Latest Odisha News
Browsing Category

Vastu Bichar

ଶୋଇବା ଘର କେମିତି ହେବା ଆବଶ୍ୟକ । ଜାଣନ୍ତୁ କ’ଣ କହୁଛନ୍ତି ବାସ୍ତୁବିତ୍…

ଓଡ଼ିଶା ସମ୍ବାଦ ବ୍ୟୁରୋ: ସ୍ଵାସ୍ଥ୍ୟ ପାଇଁ ବହୁତ ଆବଶ୍ୟକ ଶୋଇବା। ଶୋଇବା ଘର ଏପରି ଏକ ସ୍ଥାନ, ଯେଉଁଠି ପାଦଦେବା ମାତ୍ରେ ଲାଗେ ଦୁନିଆର ସବୁ ସୁଖ ଗୋଟିଏ ପାଖରେ ତ ଶୋଇବା ଘର ଗୋଟିଏ ପାଖରେ, ତେଣିକି ସେ ଘର କୁଡିଆ ହେଉ କି ମହଲ। ଏପରିକି ଯେତେବେଳେ ସୁଖୀ ଦାମ୍ପତ୍ୟ କଥା ଉଠେ ସେତେବେଳେ ମଧ୍ୟ…

କେଉଁ ଦିନ କରିବେ କେଉଁ କାର୍ଯ୍ୟ: ଜାଣନ୍ତୁ କ’ଣ କହୁଛି ବାସ୍ତୁ ଶାସ୍ତ୍ର

ବାସ୍ତୁ ଶାସ୍ତ୍ର ଅନୁସାରେ ଆମ ଜୀବନରେ ଶୁଭ ଓ ଅଶୁଭର ଖୁବ ମହତ୍ତ୍ୱ ରହିଛି । ହିନ୍ଦୁ ଧର୍ମରେ ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଇଥାଏ । ଏହି ସବୁ କାରଣରୁ ମଣିଷକୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ତେଣୁ ବାସ୍ତୁ ଶାସ୍ତ୍ର ଅନୁସାରେ…

କରଜରେ ବୁଡ଼ି ରହୁଛନ୍ତି କି? ଜଲ୍ଦି କରନ୍ତୁ ଏହି ଉପାୟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ସଭିଏଁ ନିଜ ପରିବାର ପାଇଁ ତଥା ନିଜ ପାଇଁ ପରିଶ୍ରମ କରି ଟଙ୍କା ରୋଜଗାର କରିଥାଆନ୍ତି। ଘରେ ସୁଖସମୃଦ୍ଧି ପାଇଁ ସର୍ବଦା ଚେଷ୍ଟା କରିଥାଆନ୍ତି। ମାତ୍ର କେତେକ ସମୟରେ ଅଧିକ ପରିଶ୍ରମ ପରେ ମଧ୍ୟ ଆର୍ଥିକ ସମସ୍ୟା ଲାଗି ରହିଥାଏ। ଅଭାବ ଲାଗି ରହିଥାଏ। ଅଯଥାରେ ଟଙ୍କା…

ଘରେ ଲଗାନ୍ତୁ ମନିପ୍ଲାଣ୍ଟ ଗଛ : ହେବ ଧନର ବର୍ଷା

ଓଡ଼ିଶା ସମ୍ବାଦ ବ୍ୟୁରୋ: ମନିପ୍ଲାଣ୍ଟ, ଏହି ଗଛର ନାମରୁ ହିଁ ଜଣାଯାଏ ଏହାକୁ ଲଗାଇବା ଦ୍ୱାରା ଘରେ ମା’ଲକ୍ଷ୍ମୀଙ୍କ ବାସ ହୋଇଥାଏ। ଘରେ ସୁଖ-ସମୃଦ୍ଧି ରହିଥାଏ। ଧନର ଆଗମନ ସହ ଧନ ପ୍ରାପ୍ତି ପାଇଁ ଲୋକେ ଏହାକୁ ଘରେ ଲଗାଇ ଥାଆନ୍ତି। ସେଭଳି କିଛି ଲୋକେ ଏପରି ମଧ୍ୟ କହିଥାଆନ୍ତି ଏହି ଗଛ ଲଗାଇବା…

ଠାକୁର ଘରେ ରଖନ୍ତୁ ନାହିଁ ଏହି ବସ୍ତୁ, ନହେଲେ ହୋଇଯିବେ ବର୍ବାଦ…

ଓଡିଶା ସମ୍ବାଦ ବ୍ୟୁରୋ: ନକାରାତ୍ମକ ଶକ୍ତି ଆପଣଙ୍କ ଜୀବନ ଓ ସମସ୍ତ ଗତିବିଧି ପାଇଁ କ୍ଷତିକାରକ ହୋଇଥାଏ । ଘରେ କୌଣସି ପ୍ରକାରର ମଧ୍ୟ ନକାରାତ୍ମକ ଶକ୍ତି ବଢିବା ଉଚିତ ନୁହେଁ ,କାରଣ ବାସ୍ତୁଶାସ୍ତ୍ର ଅନୁସାରେ ପାଞ୍ଚଟି ବସ୍ତୁ ଘରେ ନକାରାତ୍ମକ ଉର୍ଜା ବା ଶକ୍ତିକୁ ଜନ୍ମ ଦେଇଥାଏ । ବାସ୍ତୁ…

ଶ୍ରାବଣରେ ଘରକୁ ଆଣନ୍ତୁ ଏହି ଜିନିଷ, ମିଳିବ ଶୁଭଫଳ

ଓଡ଼ିଶା ସମ୍ବାଦ ବ୍ୟୁରୋ: କୁହାଯାଏ ଯେ ଭଗବାନ ଶଙ୍କରଙ୍କ ପ୍ରିୟ ମାସ ଶ୍ରାବଣ ମାସ । ଏହି ମାସରେ ନିଷ୍ଠାର ସହ ଭଗବାନ ଶଙ୍କରଙ୍କୁ ପୂଜାର୍ଚ୍ଚନା କଲେ ଭକ୍ତର ସମସ୍ତ ମନସ୍କାମନା ପୂରଣ ହେବା ସହ ଆଶୀର୍ବାଦ ମିଳିଥାଏ ବୋଲି କୁହାଯାଏ । ଶ୍ରାବଣରେ ଭଗବାନ ଶଙ୍କରଙ୍କୁ ବେଲପତ୍ର, ଶମିପତ୍ର, ଦୁଦୁରା…

ଏହି ଦିଗକୁ ମୁହଁ କରି କରନ୍ତୁ ଭୋଜନ, ମିଳିବ ଶୁଭ ଫଳ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ବାସ୍ତୁ ଶାସ୍ତ୍ରରେ ଦିଗର ଖୁବ ମହତ୍ତ୍ୱ ରହିଛି। କୁହାଯାଏ ଯେ ଯଦି ଗୋଟିଏ ଘରେ ବାସ୍ତୁ ଦୋଷ ରହିଥାଏ ତେବେ ସେହି ଘରର କଦାପି ଉନ୍ନତି ହୋଇ ନଥାଏ । ତେଣୁ ଯେବେବି ଘର ତିଆରି ହେଉଛି କିମ୍ବା କୌଣସି କାର୍ଯ୍ୟ କରୁଛନ୍ତି ତେବେ ବାସ୍ତୁ ଅନୁସାରେ କରିବା ନିହାତି ଆବଶ୍ୟକ…

ଲଗାନ୍ତୁ ଏହି ଗଛ: ଘରେ ହେବ ନୋଟର ବର୍ଷା

ଏମିତି କେତେଗୁଡିଏ ଗଛ ଅଛି ଯାହାକୁ ଧର୍ମ ଶାସ୍ତ୍ରରେ ଅତ୍ୟନ୍ତ ଶୁଭ ବୋଲି ବର୍ଣ୍ଣନା କରାଯାଇଛି  ।  ବାସ୍ତୁ ଶାସ୍ତ୍ର ଅନୁସାରେ ବି ଅନେକ  ଗଛକୁ ଶୁଭଙ୍କର ବୋଲି ବିଚାର କରାଯାଇଛି । ବିଶ୍ୱାସ ରହିଛି, ଏସବୁ ଗଛକୁ ଘରେ ଲଗାଇଲେ  ଅତ୍ୟନ୍ତ ଶୁଭ ଫଳାଫଳ ମିଳିଥାଏ, ଧନ ବୃଦ୍ଧି ବି ଘଟିଥାଏ  ।…

ଦର୍ପଣ, ଘୋଡା ନାଲ ଓ ଘଂଟିର ଉଚିତ ବ୍ୟବହାର ଜାଣନ୍ତୁ

ପୁରୀ: ଦର୍ପଣ, ଘୋଡା ନାଲ ଓ ଘଂଟିର ଉପଯୁକ୍ତ ବ୍ୟବହାର କରି ଜାଣିଲେ ନିଶ୍ଚିତ ଭାବେ ସକାରାତ୍ମକ ପରିବର୍ତନ ଆସିବ । ଦର୍ପଣ ଆମେ ପ୍ରାୟତଃ ଶରୀର ଓ ମୁହଁ ଦେଖିବା ପାଇଁ ବ୍ୟବହାର କରିଥାଉ । ଯଦି ଘର ନିକଟରେ କୌଣସି ଅସ୍ୱାଭାବିକ ପରିସ୍ଥିତି ସୃଷ୍ଟି ହେଉଛି ତାହାହେଲେ ମୂଖ୍ୟ ଦ୍ୱାର କବାଟ ଉପରେ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା୧-୦୩-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମାର୍ଚ୍ଚ ୧ରିଖ ରବିବାର କୁମ୍ଭ ୧୮ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି କୃତ୍ତିକା ନକ୍ଷତ୍ର ମେଷ ଚନ୍ଦ୍ର ଦିନ ୨ଟା ପର୍ଯ୍ୟନ୍ତ ତାପରେ ବୃଷ ଚନ୍ଦ୍ର ଭୋଗ ହେବ ଘାତ ବାର-: ମେଷ ରାଶିର ଘାତ…