Latest Odisha News

BREAKING NEWS

Browsing Category

Video

ରହସ୍ୟମୟ ଜଙ୍ଗଲରେ ଚାନ୍ଦି ମହଲ

ଭୁବନେଶ୍ୱର: ଆମ ଚାରିପଟେ ଅନେକ ରହସ୍ୟ ରହିଛି । ବହୁ ରହସ୍ୟ ଆମ ଆଖି ଆଗରେ ରହିଥିଲେ ବି ତାହା ଭେଦ କରିବା ସମମ୍ଭ ହୋଇପାରିନି । ସେମିତି ବିଶ୍ୱର ସବୁଠୁ ରହସ୍ୟମୟ ଜଙ୍ଗଲ ହେଉଛି ଆମାଜନ୍ ଜଙ୍ଗଲ । ଯେଉଁଠି ଘଂଚ ଅରଣ୍ୟ ଭିତରେ ରହିଛି ମାଳ ମାଳ ରହସ୍ୟ ଆଉ ପ୍ରତିଦିନ ଘଟୁଛି ଅଦଭୁତ ଘଟଣା ମାନ ।…

ଯବାନଙ୍କୁ ଶେଷ ସଲାମ

ସଇଁତଳା :ଯବାନଙ୍କୁ ଶେଷ ସଲାମ । କାନ୍ଦୁଛି ଗାଁ , ଯବାନଙ୍କୁ ହରାଇ ଝୁରୁଛି ଭିଟାମାଟି । ବିରାଟ ଶୋଭାଯାତ୍ରାରେ ଗାଁ ପରିକ୍ରମା କରିବା ପରେ ତାଙ୍କୁ ଶ୍ରଦ୍ଧାଂଜଳି ଦିଆଯାଇଛି । ଶେଷରେ ଗାଁ ମାଟିରେ ଶେଷ କୃତ୍ୟ ସମ୍ପନ୍ନ ହୋଇଛି ଯବାନଙ୍କ । ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଯବାନ ଥବୀର ।…

ସାତ ରଙ୍ଗର ପାହାଡ଼ ଉଲୁରୁ

ଭୁବନେଶ୍ୱର: ଆମ ଚାରିପଟେ ଥିବା ରହସ୍ୟ ଗୁଡିକ ଉପରେ ଅଳ୍ପ ବହୁତ ଜାଣିଲେ । ହେଲେ ଏବେ ଦେଖିବା କିଛି ବିଚିତ୍ର ପାହାଡକୁ ନେଇ ଖବର । ଏ କୌଣସି ସାଧାରଣ ପାହାଡ ନୁହେଁ । ତୁୂହାକୁ ତୁହା ରଙ୍ଗ ବଦଳାଉଥିବା ପାହାଡ । ଏହାକୁ ଉଲୁରୁ ପାହାଡ ବୋଲି କୁହନ୍ତି ଜୀବ ଜନ୍ତୁ ରଙ୍ଗ ବଦଳାଉଥିବା ଆମେ…

ବେଆଇନ୍ କଫ ସିରପ ଜବତ

ବଲାଙ୍ଗିର: ପୁଣି ଧରାପଡିଲl ବେଆଇନ୍ କଫ ସିରପ କାରବାର। ବଲାଙ୍ଗିର ତୁରେକେଲାରୁ ଗାଡ଼ି ସହ ବିପୁଳ ପରିମାଣର କଫ ସିରପ ଜବତ୍ କରିଛି ପୋଲିସ। ତାସହ ଘଟଣାରେ ସଂପୃକ୍ତ ୨ ଜଣ କୁ ଗିରଫ କରାଯାଇଥିବା କହିଛନ୍ତି ଏସପି ନୀତିନ କୁଶଳକର । ୧୪ ହଜାର ୪୦୦ ବୋତଲ କଫ ସିରଫ ଜବତ୍ କରାଯିବା ସହ ନଗଦ ୧୩…

ଯୋଶ୍‌ରେ ୟଶ୍

ଫୁଲ୍ ଯୋଶ୍‌ରେ ମାଡି ଆସୁଛି ୟଶ୍ । ସାମୁଦ୍ରିକ ଝଡ଼ ୟଶ୍ ପାରାଦୀପ-ସାଗରଦୀପ ମଝିରେ ଲ୍ୟାଣ୍ଡ ଫଲ୍ କରିବା ନେଇ ସବୁଆଡେ ସତର୍କ ସୂଚନା । ଆଗକୁ ପୁର୍ଣ୍ଣିର୍ିର୍ମା ଥିବାରୁ ବିପଦ ବଢିବାର ଆଶଙ୍କା କରାଯାଉଛି । ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ସହ ପବନ ବହିବ । ସେହିଭଳି ବାତ୍ୟା ସମୟରେ…

ବିବାଦୀୟ ପ୍ରିନ୍ସ ହ୍ୟାରୀ

ଭୁବନେଶ୍ୱର:ବିବାଦୀୟ ପ୍ରିନ୍ସ ହ୍ୟାରୀ ଓରଫ ହେନେରୀ ଚାର୍ଲ୍‌ସ ଆଲବର୍ଟ ଡେଭିଡ । ରାଜକୀୟ ପରିବାରରେ ଜୀବନ ହେଉଛି ବନ୍ଦୀ ଜୀବନ । ଏଥିରୁ ବାହାରି ମୁକ୍ତ ଜୀବନ ଜୀଇଁବାକୁ ୨୦୧୫ ରେ ସେ ରାଜପରିବାରଠାରୁ ଦୁରେଇଯାଇଥିଲେ । ତା ସହିତ ଅଭିନେତ୍ରୀ ମେଗନ ମାର୍କେଲଙ୍କୁ ବିବାହ କରି ଆହୁରି…

ଚିକିତ୍ସା ନାଁରେ ଲାଞ୍ଚ ନେଇ ନିଲମ୍ବିତ

ମାଲକାନଗିରି: ଖବର ପ୍ରସାରଣ ପରେ ଲାଞ୍ଚୁଆ ବାବୁଙ୍କ ଉପରେ ପଡ଼ିଲା ସରକାରୀ ଛାଟ। ସରକାରୀ ଡାକ୍ତରଖାନାରେ ରୋଗୀଙ୍କ ଚିକିତ୍ସା ପାଇଁ ଟଙ୍କା ମାଗୁଥିଲେ ଡାକ୍ତର ଓ ଆଟେଣ୍ଡାଣ୍ଟ । ଗତ ୧୯ ତାରିଖ ଦିନ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟର ଏପରି ଏକ ଘଟଣାକୁ ନେଇ ଖବର ପ୍ରସାରଣ ହେବା ପରେ ଆକସନ…

ଝଡ଼ ପରେ ସୁରକ୍ଷିତ ସିଂହ

ଗୁଜୁରାଟ:ନିଜ ବାସସ୍ଥଳୀକୁ ଫେରିଛନ୍ତି ସିଂହ ସଫାରୀ । ସାମୁଦ୍ରିକ ଝଡ଼ ତାଉତେ ଗୁଜୁରାଟରେ ଧ୍ୱଂସ ଲୀଳା ରଚାଇଛି । ଝଡର ତାଣ୍ଡବରେ ପ୍ରବଳ ବର୍ଷା ସହ ବହୁ କ୍ଷୟକ୍ଷତି ହୋଇଛି । ଏବେ ବି ବହୁ ସ୍ଥାନ ପାଣି ଘେରରେ ରହିଥିବା ବେଳେ ବେସାହାରା ହୋଇପଡିଛନ୍ତି ଲୋକେ । ସେହିଭଳି ଗୁଜୁରାଟର ଗିର…

ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ମସ୍ତି

ଭୁବନେଶ୍ୱର: ଦିନକୁ ଦିନ ବଢ଼ିଚାଲିଛି କାରୋନା ଚିନ୍ତା । କରୋନା ମହାମାରୀରେ ସବୁଆଡେ ତାଲା ବନ୍ଦ। ରାସ୍ତା ଘାଟ ବି ଶୁନଶାନ୍ ହୋଇପଡିଛି । ସେପଟେ ଜୀବଜନ୍ତୁ ମାନଙ୍କ ସୁରକ୍ଷା ପାଇଁ ନନ୍ଦନକାନନ ବି ବାଦ ପଡିନି। ହେଲେ ଏହି ସମୟରେ ନନ୍ଦନକାନନରେ କିଛି ଖୁସିର ଦୃଶ୍ୟ ଦେଖିବାକୁ ମିଳିଛି।…

ଦ୍ୱାରକାଧୀଶଙ୍କ ଭବ୍ୟ ମନ୍ଦିର

ଗୁଜୁରାଟ: ୪ ଧାମରୁ ମୁଖ୍ୟ ପଶ୍ଚିମର ଦ୍ୱାରକା ଧାମ । ଯେଉଁଠି ଲୀଳା କରନ୍ତି ବିଷ୍ଣୁ । ସମୁଦ୍ରକୂଳରେ ପ୍ରାଚୀନ ନଗରୀ । ଯେଉଁଠି ଲୁଚି ରହିଛି ରହସ୍ୟ । ହେଲେ ସେଠି ରହିଛି ଏକ ଭବ୍ୟ ମନ୍ଦିର । ଯେଉଁଠି ବିଷ୍ଣୁଙ୍କ ଅବତାର ପୂଜା ପାଉଛନ୍ତି । ସେହି ଦେବ ସ୍ଥାନରେ ରହିଛି ଲୋକଙ୍କର ଆସ୍ଥା ଓ…