Latest Odisha News

BREAKING NEWS

Browsing Category

Uncategorized

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୨୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଅବା ବିଷ୍ଣୁ ଭଗବାନଙ୍କ ଚାରିଯୁଗର ସ୍ୱରୂପ ବର୍ଣ୍ଣନାକୁ ଲକ୍ଷ କଲେ ପ୍ରଭୁଙ୍କର ଚତୁବୃହ୍ୟ ବା ଚତୃବିଦ୍ଧ ରୂପ କଥା ଆମେ ସଠିକ ହୃଦୟଙ୍ଗମ କରିପାରିବା। ପ୍ରଥମେ…

ବ୍ୟଙ୍ଗ : ରାଶିଫଳ

ଓଁ ଅଭିଜ୍ଞାନ ସାହୁଙ୍କ ବ୍ୟଙ୍ଗ ମୁଁ କି ଦୋଷ କରିଥିଲି ଏ ନିଆଁଗିଳା ରାଶିଫଳବାଲାଙ୍କ ଶଳା ମୋ ସୁଖର ସଂସାରରେ ନିଆଁ ଲଗେଇଦେଲେ । ଏଇ ଦିନେ କି ଦୁଇ ଦିନ ତଳର କଥା, ରାଶିଫଳରେ ଲେଖା ଥିଲା ମୋ ରାଶିରେ କାଳେ ଦୁଇଟା ବାହା ଯୋଗ ଅଛି । ଏହାକୁ ପଢି ଆମ୍ଭର ପ୍ରିୟ ଉଆନ୍ ଏଣ୍ଡ ଓନଲି ଘରଣୀ କହିଲେ…

[ଦେଖନ୍ତୁ ଭିଡିଓ] ପଖାଳ ଦିବସ: ସହରର ବିଭିନ୍ନ ହୋଟେଲରେ ବିଶେଷ ପ୍ରସ୍ତୁତି

କଟକ :  ଓଡିଆର ପ୍ରିୟ ଖାଦ୍ୟ ହେଉଛି ପଖାଳ । ଘରେ ଘରେ ପରିଚିତ ପଖାଳ ଓଡିଆ ଜାତିର । ଏଥିପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖରେ ଏହି ଦିବସକୁ ପାଳନ କରିଥାନ୍ତି ପଖାଳ ଦିବସ । ଆଜି ପଖାଳ ଦିବସ ଥିବାରୁ କଟକର ବିଭିନ୍ନ ହୋଟେଲ୍, ରେଷ୍ଟୁରାଣ୍ଟରେ ବିଶେଷ ପ୍ରସ୍ତୁତି କରାଯାଇଥିଲା ।…

‘କୃଷ୍ଣଯଶ’ ଓ ‘ସହିଷ୍ଣୁ ପାଷାଣ’ ଉନ୍ମୋଚିତ

ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା ଅଭିମାନ ପକ୍ଷରୁ ପ୍ରଥମ ପୁସ୍ତକ ଉନ୍ମୋଚନ ପର୍ବ , ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ କବି ଗୋଲକ ବିହାରୀ ରଥଙ୍କର "କୃଷ୍ଣ ଯଶ "ଏବଂ ଅନୁବାଦକ ପ୍ରଦୀପ ରାୟଙ୍କର ଅନୂଦିତ ପୁସ୍ତକ "ସହିଷ୍ଣୁ ପାଷାଣ" ଉନ୍ମୋଚିତ ହୋଇଯାଇଛି।…

ଆଜିଠୁ ପଞ୍ଜାବରେ ‘ଆପ୍’ ସରକାର: ମୁଖ୍ୟମନ୍ତ୍ରୀ ଭାବ ଶପଥଗ୍ରହଣ କରିବେ ଭଗୱନ୍ତ ମାନ

ପଞ୍ଜାବ : ଆଜିଠୁ ପଞ୍ଜାବରେ ‘ଆପ୍’ ସରକାର । ପଞ୍ଜାବରେ ବିପୁଳ ବିଜୟ ପରେ ସରକାର ଗଠନ କରିବାକୁ ଯାଉଛି ଆମ ଆଦମୀ ପାର୍ଟି । ପଂଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଆମ ଆଦମୀ ପାର୍ଟିର ଭଗବନ୍ତ ମାନ । ସହିଦ ଭଗତ ସିଂଙ୍କ ପୈତୃକ ଗ୍ରାମ ଖଟକଲ କଲାଁରେ ଶପଥ ସମାରୋହ ଆୟୋଜିତ ହେବ ।…

ମହଙ୍ଗା ହେଲା ଚା’-କଫି ଓ ନୁଡଲ୍ସ

ଦିଲ୍ଲୀ: ଋଷ-ୟୁକ୍ରେନ ଯୁଦ୍ଧ ପରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇବା ପରେ ଏବେ ଖାଉଟିଙ୍କ ଉପରେ ପଡିବାକୁ ଯାଉଛି ଚଡକ । କାରଣ ଏଫଏମସିଜି କମ୍ପାନି ନେସଲେ ଓ ହିନ୍ଦୁସ୍ତାନ ୟୁନିଲିଭର ସେମାନଙ୍କର କିଛି ସାମଗ୍ରୀର ଦାମ ବଢ଼ାଇଛନ୍ତି । ନେସଲେର ମାଗି, କଫି, ଚା’ ଆଦି ସାମଗ୍ରୀର ଦାମ ବୃଦ୍ଧି…

ପୁଣି ଭୟ ବଢ଼ାଇଲା କରୋନା: ଚୀନ୍, ଜର୍ମାନୀ, ବ୍ରିଟେନରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା

ବେଜିଂ: ପୁଣି ଭୟ ବଢ଼ାଇଲା କରୋନା । ଚୀନ୍, ଜର୍ମାନୀ ଓ ବ୍ରିଟେନରେ କରୋନାର ନୂଆ ଲହର ଦେଖିବାକୁ ମିଳିଛି । ସଂକ୍ରମଣ ବଢ଼ିବା ଯୋଗୁ ଚୀନ୍ ୯ ନିୟୁତ ଲୋକ ବସବାସ କରୁଥିବା ଚାଙ୍ଗଚୁନ ସହରରେ ଲକ୍‌ଡାଉନ୍ ଲାଗୁ କରିଛି । ନୂଆ ଲକ୍‌ଡାଉନ୍ ନିୟମ ଅନୁସାରେ, ପରିବାରର ସବୁ ସଦସ୍ୟଙ୍କୁ ଘରେ…

ପୁରୀରେ ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ:  ଶ୍ରୀମନ୍ଦିରରେ ସପ୍ତାହ ଧରି ଦୋଳ ଉତ୍ସବ ଆରମ୍ଭ ହେବ। ଏନେଇ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ  । ଆଜି ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ…

ଋଷର ସାଙ୍ଘାତିକ ଅଭିଯୋଗ, ଯୁଦ୍ଧରେ ୟୁକ୍ରେନକୁ ବାୟୋ ୱିପନ ଯୋଗାଉଛି ଆମେରିକା

ଦିଲ୍ଳୀ: ଋଷ ଏବଂ ୟୁକେନ ମଧ୍ୟରେ ଯୁଦ୍ଧ ବଢ଼ିବାରେ ଲାଗିଛି । ଉଭୟଙ୍କ ମଧ୍ୟରେ  ପରସ୍ପର  ଆରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି । ଉଭୟ ରାଷ୍ଟ୍ର ପରସ୍ପରର ସୈନ୍ୟଙ୍କୁ ମାରିଥିବା ନେଇ ଦାବି କରୁଥିବା ବେଳେ ଏହାରି ମଧ୍ୟରେ ଏକ ବିସ୍ଫୋରକ ବୟାନ ଜାରି କରିଛି ଋଷିଆ । ଯୁଦ୍ଧ ସଙ୍କଟ ମଧ୍ୟରେ…

ଆଗକୁ ବଢିବ ତାତି, ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର : ଆସନ୍ତା ଦୁଇ ଦିନରେ ରାଜ୍ୟରେ ବଢିବ ତାପମାତ୍ରା  । ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ବୋଲି ଆକଳନ କରାଯାଇଛି । ରାଜ୍ୟର ସର୍ବାଧିକ ତାପମାତ୍ରା ୩୬ଡିଗ୍ରୀ ଉପରେ ରହୁଥିବା‌ ବେଳେ ଆସନ୍ତା ୨ଦିନ ଭିତରେ ଆଉ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ମାର୍ଚ୍ଚ ୧୫ ତାରିଖରେ…