Latest Odisha News

BREAKING NEWS

Browsing Category

Uncategorized

[ଦେଖନ୍ତୁ ଭିଡିଓ] ଗୁଣୁପୁର ପୌରପରିଷଦ ଭତ୍ତା ଆତ୍ମସାତ୍ ମାମଲା: ଟାକ୍ସ କଲେକ୍ଟରଙ୍କୁ ଗିରଫ କଲା ଭିଜିଲାନ୍ସ

ଗୁଣୁପୁର: ଗୁଣୁପୁର ପୌରପରିଷଦ ଭତ୍ତା ଆତ୍ମସାତ୍ ମାମଲା। ଭିଜିଲାନ୍ସ ପକ୍ଷରୁ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ରକାଯାଇଛି । ଆଉ ସେପଟେ ପୌରପରିଷଦରେ କର୍ମଚାରୀ ଅଭାବ ଦେଖିବାକୁ ମିଳିଛି। ୨୦୧୮-୧୯ ଅଡିଟ ରିପୋର୍ଟ ଆଧାରରେ ଜଣେ ଟାକ୍ସ କଲେକ୍ଟର ପ୍ରାୟ ୨୬ଲକ୍ଷ ଟଙ୍କା ଭତ୍ତା ଆଉ କଣେ…

ସ୍ୱଳ୍ପ ଗଳ୍ପ : କୁଞ୍ଚିତ କେଶ, ଏକ ତୁଚ୍ଛ ଇତିହାସ

ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୨୧ କୁଞ୍ଚିତ କେଶ ବା ଯାହାକୁ ଆମେ ଇଂରେଜୀରେ କହିବା "କର୍ଲ" , ଏହାର ଉପଲକ୍ଷ କିନ୍ତୁ ଏଇଠି ହେଉଛି ନାରୀ । ଏଇ ଆଲେଖରେ ନାରୀର କୁଞ୍ଚିତ କେଶରାଜି ସମ୍ପର୍କରେ କିଛି ଚର୍ଚ୍ଚା କରାଯିବ । ଯଦିଓ ଆମେ ସବୁବେଳେ କେଶକୁ…

ସୁନ୍ଦରଗଡ଼ରେ ମୁଖ୍ଯ ଶାସନ ସଚିବ, ସମୀକ୍ଷା କଲେ ନିର୍ମାଣଧୀନ ପ୍ରକଳ୍ପ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ପ୍ରଥମେ ସେ ସୁନ୍ଦରଗଡ଼ ସଦର ବ୍ଲକ୍ ଅନ୍ତର୍ଗତ…

[ଦେଖନ୍ତୁ ଭିଡିଓ] ସେଞ୍ଚୁରି ମାରିଲା ଟମାଟୋ କିଲୋ : ରାଜଧାନୀରେ ୧୦୦ ଛୁଇଁଲା ଟମାଟୋ ଦର

ଭୁବନେଶ୍ୱର : ସେଞ୍ଚୁରି ମାରିଲା ଟମାଟୋ କିଲୋ । ଏବେ ଟମାଟୋ କିଲୋ ୧୦୦ ଟଙ୍କା ପାର୍ କରିଛି । ବଜାରରେ କିଏ ୧୦୦ ଟଙ୍କାରେ ବିକୁଛି ତ ଆଉ କିଏ ୧୨୦ରେ ବିକୁଥିବାର ଦେଖିବାକୁ ମିଳିଛି । ଫଳରେ ପରିବା ମାର୍କେଟକୁ ଗଲେ ଟମାଟୋରୁ ମୁହଁ ଫେରାଇ ନେଉଛନ୍ତି ଗ୍ରାହକ । ଯାହାର କିଲେ ଦରକାର, ସେ ଅଢେଇଶ…

ଅଭିଷେକ, ମାଧୁରୀ ପାଇବେ ସହିଦ ସ୍ପୋର୍ଟିଂ-ମାରୁତି ଇଷ୍ଟେଟ କ୍ରିକେଟର ଅଫ-ଦ -ଇୟର ପୁରସ୍କାର

ଭୁବନେଶ୍ୱର: ୨୦୨୧-୨୨ ସିଜିନ୍‍ ପାଇଁ  ଅଭିଷେକ ରାଉତ ଏବଂ ମାଧୁରୀ ମେହେଟ୍ଟା ପାଇବେ ସହିଦ ସ୍ପୋର୍ଟିଂ-ମାରୁତି ଇଷ୍ଟେଟ କ୍ରିକେଟର ଅଫ୍‍ ଦ ଇୟର ପୁରସ୍କାର ।  ଅଭିଷେକ ୨୯ତମ ପୁରୁଷ କ୍ରିକେଟର ଏବଂ ମାଧୁରୀ ୮ମ ମହିଳା କ୍ରିକେଟ ଅଫ୍‍-ଦ-ଇୟର ପୁରସ୍କାର ହାସଲ କରିବେ । ରଣଜୀ ଟ୍ରଫି ସହ ଅନ୍ୟ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଏସଡିଜେଏମ କୋର୍ଟଙ୍କ ଝଟ୍‌କା

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ନେଇ ଝଟ୍‌କା ଦେଇଛନ୍ତି ପୁରୀ ଏସଡିଜେଏମ କୋର୍ଟ। ଅଦାଲତ ଏହି ମାମଲାରେ ଜିଲ୍ଲାପାଳ, ଓବିସିସି ଓ ଟାଟା ପ୍ରୋଜେକ୍ଟ ନାମରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ପୁରୀ ଓକିଲ ସଂଘ ସିଂହଦ୍ୱାର ଥାନାରେ ଅଭିଯୋଗ କରିଥିଲେ ବି…

ବ୍ଲକ୍‌ବଷ୍ଟର ସିନେମାରେ ନାରୀ ଚରିତ୍ର

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ : ‘ସମୟର ସ୍ୱର’…  ନିକଟ ଅତୀତରେ ରିଲିଜ୍ ହୋଇ ସାରା ଦେଶରେ ଚହଳ ପକେଇଥିବା ତିନୋଟି ବ୍ଲକ୍‌ବଷ୍ଟର ସିନେମାର ତାଲିକା ଯଦି କରାଯିବ, ତେବେ ସେଥିରେ ଉପରେ ନିଶ୍ଚିତ ଭାବେ ରହିବ ଆଲୁ ଅର୍ଜୁନ୍ ଅଭିନୀତ ‘ପୁଷ୍ପା’, ବାହୁବଳୀ ଫେମ୍ ରାଜମୌଲିଙ୍କ ଦ୍ୱାରା…

[ଦେଖନ୍ତୁ ଭିଡିଓ] ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ: ରାଧାରାଣୀ ପଣ୍ଡା ହେଲେ ବିଜେପି ପ୍ରାର୍ଥୀ

ଝାରସୁଗୁଡ଼ା : ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ । ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀଙ୍କ ନାଁରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ମୋହର ମାରିଛି । ଆଉ ଏହା ସହ ପ୍ରଥମ…

ଲୋକସଭା ବାଚସ୍ପତିଙ୍କ ନାଁରେ ନକଲି ସିମ୍ : ସାଂସଦଙ୍କୁ ଟଙ୍କା ମାଗୁଥିଲେ ଠକ, ଟ୍ୱିଟ କରି ଦେଲେ ସୂଚନା

ଭୁବନେଶ୍ୱର : ଲୋକସଭା ବାଚସ୍ପତିଙ୍କ ନାଁରେ ବି ନକଲି ସିମ । ରାଜ୍ୟରେ ଏକକାଳୀନ ୧୯ ହଜାର ୬୪୧ ଆକ୍ଟିଭ ସିମ କାର୍ଡ ଜବତ ହେବା ପରେ କ୍ରାଇମବ୍ରାଞ୍ଚର ହୋସ ଉଡିଯାଇଛି । ସବୁଠାରୁ ବଡ କଥା ହେଲା ଅପରାଧୀମାନେ ସିମ କାର୍ଡ ବ୍ୟବହାର କରି ସାଂସଦଙ୍କୁ ଟଙ୍କା ମାଗିଛନ୍ତି । କେନ୍ଦ୍ରାପଡା ଅନୁଭବ…

[ଦେଖନ୍ତୁ ଭିଡିଓ] ପଶୁପକ୍ଷୀଙ୍କ ପ୍ରେମରେ ହିମାଂଶୁ : ଗ୍ରୀଷ୍ମପ୍ରବାହରେ ବି କରୁଛନ୍ତି ସେବା

ଢେଙ୍କାନାଳ : ପଶୁପକ୍ଷୀଙ୍କ ପ୍ରେମରେ ହିମାଂଶୁ ,  ଜଣେ ଯୁବକ ଯିଏ ପଶୁପକ୍ଷୀଙ୍କ ପ୍ରେମରେ ଅନ୍ଧ । ଯାହାଙ୍କ ଅନାବିଳ ଭଲ ପାଇବାର ନିଦର୍ଶନ ସମାଜର ଚିତ୍ରପଟରେ ପ୍ରତିଫଳିତ । ସେ ଚାକିରୀ ଜୀବନର ଅବସର ସମୟରେ ନିଜ ହାତରୁ ଖର୍ଚ୍ଚ କରି ପଶୁପକ୍ଷୀଙ୍କ ସେବାରେ ଲାଗି ପଡିଛନ୍ତି । ଆଉ ତାଙ୍କର ଏହି…