Latest Odisha News

BREAKING NEWS

Browsing Category

Uncategorized

ଦିଲ୍ଲୀ ଓଡ଼ିଆ ଲେଖିକା ସଂସଦର ବାର୍ଷିକ ଉତ୍ସବ

ନୂଆଦିଲ୍ଲୀ : ଓଡ଼ିଆ ଲେଖିକା ସଂସଦ (ଡଲ୍‍ସ)ର ପଞ୍ଚମ ବାର୍ଷିକ ମହୋତ୍ସବ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସମାବେଶରେ ଦେଶର ବହୁ ସାହିତ୍ୟିକ ଯୋଗ ଦେଇଥିଲେ। ସଂସଦର ସଭାନେତ୍ରୀ ଅନୀତା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାହିତ୍ୟିକା ବନଜ…

ଧାରାବାହିକ ଉପନ୍ୟାସ : ଚୋରାବାଲି (୭୪)

ସ୍ୱର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଚୋରାବାଲି’ ଭାଗ : ୭୪ ତା’ଙ୍କ ଅନାଗ୍ରହ ଦେଖି ମାମୁଁ ମାଇଁ ମଧ୍ୟ ଧିରେଧିରେ ଦୂରେଇ ରହିଲେ । ବଡ ଘରେ ଭାଣିଜୀ ବିଭାଦେଇ ସେ ଚୁପ୍ ରହିଲେ । ଏବେ ସେ କୋଉ ମୁହଁ ନେଇ ସେଠାକୁ ଯିବ? କ' ଣ କହିବ? ତା'ର ମନେ ପଡୁଲା ଲିପି କଥା । ନିଜର…

ସ୍ୱଳ୍ପ ଗଳ୍ପ : ଖାଦକ

ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୧୭ ଗୋଟିଏ ଶବ୍ଦରେ କହିଲେ ଆମେ ସମସ୍ତେ ହେଉଛୁ ଖାଦକ । ଜୀବନ ଧାରଣ ପାଇଁ ଏହା ଅପରିହାର୍ଯ୍ୟ ଆବଶ୍ୟକତା । ଯିଏ ଯାହା ଯେତେ ପରମାର୍ଥରେ କହୁ ପଛକେ ଆମେ ଏହି ଭଳି ଗୋଟିଏ ଅବସ୍ଥାନରୁ ତ କଦାପି ଅନ୍ୟତ୍ର ଯାଇପାରିବୁ ନାହିଁ। ସୁଖ…

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବାକୁ ୨୦୦କିମି ଦୌଡ଼ିଲେ ୧୦ ବର୍ଷୀୟା କାଜଲ

ଭୁବନେଶ୍ୱର: ୟୁପି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଛା ହେଲା । ୨୦୦ କିମି ଦୌଡ଼ି ଦେଖା କରିବାକୁ ଗଲେ ଚତୁର୍ଥ ଶ୍ରେଣୀରେ ପଢୁଥିବା ଝିଅ କାଜଲ । ପ୍ରୟାଗରାଜର ମଣ୍ଡା ବାସିନ୍ଦା କାଜଲ ଗତ ବର୍ଷ ଇନ୍ଦିରା ମାରାଥନ ଦୌଡ଼ିଥିଲେ । ସେତେବେଳେ ସେ ମିଡ଼ିଆକୁ କହିଥିଲେ ଯେ, ତାଙ୍କର…

ଏୟାର ଇଣ୍ଡିଆ ଭଲ ବ୍ୟବସାୟ କରୁଛି, କୋଭିଡ କାଟ୍ ଦରମା ଭରଣା ହେବ

ଭୁବନେଶ୍ୱର: ଟାଟା ଗ୍ରୁପ ଏୟାର ଇଣ୍ଡିଆର ମାଲିକାନା ନେବାର ତିନି ମାସ ଭିତରେ କର୍ମଚାରୀ ମାନଙ୍କ କାଟ୍ ଦରମା ଭରଣା କରିବାକୁ ନିଷ୍ପତ୍ତି ନେଇଛି । କୋଭିଡ ମହାମାରୀ ପରେ ଏୟାର ଇଣ୍ଡିଆ କର୍ମଚାରୀମାନଙ୍କ ଦରମା କାଟ୍ ହୋଇଥିଲା । ବିମାନ ଚଳାଚଳ ବନ୍ଦ ହେତୁ ଉଡାଣକାରୀ ସଂସ୍ଥା ଗୁଡ଼ିକର ବ୍ୟବସାୟ…

ଯୋଡା ଗୋଷ୍ଠୀ ସଂଘର୍ଷ ଘଟଣା : କେନ୍ଦୁଝରରେ ଇଣ୍ଟରନେଟ ସେବା ବନ୍ଦ ,୧୪୪ ଧାରା ବଳବତ୍ତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡାରେ ଗୋଷ୍ଠୀ ସଂଘର୍ଷ ଘଟଣା । ଏନେଇ କେନ୍ଦୁଝରରେ ଗତକାଲି ଠାରୁ ଇଣ୍ଟରନେଟ ସେବା ବନ୍ଦ ରହିଛି । ହନୁମାନ ଝଣ୍ଡାନେବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ଗତକାଲିଠାରୁ ଗଣ୍ଡୋଗୋଳ ହୋଇଥିଲା ।ଏନେଇ କାଲିଠାରୁ ଜାରି ହୋଇଥିବା ୧୪୪ ଧାରା ଆଜି ବି ବଳବତ୍ତର…

ପବିତ୍ର ରାମ ନବମୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମଜନ୍ମ ନୀତି

ପୁରୀ  : ପବିତ୍ର ଶ୍ରୀରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ଡପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ…

ସମ ଅଲଟିମେଟ ମେଡ଼ିକେଆରରେ ସଫଳ କିଡ଼ନୀ ପ୍ରତ୍ୟାରୋପଣ

ଭୁବନେଶ୍ୱର: ସମ ଅଲ୍ଟିମେଟରେ ଅସୁସ୍ଥ ଝିଅକୁ କିଡ଼ନୀ ଦାନ କଲା ମା। ସଫଳ ଅସ୍ତ୍ରୋପଚାର ଫଳରେ ସୁସ୍ଥ ହୋଛନ୍ତି ଯୁବତୀ। ସମ୍ପୃକ୍ତ ଯୁବତୀଙ୍କ ଦୁଇଟି କିଡ଼ନୀ ସମ୍ପୂଣ୍ଣ ନଷ୍ଟ ହୋଇ ପଡ଼ିଥିଲା। ଚିକିତ୍ସା ପାଇଁ ଗତ ବର୍ଷ ନଭେମ୍ବରରେ ସେ ସମ ଅଲଟିମେଟରେ ଭର୍ତି ହୋଇଥିଲେ। ସମରେ ନେଫରୋଲୋଜି…

ଶପଥ ନେଲେ ନବନିର୍ବାଚିତ ମେୟର ସୁବାସ ସିଂ

କଟକ: ମହାନଗର ନିଗମ ମେୟର ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ସୁବାସ ସିଂ । ନବନିର୍ବାଚିତ ମେୟର ଭାବେ ସୁବାସ ଶପଥ ନେଇଛନ୍ତି । ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହା ସହ ସମସ୍ତ କର୍ପୋରେଟର ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ତେବେ ଭୁବନେଶ୍ୱର ଓ ବ୍ରହ୍ମପୁର…

ଶ୍ରୀଲଙ୍କାରେ ଭାରତ ପହଞ୍ଚାଇଲା ୭୬ ହଜାର ମେଟ୍ରିକ ଟନ ତୈଳ ଇନ୍ଧନ

ଭୁବନେଶ୍ୱର: ପଡ଼ୋଶୀ ଶ୍ରୀଲଙ୍କା ଘୋର ସଂକଟ ଭିତରେ ଗତି କରୁଛି । ଭାରତ ଘନିଷ୍ଠ ସହଯୋଗୀ ଓ ଉଦାର ପଡ଼ୋଶୀ ହିସାବରେ ସାହାଯ୍ୟର ହାତ ବଢ଼େଇ ଚାଲିଛି । ତୈଳ ଇନ୍ଧନ, ଗ୍ୟାସ ଓ ଖାଦ୍ୟ ସାମଗ୍ରୀରେ ସବୁ ପ୍ରକାର ସାହାଯ୍ୟ କରିଆସିଛି ଭାରତ । ମଙ୍ଗଳବାର ଶ୍ରୀଲଙ୍କାରେ ପହଞ୍ଚିଛି ୭୬ ହଜାର ମେଟ୍ରିକ ଟନ୍…