Latest Odisha News

BREAKING NEWS

Browsing Category

Uncategorized

ଆଜିଠୁ ପଞ୍ଜାବରେ ‘ଆପ୍’ ସରକାର: ମୁଖ୍ୟମନ୍ତ୍ରୀ ଭାବ ଶପଥଗ୍ରହଣ କରିବେ ଭଗୱନ୍ତ ମାନ

ପଞ୍ଜାବ : ଆଜିଠୁ ପଞ୍ଜାବରେ ‘ଆପ୍’ ସରକାର । ପଞ୍ଜାବରେ ବିପୁଳ ବିଜୟ ପରେ ସରକାର ଗଠନ କରିବାକୁ ଯାଉଛି ଆମ ଆଦମୀ ପାର୍ଟି । ପଂଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଆମ ଆଦମୀ ପାର୍ଟିର ଭଗବନ୍ତ ମାନ । ସହିଦ ଭଗତ ସିଂଙ୍କ ପୈତୃକ ଗ୍ରାମ ଖଟକଲ କଲାଁରେ ଶପଥ ସମାରୋହ ଆୟୋଜିତ ହେବ ।…

ମହଙ୍ଗା ହେଲା ଚା’-କଫି ଓ ନୁଡଲ୍ସ

ଦିଲ୍ଲୀ: ଋଷ-ୟୁକ୍ରେନ ଯୁଦ୍ଧ ପରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇବା ପରେ ଏବେ ଖାଉଟିଙ୍କ ଉପରେ ପଡିବାକୁ ଯାଉଛି ଚଡକ । କାରଣ ଏଫଏମସିଜି କମ୍ପାନି ନେସଲେ ଓ ହିନ୍ଦୁସ୍ତାନ ୟୁନିଲିଭର ସେମାନଙ୍କର କିଛି ସାମଗ୍ରୀର ଦାମ ବଢ଼ାଇଛନ୍ତି । ନେସଲେର ମାଗି, କଫି, ଚା’ ଆଦି ସାମଗ୍ରୀର ଦାମ ବୃଦ୍ଧି…

ପୁଣି ଭୟ ବଢ଼ାଇଲା କରୋନା: ଚୀନ୍, ଜର୍ମାନୀ, ବ୍ରିଟେନରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା

ବେଜିଂ: ପୁଣି ଭୟ ବଢ଼ାଇଲା କରୋନା । ଚୀନ୍, ଜର୍ମାନୀ ଓ ବ୍ରିଟେନରେ କରୋନାର ନୂଆ ଲହର ଦେଖିବାକୁ ମିଳିଛି । ସଂକ୍ରମଣ ବଢ଼ିବା ଯୋଗୁ ଚୀନ୍ ୯ ନିୟୁତ ଲୋକ ବସବାସ କରୁଥିବା ଚାଙ୍ଗଚୁନ ସହରରେ ଲକ୍‌ଡାଉନ୍ ଲାଗୁ କରିଛି । ନୂଆ ଲକ୍‌ଡାଉନ୍ ନିୟମ ଅନୁସାରେ, ପରିବାରର ସବୁ ସଦସ୍ୟଙ୍କୁ ଘରେ…

ପୁରୀରେ ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ:  ଶ୍ରୀମନ୍ଦିରରେ ସପ୍ତାହ ଧରି ଦୋଳ ଉତ୍ସବ ଆରମ୍ଭ ହେବ। ଏନେଇ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ  । ଆଜି ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ…

ଋଷର ସାଙ୍ଘାତିକ ଅଭିଯୋଗ, ଯୁଦ୍ଧରେ ୟୁକ୍ରେନକୁ ବାୟୋ ୱିପନ ଯୋଗାଉଛି ଆମେରିକା

ଦିଲ୍ଳୀ: ଋଷ ଏବଂ ୟୁକେନ ମଧ୍ୟରେ ଯୁଦ୍ଧ ବଢ଼ିବାରେ ଲାଗିଛି । ଉଭୟଙ୍କ ମଧ୍ୟରେ  ପରସ୍ପର  ଆରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି । ଉଭୟ ରାଷ୍ଟ୍ର ପରସ୍ପରର ସୈନ୍ୟଙ୍କୁ ମାରିଥିବା ନେଇ ଦାବି କରୁଥିବା ବେଳେ ଏହାରି ମଧ୍ୟରେ ଏକ ବିସ୍ଫୋରକ ବୟାନ ଜାରି କରିଛି ଋଷିଆ । ଯୁଦ୍ଧ ସଙ୍କଟ ମଧ୍ୟରେ…

ଆଗକୁ ବଢିବ ତାତି, ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର : ଆସନ୍ତା ଦୁଇ ଦିନରେ ରାଜ୍ୟରେ ବଢିବ ତାପମାତ୍ରା  । ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ବୋଲି ଆକଳନ କରାଯାଇଛି । ରାଜ୍ୟର ସର୍ବାଧିକ ତାପମାତ୍ରା ୩୬ଡିଗ୍ରୀ ଉପରେ ରହୁଥିବା‌ ବେଳେ ଆସନ୍ତା ୨ଦିନ ଭିତରେ ଆଉ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ମାର୍ଚ୍ଚ ୧୫ ତାରିଖରେ…

ମହିଳା ବିଶ୍ୱକପ: ଶତକୀୟ ଇନିଂସ ଖେଳିଲେ ସ୍ମୃତି ଓ ହରମନପ୍ରୀତ୍

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ମହିଳା ବିଶ୍ୱକପରେ କମାଲ କଲେ ଭାରତୀୟ ଖେଳାଳି ସ୍ମୃତି ମାନ୍ଧାନା ଓ ହରମନପ୍ରୀତ କୌର । ଧୂଆଁଧାର ବ୍ୟାଟିଂ କରି ଶତକୀୟ ଇନିଂସ ଖେଳିଛନ୍ତି । ୱେଷ୍ଟଇଣ୍ଡିଜ ବିପକ୍ଷରେ ବିଶାଳ ୩୧୮ରନ୍ ଟାର୍ଗେଟ ଠିଆ କରିଛି ଟିମ୍ ଇଣ୍ଡିଆ । ସ୍ମୃତି ମାନ୍ଧାନା ୧୧୯ ବଲରୁ…

ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କୁ ହରାଇଲେ ମୋବାଇଲ ମେକାନିକ ଲାଭ ସିଂ

ନୂଆଦିଲ୍ଲୀ: ପଞ୍ଜାବ ବିଧାନସଭା ନିର୍ବାଚନ ଫଳାଫଳ ଆମ୍ ଆଦମୀ ପାର୍ଟି (‘ଆପ୍‌’) ସପକ୍ଷରେ ଯାଉଥିବା ‌ବେଳେ ମୁଖ୍ୟମନ୍ତ୍ରୀ ଥିବା କଂଗ୍ରେସ ନେତା ଚରଣଜିତ୍‌ ସିଂହ ଚନ୍ନି ନିର୍ବାଚନ ଲଢ଼ୁଥିବା ଉଭୟ ବିଧାନସଭା ଆସନରେ ପରାଜିତ ହୋଇଛନ୍ତି। ଚମକୌର ଏବଂ ଭଦୌରରୁ ଚନ୍ନି ହାରିଥିବା ବେଳେ…

[ଦେଖନ୍ତୁ ଭିଡିଓ] ୫ଟି ରାଜ୍ୟରେ ଭୋଟ୍‌ ଗଣନା : ପୂର୍ବାହ୍ନ ସୁଦ୍ଧା ବିଭିନ୍ନ ରାଜନୈତିକ ଦଳମାନଙ୍କର ସ୍ଥିତି

ଦିଲ୍ଲୀ: ଆଜି ୫ଟି ରାଜ୍ୟରେ ଭୋଟ୍‌ ଗଣନା ଚାଲିଥିବା ବେଳେ ପୂର୍ବାହ୍ନ ସୁଦ୍ଧା ବିଭିନ୍ନ ରାଜନୈତିକ ଦଳମାନଙ୍କର ସ୍ଥିତି ଜଣାପଡ଼ିଛି । ପଞ୍ଜାବରେ ‘ଆପ୍‌’ ସଂଖ୍ୟାଗରିଷ୍ଠତା ହାସଲ ଦିଗରେ ଅଗ୍ରସର ହେଉଥିବା ଟ୍ରେଣ୍ଡ୍‌ରୁ ଆଭାସ ମିଳୁଛି । ସେହିପରି ଉତ୍ତର ପ୍ରଦେଶରେ ବିଜେପି ଆଗୁଆ ରହିଛି ।…

ପୁରୀ ବେଳାଭୂମିରେ ବାଲୁକାକଳାରେ ମହିଳା ଦିବସ ଶୁଭେଚ୍ଛା

ପୁରୀ: ସମଗ୍ର ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା ଅନୁଷ୍ଠାନର ଛାତ୍ରୀ ମାନେ ଏକ ସୁନ୍ଦର କଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ଏହି ଦିବସର ଉପଲବ୍ଧି କରି ସମସ୍ତ ମହିଳା ଏହି ଦିବସକୁ…