Latest Odisha News

BREAKING NEWS

Browsing Category

Uncategorized

‘ମାଟିର ମଣିଷ’ ମିହିର ଦାସ: ଜନ୍ମ ଦିବସରେ ଉନ୍ମୋଚିତ ହେଲା ମିହିରଙ୍କ ମାଟି ମୂର୍ତ୍ତି

କଟକ: ମାଟିରେ ମିହିର ଦାସ । ଆଜି କଟକ କୁମ୍ଭାର ସାହିରେ ଉନ୍ମୋଚିତ ହୋଇଛି ‘ମାଟିର ମଣିଷ’ ମିହିର ଦାସଙ୍କ ପ୍ରତିମୂର୍ତ୍ତି । କୁମ୍ଭାକାରମାନେ ଅଭିନେତା ମିହିର ଦାସଙ୍କ ୭ଫୁଟ୍ର ଏହି ପ୍ରତିମୂର୍ତ୍ତି ତିଆରି କରିଥିଲେ । ଏହି ମୂର୍ତ୍ତିକୁ ଚଳଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ…

ଦଳୀୟ ପ୍ରାର୍ଥୀଙ୍କୁ ଭୋଟ୍ ନଦେଲେ ଭତ୍ତା, ରାସନକାର୍ଡ, ପ୍ରଧାନମନ୍ତ୍ରୀ ଆବାସ ବନ୍ଦ: ପ୍ରମିଳା ମଲ୍ଲିକ

ଯାଜପୁର: ଦଳୀୟ ପ୍ରାର୍ଥୀଙ୍କୁ ଭୋଟ୍ ନଦେଲେ ବାର୍ଦ୍ଧକ୍ୟ ଭତ୍ତା, ରାସନକାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ସବୁ ବନ୍ଦ ବୋଲି ଆଜି ଭୋଟରଙ୍କୁ ରୋକଠୋକ୍ କହିଥିଲେ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ । ପ୍ରମିଳା ଏକ ଦଳୀୟ ପ୍ରଚାର କରୁଥିବା ସମୟରେ ଦେଇଥିବା ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା…

ଧାରାବାହିକ ଉପନ୍ୟାସ : ଚୋରାବାଲି (୫)

ସ୍ୱର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ଚୋରାବାଲି ଭାଗ : ୫  ପିଲାଦିନର ଭାବଧାରା ସମ୍ପୂର୍ଣ୍ଣ ବଦଳିଯାଏ । ସେ ଚାଲି ଯାଏ ଅନ୍ୟ ଏକ ଦୁନିଆଁକୁ । ଧିରେଧିରେ ବର୍ଷା ଛିଟାକୁ ସେ ଗୋଡ଼ ବଢେଇଲା । ପାଦ ଓଦା ହେଲା । ପରେ ପରେ ଆଣ୍ଠୁ ଯାଏ ଭିଜିଲା । ଟିକେ ଟିକେ ଭିଜିଲା ନାଇଟ୍…

ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି । ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀ ଆଜି ସନ୍ଧ୍ୟା ୫ଟା ବେଳେ ଘରୁ ବାହାରି କୁଆଡେ ଯାଇଥିଲେ । ବାହାରକୁ ଯାଇ ସେ ଆଉ ଘରକୁ ଫେରି ନାହାନ୍ତି । ତାଙ୍କ ମୋବାଇଲ ମଧ୍ୟ ସ୍ୱିଚ…

ଓଡ଼ିଶା ଆସିବେ ରାଷ୍ଟ୍ରପତି !

ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀର ଏକ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ । ଶ୍ରୀଚୈତନ୍ୟ ଗୌଡ଼ିୟ ମଠର ପ୍ରଭୁପାଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀଙ୍କ ୧୫୦ ତମ ଜନ୍ମୋତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଶରଧା ବାଲି କାର୍ୟ୍ୟକ୍ରମରେ ଯୋଗଦେବେ…

ଛତିଶଗଡ ସୀମାନ୍ତ ବିଜାପୁରରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୪ ସିଆରପିଏଫ ଯବାନ ଆହତ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଜଣ ସିଆରପିଏଫ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ଯବାନ ହେଲେ ପଲବନ କୁମାର ବିଶ୍ବାସ, ସଦାଶିବ ଯାଦବ, ଓମପ୍ରକାଶ ଓ ରାଜିବ ରଞ୍ଜନ ।…

ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ରାଉରକେଲା: ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଉରକେଲା ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛନ୍ତି । ଭିଜିଲାନ୍ସର ପାଞ୍ଚଟି ଟିମ ପୃଥକ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ପଣ୍ଡିତ ଦାମୋଦରଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ପାରମ୍ପରିକ ଓଡ଼ିଶୀ ସଙ୍ଗୀତ କଣ୍ଠଶିଳ୍ପୀ ଦାମୋଦର ହୋତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଦାମୋଦରଙ୍କ ପାର୍ଥିବ ଶରୀରର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ଘୋଷଣା କରିଛନ୍ତି । ଶାସ୍ତ୍ରୀୟ…

ବିଶ୍ବପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା

ପୁରୀ : ପବିତ୍ର ଶ୍ରୀପଞ୍ଚମୀ ତିଥି ଅବସରରେ ଆଗାମୀ ବିଶ୍ବପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥକାଠକୁ ପୂଜାର୍ଚ୍ଚନା କରାଯାଇଛି । ଏଥିପାଇଁ ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମୁଖରେ ରଖାଯାଇ ପୂଜା କରାଯାଇଛି । ପରମ୍ପରା…

ଚାକିରି ଦେବା ନାଁରେ ଠକେଇ, ୩ ଜଣଙ୍କୁ ଉଠାଇନେଲା ବେଙ୍ଗାଳୁରୁ ପୋଲିସ

ଭୁବନେଶ୍ବର : ଚାକିରି କରାଇ ଦେବାକୁ କହି ଠକେଇ ଘଟଣାରେ ଗିରଫ ହୋଇଛନ୍ତି ୩ ଜଣ ଯୁବକ । ଆଜି ୩ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ଗିରଫ କରିଛି ବେଙ୍ଗାଳୁରୁ ପୋଲିସ । ୨୦ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଏମାନଙ୍କୁ ଗିରଫ କରାଯାଇଛି । ଚନ୍ଦ୍ରଶେଖରପୁର ଥାନା ପୋଲିସ୍‌ ସହାୟତାରେ ବେଙ୍ଗାଳୁରୁ…