Latest Odisha News

BREAKING NEWS

Browsing Category

Uncategorized

ସୁନ୍ଦରଗଡ଼ରେ ୧୮୦ ରୂପାନ୍ତରିତ ସ୍କୁଲର ଲୋକାର୍ପଣ

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କ ‘୫ଟି’ ଉପକ୍ରମ ଅଧୀନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୧ ୮୦ଟି ରୂପାନ୍ତରିତ ସରକାରୀ ହାଇସ୍କୁଲର ଲୋକାର୍ପଣ କରିଛନ୍ତି। ସୁନ୍ଦରଗଡ଼କୁ ମିଶାଇ ୪ଟି ଜିଲ୍ଲାରେ ରୂପାନ୍ତରିତ ମୋଟ ୪୪୦ଟି ହାଇସ୍କୁଲର…

ଚିତ୍ରଶିଳ୍ପୀ ଲଲାଟ ମୋହନ ଧର୍ମପଦ ପୁରସ୍କାରରେ ସମ୍ମାନିତ

ଭୁବନେଶ୍ୱର: ଲଳିତ କଳା ଏକାଡେମୀ ପକ୍ଷରୁ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ବର୍ଷ - ୨୦୨୧ ପାଇଁ ଧର୍ମପଦ ପୁରସ୍କାର ପ୍ରଦାନ କରାଯାଇଛି। ଚିତ୍ରକଳା ଓ ଭାସ୍କର୍ଯ୍ୟ କ୍ଷେତ୍ରରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ଶିଳ୍ପୀ ଲଲାଟ ମୋହନଙ୍କୁ ୫ ଲକ୍ଷ ଟଙ୍କା ଅର୍ଥ ରାଶି ସହ ପୁରସ୍କାର…

ମଙ୍କି ପକ୍ସ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ଯ ମନ୍ତ୍ରୀ ନବ ଦାସ

ଭୁବନେଶ୍ୱର : ଭାରତରେ ବର୍ତ୍ତମାନ ସୁଦ୍ଧା ମଙ୍କି ପକ୍ସ ଦେଖାଯାଇନାହିଁ । ତେବେ ଏ ଦିଗରେ ସଚେତନ ରହିବା ସହ ଆବଶ୍ୟକୀୟ ପ୍ରସ୍ତୁତି କରିବାକୁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଭାଇରସ୍‌…

ନିଖୋଜ ବିମାନର ମିଳିଲା ପତ୍ତା :ନେପାଳ ମୁସ୍ତାଙ୍ଗ ଜିଲ୍ଲା କୋଆଙ୍ଗ ଅଞ୍ଚଳରେ ବିମାନର ଭଗ୍ନାବଶେଷ

କାଠମାଣ୍ଡୁ: ନେପାଳରେ ନିଖୋଜ ବିମାନର ଧ୍ବଂସାବଶେଷ ଠାବ ନେଇ ନେପାଳ ଆର୍ମିର ସୂଚନା । ବିମାନର ଧ୍ବଂସାବଶେଷ କୋଓ୍ବାଙ୍ଗରେ ସନ୍ଧାନ ମିଳିଥିବା କୁହାଯାଇଛି । ନେପାଳରେ ମଝି ଆକାଶରେ ନିଖୋଜ ହୋଇଯାଇଥିଲା ବିମାନ । ଏହି ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଓଡିଆ ପରିବାର । ଏହି ପରିବାରର ଘର…

[ଦେଖନ୍ତୁ ଭିଡିଓ] କଳିଙ୍ଗା ଘାଟିରେ ଟୁରିଷ୍ଟ ବସ୍ ଓଲଟି ଗଲା ୬ ଜଣଙ୍କ ଜୀବନ, ୪୨ ଆହତ

ଭଞ୍ଜନଗର: କଳିଙ୍ଗା ଘାଟିରେ ବଡ଼ ଦୁର୍ଘଟଣା । ପଶ୍ଚିମବଙ୍ଗର ଟୁରିଷ୍ଟ ବସ୍ ଓଲଟି ପଡ଼ିବାରୁ ଗଲା ୬ଜଣଙ୍କ ଜୀବନ  । ମଙ୍ଗଳବାର  ବିଳମ୍ବିତ ରାତିରେ ଭଞ୍ଜନଗର ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ପଶ୍ଚିମବଙ୍ଗର ଟୁରିଷ୍ଟ ବସଟି ଓଲଟି ପଡ଼ିଥିଲା । ବସ ଓଲଟି ୬ଜଣଙ୍କ ଜୀବନ ଯାଇଛି ।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୮୩  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରତି ଭକ୍ତି ନିବେଦନ ଆମକୁ ତିନୋଟି ଚରମ ଉପଲବ୍ଧି ପ୍ରାପ୍ତ କରାଏ  । ଯଥା :  ସିଦ୍ଧି, ମୁକ୍ତି, ଓ ନିତ୍ୟ ଆନନ୍ଦ । ଏହାର ପ୍ରମାଣ ତନ୍ତ୍ର…

[ଦେଖନ୍ତୁ ଭିଡିଓ] କ୍ଷତିପୂରଣ ଦାବିରେ ଜମିହରା କ୍ଷତିଗ୍ରସ୍ତଙ୍କ ଧାରଣା

ପାରାଦୀପ :  ପିପିଏଲ ସାର କାରଖାନା ସମ୍ମୁଖରେ ଧାରଣା ଦେଲେ  ଜମିହରା । କ୍ଷତିପୂରଣ ଓ ନିଯୁକ୍ତି ଦାବିରେ ଗେଟ୍ ରେ ତାଲା ପକାଇ ଦେଇଛନ୍ତି । କାରଖାନା ଭିତରକୁ ଯିବା ଆସିବା ସମ୍ପୁର୍ଣ୍ଣ ଠପ୍ ହୋଇଯାଇଛି ।  ଦିର୍ଘ ୪୨ ବର୍ଷ ହେଲା ପିପିଏଲ ସାର କାରଖାନା ପାଇଁ ଜମି ହରାଇଥିବା ଚାଷୀ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୯   ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଲୀଳା ଯେପରି ଅନନ୍ତ, ତାଙ୍କର ପିଣ୍ଡ ଓ ବ୍ରହ୍ମlଣ୍ଡ ତତ୍ତ୍ୱ ମଧ୍ୟ ଅସୀମ । କେଉଁଠି ସାଧକ ତଥା କବିଗଣ ଏହି ତତ୍ତ୍ୱକୁ କେଶବ କୋଇଲି ଆଖ୍ୟା ଦେଲେଣି ତ…

[ଭିଡ଼ିଓ] ଗାଁରେ ମାଙ୍କଡ ଆତଙ୍କ:ଆକ୍ରମଣରେ ୧୫ରୁ ଅଧିକ ଲୋକ ଆହତ

ପାରାଦୀପ: ଗାଁରେ ମାଙ୍କଡ ଆତଙ୍କ ।  କଲବଲ କରୁଛନ୍ତି ମଣିଷ କାମୁଡ଼ା ମାଙ୍କଡ଼ । ମାଙ୍କଡ଼ ଭୟରେ ଆତଙ୍କିତ ପାରାଦୀପ ମଙ୍ଗରାଜପୁର ପଂଚାୟତର ସନ୍ତରା, ତାଳପଦା, ହସିଣା ଗ୍ରାମବାସୀ । ଘରୁ ବାହାରିବାକୁ ଡରୁଛନ୍ତି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ । ଯଦି କିଏ ବି ଘରୁ ବାହାରୁଛନ୍ତି ତେବେ…

କବିତା : ମୋ’ ଶ୍ୟାମ ସୁନ୍ଦର

ଛବିରାଣୀ ପତି ମୟୂର ଚନ୍ଦ୍ରିକା ବଢାଏ ସୌର୍ଯ୍ୟ ଘନ କୁଞ୍ଚକେଶି ରୂପ ମାଧୂର୍ଯ୍ୟ, ଛଳିଆ କପଟୀ କଳା ଶ୍ରୀମୁଖ ରାଧା ବିନା ଦିଶେ ସତେ ବିମୁଖ ସେ .. ଗୋପ ଗୋପାଳୁଣୀ ବାସୀ ଯେ , ଲଳିତା , ବିଶାଖା ସଖୀ ସହଚରୀ ସବୁରିଙ୍କ ପ୍ରାଣ ପ୍ରିୟ ଯେ । ସୁଦାମ, ସୁବଳ ,ମଧୁ ମଙ୍ଗଳ ସାଥୀ…