Latest Odisha News

BREAKING NEWS

Browsing Category

Uncategorized

ପୋଲିସ ହାତରେ ପକ୍ସୋ କୋର୍ଟ ବିଚାରପତିଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ: ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀ ମୃତ୍ୟୁ ଘଟଣାର ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ସୁବାସଙ୍କ ପୋଷ୍ଟମର୍ଟମ ରିପୋର୍ଟ ମର୍କତନଗର ପୋଲିସର ହସ୍ତଗତ ହୋଇଛି । ରଶି ଲଗାଇ ଝୁଲି ପଡ଼ିବାରୁ ସୁବାସଙ୍କ ମୃତ୍ୟୁ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିଛି । ରଶି…

ତିତିଲି ଫାଉଣ୍ଡେସନର ପଂଚମ ବାର୍ଷିକ ଉତ୍ସବ ପାଳିତ

ଭୁବନେଶ୍ୱର: ରାଜ୍ୟରେ ମହିଳା ଏବଂ ଶିଶୁ ବିକାଶ କ୍ଷେତ୍ରରେ କାର୍ଯ୍ୟ କରି ସେମାନଙ୍କୁ ଜୀବନ ଦକ୍ଷତା କାର୍ଯ୍ୟକଳାପ ପ୍ରଦାନ କରୁଥିବା ପ୍ରତିଷ୍ଠିତ ଅନନ୍ୟ ସଙ୍ଗଠନ ତିତିଲି ଫାଉଣ୍ଡେସନର ପଂଚମ ବାର୍ଷିକୀ ନାଗେଶ୍ୱର ଟାଙ୍ଗୀ ସ୍ଥିତ କାର୍ଯ୍ୟକଳାପ କେନ୍ଦ୍ରରେ ଅତି ଉତ୍ସାହ ଏବଂ ଆଡ଼ମ୍ବର ସହ…

ଅପରାଜିତାଙ୍କୁ ତୀବ୍ର ବିରୋଧ

ଭୁବନେଶ୍ୱର :  ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେପି କର୍ମୀଙ୍କ ବିରୋଧ । ବେଗୁନିଆର ମଣ୍ଡଳ ସଭାପତି ମାନଙ୍କ ସହ ୪୦ ପଞ୍ଚାୟତର ବିଜେପି କର୍ମୀ ଓ ସମର୍ଥକମାନେ ସାଂସଦଙ୍କୁ ଖୋଲାଖୋଲି ବିରୋଧ କରିଛନ୍ତି। ବିଜେପି ଦଳୀୟ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟଙ୍କୁ ଅଣଦେଖା କରି ସାଂସଦ…

ଜଳବାୟୁ ପରିବର୍ତ୍ତନ ପାଇଁ ଓଡ଼ିଶା ଖର୍ଚ୍ଚ କରିବ ୨.୪୫ ଲକ୍ଷ କୋଟି

ଭୁବନେଶ୍ୱର: ଓଡ଼ିଶା ଜଳବାୟୁ କ୍ଷେତ୍ର ରୂପାନ୍ତରଣ ପାଇଁ ୨.୪୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବ। ଆଗାମୀ ଦଶ ବର୍ଷ ଭିତରେ ଏହି ଟଙ୍କା ଖର୍ଚ୍ଚ କରିବାକ ଯୋଜନା ପ୍ରସ୍ତୁତ କରାଯାଇଛି । ଜଳବାୟୁ ପରିବର୍ତ୍ତନ ପାଇଁ ରାଜ୍ୟ ଆକ୍ସନ୍ ପ୍ଲାନ୍ (SAPCC-II) ରେ ଉଲ୍ଲେଖ କରାଯାଇଛି । ୨୦୨୧ରୁ…

ଅଦାଲତରେ ପଡିରହିଛି ୪ଲକ୍ଷରୁ ଉର୍ଦ୍ଧ ଘରୋଇ ହିଂସା ମାମଲା

ନୂଆଦିଲ୍ଲୀ:  ସୁପ୍ରିମକୋର୍ଟଙ୍କ ନିକଟରେ ଜାତୀୟ ଆଇନ ସେବା ପ୍ରାଧିକରଣ (NALSA) ପକ୍ଷରୁ ଦେଶରେ ମୋଟ ଘରୋଇ ହିଂସା ମାମଲାର ତଥ୍ୟ ଦାଖଲ ହୋଇଛି  ।  ଦାଖଲ ତଥ୍ୟରୁ ଜଣାଯାଇଛି ଦେଶରେ ମୋଟ ୪,୭୧,୬୮୪ଟି ଘରୋଇ ହିଂସା ମାସଲା ବିଚାରାଧୀନ ରହିଛି । ୨୦୨୨ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇବା…

ମହିଳା ବିଜେଡି କାର୍ଯ୍ୟକାରିଣୀ କମିଟିରେ ମୃତ ମହିଳାଙ୍କ ନାଁ ଘୋଷଣା

ବ୍ରହ୍ମପୁର: ବିଜୁ ମହିଳା ଜନତା ଦଳର ବିଭିନ୍ନ ପଦ ପଦବୀ ପାଇଁ ବୁଧବାର ନାମ ଘୋଷଣା କରାଯାଇଛି। ଦଳର ରାଜ୍ଯ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ନାମ ଗୁଡିକ ଘୋଷଣା କରିଛନ୍ତି। ତେବେ ଏହି ତାଲିକାରେ ଏକ ରୋଚକ…

ବନ୍ୟା ପ୍ରଭାବରେ ବାଲେଶ୍ୱର ଜିଲ୍ଲା, ଉତ୍ତର ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର :  ରାଜ୍ୟର ବନ୍ୟାସ୍ଥିତି ସମ୍ପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ପ୍ରଦୀପ ଜେନା କହିଲେ ଯେ, ଲଘୁଚାପ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଛି । ଝାଡଖଣ୍ଡର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗାଲୁଡିହ…

ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ପୁରୀ:  ଆଜି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୁରୀ ଜିଲ୍ଲାର ବନ୍ୟା ଅଞ୍ଚଳ ପରିସ୍ଥିତି ସମୀକ୍ଷା କରିଛନ୍ତି। ବନ୍ୟାଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବାପରେ ସର୍କିଟ ହାଉସରେ ସମୀକ୍ଷା ଓ ଆଲୋଚନା କରିଥିଲେ ।  ପୁରୀ ଜିଲ୍ଲାରେ ଦୟା, ଭାର୍ଗବୀ, କୁଶଭଦ୍ରା, ରତ୍ନଚିରା, ଲୁଣା ଓ…

ବନ୍ୟାଞ୍ଚଳରେ ବଢ଼ୁଛି ଲୋକଙ୍କ ଦୁର୍ଦ୍ଦଶା, ମିଳୁନି ପର୍ଯ୍ୟାପ୍ତ ଖାଦ୍ୟ

ଜଗତସିଂହପୁର: ମହାନଦୀରେ ବନ୍ୟା ଜଳ ବୃଦ୍ଧି ପାଉଥିବା ବେଳେ ଲୋକଙ୍କ ଦୁର୍ଦ୍ଦଶା ବଢ଼ି ଚାଲିଛି । ଜଗତସିଂହପୁର ଜିଲ୍ଲା ମହାନଦୀ ଅବବାହିକାରେ ଥିବା ରଘୁନାଥପୁର, କୋଟକଣା, ତିର୍ତ୍ତୋଲ, ଶଙ୍ଖେଶ୍ୱର, କାଠକୋଟ ଆଦି ଅଞ୍ଚଳର ତଳି ଅଞ୍ଚଳରେ ଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର…

[ଦେଖନ୍ତୁ ଭିଡିଓ] ବନ୍ୟା ପାଣିରେ ୨ ଦିନ ହେଲା ଉବୁଟୁବୁ ସାତକୋଶିଆ

ଅନୁଗୁଳ: ମହାନଦୀରେ ବନ୍ୟା ଆସିବା ଫଳରେ ଅନୁଗୁଳ ଜିଲ୍ଲାର ବିଭିନ୍ନ ବ୍ଳକରେ ବନ୍ୟା ପାଣି ପଶିଛି । ସାତକୋଶିଆର ଟିକରପଡା ପଞ୍ଚାୟତ ଅଧିକ ପ୍ରଭାବିତ ହୋଇଛି । ଗତ ୨ ଦିନ ହେବ ବନ୍ୟାପାଣିରେ ବୁଡ଼ି ରହିଛି ପର୍ଯ୍ୟଟନସ୍ଥଳୀ ସାତକୋଶିଆ । ମହାନଦୀର ଜଳସ୍ତର ବଢ଼ୁଥିବାରୁ ଅନୁଗୁଳ ଜିଲ୍ଲାର କେତେକ…