Latest Odisha News

BREAKING NEWS

Browsing Category

Uncategorized

ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ଘଟିଛି । ଆଜି ସକାଳେ ମହାପ୍ରଭୁଙ୍କ ରଥଯାତ୍ରା ଖବର ସଂଗ୍ରହ ପାଇଁ ଯାଉଥିବା ବେଳେ  ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଛି । ଏନେଇ ସାମ୍ବାଦିକ ଜଗତରେ ଶୋକପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ବି ଗଭୀର…

PSLV-C 53 ସଫଳତା : 3 ଉପଗ୍ରହ କକ୍ଷପଥରେ ସ୍ଥାପିତ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଶ୍ରୀହାରିକୋଟା ଦ୍ୱିତୀୟ ଲଞ୍ଚିଂ ପ୍ୟାଡରୁ ଏକକାଳୀନ ମହାକାଶକୁ 3 ଟି ଉପଗ୍ରହ ଉତକ୍ଷେପଣ କରିଛି ଇସ୍ରୋ । ଏହି ଉତକ୍ଷେପଣ ସଫଳ ହୋଇଥିବା ଇସ୍ରୋ ପକ୍ଷରୁ କୁହାଯାଇଛି । ଏହି ତିନୋଟି ଉପଗ୍ରହ ଠିକ୍ ସମୟରେ ମହାକାଶରେ ସେମାନଙ୍କର କକ୍ଷପଥରେ ପହଞ୍ଚି ଥିବା ଇସ୍ରାେ…

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଏକନାଥ ସିନ୍ଦେ । ରାଜ୍ୟପାଳ ଭଗତ ସିଂହ କୋଶିୟାରୀ ତାଙ୍କୁ ଶପଥପାଠ କରାଇଛନ୍ତି । ବାଲାସାହେବ ଠାକରେଙ୍କ ନାମ ନେଇ ମୁଖ୍ୟମନ୍ତ୍ରୀ ଭାବେ  ଶପଥ ନେଇଛନ୍ତି  ସିନ୍ଦେ ।  ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଦେ…

ମହାରାଷ୍ଟ୍ରର ନୂଆ ଚାଣକ୍ୟ :ଦେବେନ୍ଦ୍ର ଫଡନାଭିସ ହେଲେ ଉପ-ମୁଖ୍ୟମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ:   ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।  ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଦେବେନ୍ଦ୍ରଙ୍କ ସହ ଆଲୋଚନା କରିବା ପରେ ଦେବେନ୍ଦ୍ର ମନ ବଳାଇଥିଲେ । ପୂର୍ବରୁ ଦେବେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସାମିଲ ହେବେନାହିଁ…

ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମୁମ୍ବାଇ:  ଏକନାଥ ସିନ୍ଦେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ । ଆଜି ସଂଧ୍ୟା 7ଟାରେ ଶପଥ ଗ୍ରହଣ କରିବେ ଏକନାଥ । ଆଜି କେବଳ ଏକା ସେ ଶପଥ ନେବେ ବୋଲି କହିଛନ୍ତି ବିଜେପି ନେତା ଦେବେନ୍ଦ୍ର ଫଡନାଭିସ । https://twitter.com/ANI/status/1542464779222405120 ଶିବସେନାର…

ଉଦୟପୁର ଯିବେ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ଉଦୟପୁରରେ ତଣ୍ଟିକାଟି ହତ୍ୟାକାଣ୍ଡ ଘଟଣାରେ ସାରା ଦେଶରେ ପ୍ରତିବାଦର ସ୍ବର ଉଠିଛି । ସମସ୍ତେ ଏହି ଘଟଣାକୁ ନିନ୍ଦା କରିବା ସହ ଏହା ବିରୋଧରେ ରାଜସ୍ଥାନ ସରକାର କଠୋର ଦଣ୍ଡ ଅପରାଧୀଙ୍କୁ ଦିଅନ୍ତୁ ବୋଲି ଦାବି ହେଉଛି । ଏପରିକି ରାଜ୍ୟ ସରକାର ତୁଷ୍ଟିକରଣ…

ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର,…

ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ: ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତି । 14 ଦିନ ପରେ ମହାପ୍ରଭୁଙ୍କ ନବ ଯୈାବନ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି । ବଡ଼ ଦାଣ୍ଡରେ ଗହଳି ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଆଜି ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ…

[ଦେଖନ୍ତୁ ଭିଡିଓ] ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ସୁୁରକ୍ଷା ଉପରେ ଗୁରୁତ୍ୱ

 ପୁରୀ : ଆସନ୍ତାକାଲି ପବିତ୍ର ନବଯୌବନ ଦର୍ଶନ। ୧୫ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ଟିକେଟ ଦର୍ଶନ ପରେ ୯ ଟାରୁ ୧୦.୩୦ ପର୍ଯ୍ୟନ୍ତ ହେବ ସର୍ବସାଧାରଣ ଦର୍ଶନ। ଏହାଛଡା ରାତି ସାଢେ ବାରଟା ପର୍ଯ୍ୟନ୍ତ ବିଭିନ୍ନ ସମୟରେ ସର୍ବସାଧାରଣ ଦର୍ଶନ ପାଇଁ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ମହାରାଷ୍ଟ୍ରରେ କ୍ଷମତା ସଂକଟ ଏବେ ଭିନ୍ନ ମୋଡ ନେବାକୁ ଯାଉଛି । ସରକାର ଗଠନ ନେଇ ଚର୍ଚ୍ଚା ଆରମ୍ଭ । ଦିଲ୍ଲୀ ଗସ୍ତରେ ଫଡନଭିସ୍, ଶାହାଙ୍କୁ ଭେଟି ପ୍ରସ୍ତୁତ କରିପାରନ୍ତି ରଣନୀତି ! ସେପଟେ  ସଂଜୟ ରାୱତଙ୍କ ପାଇଁ ବଢିଲା ଅଡୁଆ, ହାଜର ହେବାକୁ ଦ୍ୱିତୀୟ ନୋଟିସ ପଠାଇଲା ପ୍ରବର୍ତ୍ତନ…