତ ବିଜେପି ନବୀନଙ୍କ ବିଜେଡି  ସହ ମେଂଟ କରି ସରକାରରେ ଥିଲା । ଆଉ ୨୦୦୯ରୁ ୨୦୨୪ ରେ ହେବାକୁ ଥିବା…

ବ୍ୟାଡମିଂଟନରେ ଭାରତକୁ ଡବଲ ସ୍ୱର୍ଣ୍ଣ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାର ୧୧ତମ ଦିନରେ ଭାରତୀୟ ବ୍ୟାଡମିଂଟନ ଖେଳାଳି ଦେଶ ପାଇଁ ୨ଟି ସ୍ୱର୍ଣ୍ଣ ଜିତିଛନ୍ତି । ସେମାନେ ହେଲେ ଲକ୍ଷ୍ୟ ସେନ ଓ ପିଭି ସିନ୍ଧୁ । ପୁରୁଷ ସିଙ୍ଗଲ୍ସରେ ଲକ୍ଷ୍ୟ ସେନ ମାଲେସିଆର ଜେଇ ୟଙ୍ଗଙ୍କୁ ୧୯-୨୧, ୨୧-୯ ଓ ୨୧-୧୬ରେ ପରାସ୍ତ କରି ଏହି ସଫଳତା ହାସଲ…