Latest Odisha News

BREAKING NEWS

Browsing Category

Uncategorized

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଇପାରେ ଜେଏମଏମ

ନୂଆଦିଲ୍ଲୀ:  ଏନ୍‌ଡିଏର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଙ୍କୁ  ଗୋଟିଏ ପରେ ଗୋଟିଏ ଦଳ ସମର୍ଥନ କରିବାର ଲାଗିଛନ୍ତି । ଏହି କ୍ରମରେ ଜେଏମଏମ ମଧ୍ୟ ସମର୍ଥନ ଦେଇପାରେ ବୋଲି କୁହାଯାଉଛି । ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସାକ୍ଷାତ କରିବା ପରେ ଏହି ଚର୍ଚା…

ରାଜନ ଏକ୍କା, ଲକ୍ଷ୍ମଣ ମୁଣ୍ଡା ଦ୍ରୈାପଦୀ ମୁର୍ମୁଙ୍କୁ ଭୋଟ ଦେବେନି!

ରାଉରକେଲା ( ସତୀଶ ଶର୍ମା) : ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଯଶୋବନ୍ତ ସିହ୍ନା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କଂଗ୍ରେସ, ବାମ ଦଳ, ସପା ଆଦି 17ଟି ଦଳ ଯଶୋବନ୍ତଙ୍କୁ ସମର୍ଥନ କରିଛନ୍ତି । ଏହି ଦଳମାନେ ବିଭିନ୍ନ ରାଜ୍ୟରେ ଥିବା ସେମାନଙ୍କ ବିଧାୟକ ଏବଂ ସାଂସଦଙ୍କୁ ଯଶୋବନ୍ତ…

ସକାଳର ଟପ୍ ନିଉଜ

ସକାଳର ଟପ୍ ନିଉଜ 25.06.2022 https://www.youtube.com/watch?v=LIRoQ51t33M (1) ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ବେଳେ ପ୍ରଥମ ପ୍ରସ୍ତାବକ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ । ଅନ୍ୟ…

[ଦେଖନ୍ତୁ ଭିଡିଓ] ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି

ପୁରୀ: ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଶ୍ରୀବିଗ୍ରହଙ୍କୁ ଆଜି ଏକାଦଶୀ ତିଥିରେ ଖଳି ଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ ଓ ବିଭିନ୍ନ ରଙ୍ଗୀନ ପୁଷ୍ପ ଲାଗି କରାଯିବାର…

ରାଜ୍ୟ ବିଜେପି ବିଧାୟକମାନେ ଗଲେ ଦିଲ୍ଲୀ

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ରାଜ୍ୟ ବିଜେପି ବିଧାୟକମାନେ ଦିଲ୍ଲୀ ଗସ୍ତ କରିଛନ୍ତି । ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ଏହି ବିଧାୟକମାନେ ଦିଲ୍ଲୀ ଯାଇଥିବା କହିଛନ୍ତି । ଦିଲ୍ଲୀ ଯାଇଥିବା…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଦିଲ୍ଲୀରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁ। ଓଡ଼ିଶା ଭବନରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ ସହ ଅମିତ ଶାହଙ୍କ ସହ ଆଲୋଚନା। ଆସନ୍ତାପାଲି ଦ୍ରୌପଦୀ ଭରିବେ ନାମାଙ୍କନ। ଉପସ୍ଥିତ ରହିବେ ଦୁଇ ବିଜେଡ଼ି ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ।…

ପ୍ରବଳ ବର୍ଷିବ!

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଆଜି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୈଦ୍ଧ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାଗୁଡ଼ିକ…

[ଦେଖନ୍ତୁ ଭିଡିଓ] ବଣପାହାଡ ଘେରା ଗାଁର ସ୍ୱାବଲମ୍ବୀ ଆଦିବାସୀ ମହିଳା

ଢେଙ୍କାନାଳ : ଗାଁର ଆଦିବାସୀ ମହିଳା ହୋଇପାରିଛନ୍ତି ସ୍ୱାବଲମ୍ବୀ । ହଜାର ହଜାର ମହିଳାଙ୍କୁ ମିଳିଛି ସାହାଯ୍ୟ ସହଯୋଗ। ଯାହା ଫଳରେ ସଫଳ ହୋଇଛି ପ୍ରକଳ୍ପ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ କଙ୍କଡାହାଡରେ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହେହଉଛି କଙ୍କଡାହାଡର ଶଶାପଶି ଗାଁ। ଗାଁର ମହିଳା…

ଓଡ଼ିଶାରେ ଯୋଗ ଦିବସ ପାଳିତ

ଭୁବନେଶ୍ୱର : ଆଜି ବିଶ୍ୱ ପାଳିଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧କୁ ସାରା ବିଶ୍ୱରେ ଯୋଗ ଦିବସ ଭାବେ ପାଳନ କରାଯାଉଛି। ଚଳିତ ବର୍ଷ ୧୭୭ଟି ଦେଶରେ ଯୋଗସନ ପାଇଁ ବ୍ୟାପକ ଆୟୋଜନ କରାଯାଇଛି। ଥିମ୍ ରହିଛି ମାନବିକତା ପାଇଁ ଯୋଗ। ଯୋଗ ଭାରତୀୟ ପରମ୍ପରା ଓ ସଂସ୍କୃତିର ନିଦର୍ଶନ।…

ଜୁଲାଇ ୩୧ପର୍ଯ୍ୟନ୍ତ ଖରିଫ ଫସଲ ବୀମା ପଞ୍ଜିକରଣ

ଭୁବନେଶ୍ବର: ଜୁଲାଇ ୩୧ପର୍ଯ୍ୟନ୍ତ 17ଟି   ଖରିଫ ଫସଲକୁ ବୀମା ପଞ୍ଜିକରଣ କରିପାରିବେ ଚାଷୀ ।  ଖରିଫ ଋତୁରେ ୮ଟି ଫସଲ ଓ ରବି ଋତୁରେ ୯ଟି ଫସଲକୁ ଚାଷୀମାନେ ବୀମା ଭୁକ୍ତ କରିପାରିବେ ଏବଂ ଏହାର ଫାଇଦା ନେଇପାରିବେ । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ରେ ଚାଷୀମାନେ ଏହି ବୀମା ସୁବିଧା…