Home ଭାଇରାଲ୍ ପୋଷ୍ଟମର୍ଟମ

ଭାଇରାଲ୍ ପୋଷ୍ଟମର୍ଟମ

Viral Post Mortem

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ସୁଏଜ୍ କେନାଲ, ଏଭର ଗିଭେନ୍ ଓ ଧୁମ୍ ମ୍ୟୁଜିକ୍

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି ସୁଏଜ କେନାଲ ଭିଡିଓ । ଭିଡିଓରେ ଶୁଭିଛି ଫିଲ୍ମ ଧୁମର ମ୍ୟୁଜିକ । ଅନେକ ଲୋକ ଏହି ଘଟଣାକୁ ସତ ବୋଲି ଦାବି କରିଛନ୍ତି । ହେଲେ ଅନେକ ନ୍ୟୁଜ ଏଜେନ୍ସି ଏହି ଘଟଣାର ସତ୍ୟତାକୁ...

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ଭାରତରେ ଭାଇରାଲ୍ ଥାଇଲାଣ୍ଡ ମ୍ୟୁଜିୟମ୍ !

ଭୁବନେଶ୍ୱର: ପୁଣି ଏକ ଫଟୋ ସହାୟତାରେ ମିଥ୍ୟା ଗୁଜବ । ଇତିହାସକାରଙ୍କୁ ବଦନାମ । ତଥାପି ଲୋକେ ଅନାୟସରେ ଏକ ଫଟୋ ସହ ବିଭ୍ରାନ୍ତିକର କ୍ୟାପ୍ସନ୍‌କୁ ସେୟାର କରିଥିଲେ । ଶେଷରେ ଟିମ୍ ଭାଇରାଲ୍ ପୋଷ୍ଟମୋର୍ଟମ୍ କରିଥିଲା ମିଥ୍ୟା ଗୁଜବ ପର୍ଦ୍ଦାଫାସ୍ ।...

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ପ୍ରଚାର ମୈଦାନରେ କାହିଁକି ଦୌଡିଲେ ସାୟୋନୀ ଘୋଷ ?

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ସାୟୋନୀ ଘୋଷଙ୍କ ଭାଇରାଲ୍ ଭିଡିଓ ଘୁରିବୁଲୁଛି । ଭିଡିଓ ଦେଖିଲେ ଘଟଣା ସତ ଲାଗୁଛି । ହେଲେ କ୍ୟାପ୍ସନ୍ ସହ ଘଟଣାର ସତ୍ୟତାକୁ ନେଇ ମନ ବୁଝୁନି । କାହିଁକି ନା ତୃଣମୂଳ କଂଗ୍ରେସର ଗଡ ବୋଲାଉଥିବା ରାଜ୍ୟରେ...

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କେଉଁଠୁ ଆସିଲା “ଜିମ୍ ଜିହାଦ୍‌” ଶବ୍ଦ ?

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ଘୁରିବୁଲୁଛି ଏକ ଆପତ୍ତିଜନକ ଭିଡିଓ । ଜିମ୍‌ରେ ଚାଲିଛି ଜିହାଦ୍ । ଲୋକେ ନାଁ ଦେଇଛନ୍ତି “ଜିମ୍ ଜିହାଦ୍‌” । ବୋଧ ହୁଏ ଲଭ୍ ଜିହାଦ୍ ପରେ ଆଉ ଏକ ନୂଆ ଶବ୍ଦ ଜନ୍ମ ନେଇଛି । ହେଲେ...

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କଂଗ୍ରେସକୁ ଟଙ୍କା ଦେଇଥିଲେ କି ନୀରବ ମୋଦି ?

ଭୁବନେଶ୍ୱର: ପଳାତକ ହୀରା ବ୍ୟବସ।।ୟୀ ନୀରବ ମୋଦି ବିଷୟରେ ସମସ୍ତେ ଜାଣନ୍ତି । ହେଲେ କଂଗ୍ରେସକୁ ଅନୁଦାନ ସ୍ୱରୂପ ଟଙ୍କା ଦେବା ନେଇ ନୀରବ ମୋଦିର ନାଁ ଏବେ ସାମ୍ନାକୁ ଆସିଛି । ସୋସିଆଲ ମିଡିଆରେ ଦାବି ତ ଅନେକ ହୋଇଛି ।...

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ଅଜବ ପ୍ରଚାର ପାଇଁ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅଜବ ପ୍ରଚାର । ଭାଇରାଲ୍ ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ପୁରୁଣା ଫଟୋ । ଦାବି ହୋଇଛି ମୋଦି ୩୧ ବର୍ଷ ପୂର୍ବେ ପାକିସ୍ତାନରୁ ବିସ୍ଥାପିତ ହିନ୍ଦୁଙ୍କୁ ରାଜସ୍ଥାନରେ ଭେଟିଥିଲେ । ହେଲେ ଛାନ୍‌ଭିନ୍‌ରେ ସାମ୍ନାକୁ ଆସିଛି...

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ପଶ୍ଚିମବଙ୍ଗ ନିର୍ବାଚନ ସହ ଯୋଡିଲା ଇଭିଏମ୍ ଜବତ ମାମଲା

ଭୁବନେଶ୍ୱର: ପଶ୍ଚିମବଙ୍ଗ ନିର୍ବାଚନ ତାତିକୁ ଆହୁରି ଉତ୍ତପ୍ତ କରିଛି ଇଭିଏମ୍ ଜବତ ମାମଲା । ଦାବି ହୋଇଛି ବିଜେପି ନେତାଙ୍କ ଘରେ ପୋଲିସ ଚଢାଉ କରିଥିଲା । ଚଢାଉରେ ଗୋଟିଏ କି ଦୁଇଟି ନୁହେଁ ୬୬ଟି ଇଭିଏମ୍ ଜବତ ହୋଇଥିଲା । ସୋସିଆଲ...

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ଲ୍ୟାବ୍ ଟେକ୍ନିସିଆନ୍‌ଙ୍କ କରୋନା ଖେଳ

ଭୁବନେଶ୍ୱର: ମୁମ୍ବାଇ ଓ ଉତ୍ତରପ୍ରଦେଶରେ ଦୁଇଦୁଇଟି ଲ୍ୟାବ୍ ଟେକ୍ନିସିଆନ କରୋନା ରିପୋର୍ଟକୁ ନେଇ ଖେଳ ଖେଳିଥିଲେ । ହେଲେ ସୋସିଆଲ ମିଡିଆରେ ଦୁଇଟି ଘଟଣାକୁ ନେଇ ଉଠିଥିଲା ଭିନ୍ନ ଗୁଜବ । ଶେଷରେ ବହୁ ଖୋଳତାଡ ପରେ ସାମ୍ନାକୁ ଆସିଥିଲା ଘଟଣା ପଛର...

ଭାଇରାଲ୍ ପୋଷ୍ଟମୋର୍ଟମ: ଦରଘା ନିର୍ମାଣ, ୧୦୦ କୋଟି ଟଙ୍କା ଓ ରାଜସ୍ଥାନ ସରକାର

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଦରଘା ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ମଂଜୁର କରିଛନ୍ତି । ଅନ୍ୟପଟେ ରାମ ମନ୍ଦିର ନିର୍ମାଣ ପାଇଁ ଲୋକେ ଘରଦୁଆର ବୁଲିବୁଲି ଅର୍ଥ ଆଦାୟ କରୁଛନ୍ତି । ହେଲେ କେତେ ସତ ଗେହଲୋଟଙ୍କ ବିରୋଧରେ ଏଭଳି...

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ମଦ୍ରାସାରେ ମାଡ ଘଟଣା, କେତେ ସତ ?

ଭୁବନେଶ୍ୱର: ଗାଜିଆବାଦ ମାମଲା ପରେ ଏବେ ମଦ୍ରାସାର ଏକ ଭିଡିଓ ଆଲୋଡନ ସୃଷ୍ଟି କରିଛି । ଉତ୍ତରପ୍ରଦେଶରେ ଏକ ମଦ୍ରାସାର ମୌଲବୀ ଜଣେ ଛାତ୍ରକୁ ଅମାନୁଷିକ ଭାବେ ମାଡ ମାରିଥିବା ସୋସିଆଲ୍ ମିଡିଆରେ ଲୋକେ ଦାବି କରିଛନ୍ତି । ହେଲେ ଏହି ଭିଡିଓ...

ସାହିତ୍ୟ