Latest Odisha News

BREAKING NEWS

Browsing Category

Video

[ଭିଡ଼ିଓ] ଚିତ୍ରକଳାରେ ଜାତୀୟ ବାଳିକା ଶିଶୁ ଦିବସ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ଜାତୀୟ ବାଳିକା ଶିଶୁ ଦିବସ । ଦେଶରେ ଏବେ ଏମାନଙ୍କ ସୁରକ୍ଷା ନେଇ ବଢିଛି ଚିନ୍ତା । ସେମାନଙ୍କ ଲାଳନ ପାଳନରୁ ନେଇ ଶିକ୍ଷା ପର୍ଯ୍ୟନ୍ତ। ତା ସହିତ ସମାଜରେ ସେମାନଙ୍କର ଅଧିକାର ପାଇଁ ସଚେତନତା ସୃଷ୍ଟି କରାଯାଉଛି । ସେମାନଙ୍କ ଭବିଷ୍ୟତ ଉଜ୍ଜ୍ୱଳ ନେଇ ସେମାନଙ୍କୁ…

[ଭିଡ଼ିଓ] ନିଆରା ଚିତ୍ରକଳାରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ସ୍ୱାଧୀନତା ଆନ୍ଦୋଳନର କର୍ଣ୍ଣଧାର ଥିଲେ ସେ । ଦେଶର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ। ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ । ଭାରତର ସ୍ୱାଧୀନତା ସଂଗ୍ରାମର ଅନିର୍ବାଣ ଦୀପଶିଖା , ତେଜମୟ ବ୍ୟକ୍ତିତ୍ୱ ଓ ଉତ୍ସର୍ଗର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ…

[ଭିଡ଼ିଓ] ମନେ ରହିବେ କଥକ ନୃତ୍ୟଗୁରୁ ପଣ୍ଡିତ ବିର୍ଜୁ ମହାରାଜ

ଭୁବନେଶ୍ୱର: ଆଉ ନାହାନ୍ତି କଥକ ସମ୍ରାଟ , କଥକ ନୃତ୍ୟଗୁରୁ ପଣ୍ଡିତ ବିର୍ଜୁ ମହାରାଜ । କୋଟି କୋଟି ଲୋକଙ୍କ ନିକଟରେ ପଣ୍ଡିତ ଓ ମହାରାଜ ନାମରେ ପରିଚିତ ବିର୍ଜୁ । ୮୩ ବର୍ଷ ବୟସରେ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ହୃଦଘାତରେ ପ୍ରାଣ ହରାଇଛନ୍ତି ମହାନ୍ ନୃତ୍ୟ ସମ୍ରାଟ । ଏକ ପ୍ରଖ୍ୟାତ କଥକ…

[ଭିଡ଼ିଓ]ନିଆରା ଢଙ୍ଗରେ ନୂଆ ବର୍ଷକୁ ସ୍ୱାଗତ କଲେ ଚିତ୍ର ଶିଳ୍ପୀ

ଭୁବନେଶ୍ୱର : ନିଆରା ଢଙ୍ଗରେ ନୂଆ ବର୍ଷକୁ ସ୍ୱାଗତ । ୨୦୨୨କୁ ସ୍ୱାଗତ କରି ନବ ବର୍ଷର ଅଭିନନ୍ଦନ ଜଣାଇଛନ୍ତି ଚିତ୍ର ଶିଳ୍ପୀ ପ୍ରିୟଙ୍କା ସାହାଣୀ। ଏକ କାଡବୋର୍ଡ ଜରିଆରେ କିଛି ରଙ୍ଗ , ଗ୍ଲିଟର ଆଉ କିଛି ଫୁଲ ନେଇ ଏକ ସୁନ୍ଦର ଚିତ୍ର କଳା କରିଛନ୍ତି ପ୍ରିୟଙ୍କା। ପ୍ରଭୁ ଜଗନ୍ନାଥଙ୍କର ସୁନ୍ଦର…

[ଭିଡ଼ିଓ] ‘ହାପି ବାର୍ଥ ଡେ’ ଗୋବିନ୍ଦା

ଭୁବନେଶ୍ୱର: ହାପି ବାର୍ଥ ଡେ’ ଗୋବିନ୍ଦା । ଆଜି ବଲିଉଡ ସୁପରଷ୍ଟାର ଗୋବିନ୍ଦାଙ୍କ ଜନ୍ମଦିନ । ବଲିଉଡର ଛୋଟେ ମିଆଁ ଗୋବିନ୍ଦା ୫୭ ବର୍ଷରେ ପାଦ ଦେଇଛନ୍ତି । ୯୦ ଦଶକରେ ତାଙ୍କ ଅଭିନୟ ଆଜିବି ଲୋକଙ୍କ ମନରେ ରାଜ କରୁଛି । ଏବେ ବି ତାଙ୍କ ଗୀତ ବାଜିଲେ ପିଲାଠୁ ବୁଢା ଯାଏଁ ସବୁ ଝୁମି ଉଠନ୍ତି ।…

[ଭିଡିଓ] ରାଜରାସ୍ତାରେ ଜଳିଗଲା କୋଇଲା ବୋଝେଇ ଟ୍ରକ୍

ବାଲେଶ୍ୱର: ଦେଖୁଦେଖୁ ଲୋକଙ୍କ ଆଖି ଆଗରେ ହୁତହୁତ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରକ୍ । ଟ୍ରକଟି ବାଲେଶ୍ୱରରୁ ପଶ୍ଚିମବଙ୍ଗ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା । ସୌଭାଗ୍ୟବସତଃ ବର୍ତ୍ତି ଯାଛନ୍ତି ଡ୍ରାଇଭର ଓ ହେଲପର । ୬୦ ନମ୍ବର ଜାତୀୟରାଜପଥରେ ଦେଖିବାକୁ ମିଳିଥିଲା ଏଭଳି ଘଟଣା । ଖବର…

[ଭିଡ଼ିଓ] ପ୍ରଧାନ ଶିକ୍ଷକଙ୍କ ବଦଳି ବାତିଲ ନେଇ କାନ୍ଦିଲେ ଛାତ୍ରଛାତ୍ରୀ: ଭିଡ଼ିଓ ଭାଇରାଲ

ନବରଙ୍ଗପୁର :ସ୍କୁଲ ଛାଡିବେ ପ୍ରଧାନ ଶିକ୍ଷକ। ଗୋଟିଏ ସ୍କୁଲରୁ ଅନ୍ୟ ଗୋଟିଏ ସ୍କୁଲକୁ ବଦଳି ଅର୍ଡର ମିଳିବା ପରେ ବଦଳିଯାଇଥିିଲା ସ୍କୁଲ ପରିବେଶ । ଛାତ୍ରଛାତ୍ରୀଙ୍କ ଗହଣରେ ମିଳିଥିଲା ଅନେକ କ୍ଷୋଭ । ସମସ୍ତଙ୍କ ଆଖିରେ ଲୁହ। ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା ନବରଙ୍ଗପୁର ଡାବୁଗାଁର ବେଦନା…

[ଭିଡ଼ିଓ ] ଆଉ ନାହାନ୍ତି ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ ସାର୍

ଯାଜପୁର: ଆଉ ନାହାନ୍ତି ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ ସାର୍ । ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ୍ ନନ୍ଦ ସାରଙ୍କର ପରଲୋକ ହୋଇଛି । ୧୦୪ ବର୍ଷ ବୟସରେ ଭୁବନେଶ୍ୱର ସମ୍ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । କିଛିଦିନ ଧରି ସେ କରୋନାରେ ଆକ୍ରାନ୍ତ ହୋଇ କଳିଙ୍ଗନଗର ଡୁବୁରୀ…

[ଭିଡ଼ିଓ] ଆ କା ମା ବୈ…ଉତ୍କଳୀୟ ପରମ୍ପରା କାର୍ତ୍ତିକ ପୁର୍ଣ୍ଣିମା

ଭୁବନେଶ୍ୱର: ଆ କା ମା ବୈ... ପାନ ଗୁଆ ଥୋଇ... ପାନ ଗୁଆ ତୋର ମାସିକ ଧରମ ମୋର. . .ଆଜି ହେଉଛି ଧର୍ମ ମାସର ଶେଷ ଦିନ କାର୍ତ୍ତିକ ପୁର୍ଣ୍ଣିମା । ବିଭିନ୍ନ ସ୍ଥ।।ନରେ ସାଧବପୁଅଙ୍କୁ ସ୍ମରଣ କରି ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ ମାନେ । ଏନେଇ ଜଳାଶୟ ଗୁଡିକରେ ଲାଗିଥିଲା ଗହଳି । ରାଜଧାନୀ…

ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ପୁରୀ : ଲଗାଣ ବର୍ଷା ଯୋଗୁଁ ଜନଜୀବନ ବିପର୍ଯ୍ୟସ୍ତ । ପୁରୀରେ ୮୭ ବର୍ଷ ପରେ ପୁଣି ସେପ୍ଟେମ୍ବର ମାସରେ ରେକର୍ଡ ଭାଙ୍ଗି ଅଧିକ ବର୍ଷା ହୋଇଛି ।  ୧୯୩୪ ସେପ୍ଟେମ୍ବର ୨୦ରେ ୨୩୪ମିମି ବର୍ଷା ହୋଇଥିଲା ।  ଜିଲ୍ଲାରେ ୨୪ ଘଂଟାରେ ସର୍ବାଧିକ ୩୪୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।ସେହିଭଳି…