Latest Odisha News

BREAKING NEWS

Browsing Category

ଭାଇରାଲ୍ ଭିଡିଓ

ସାତ ରଙ୍ଗର ‘ରେନ୍ ବୋ’ ନଦୀ

ନାଲି, ଧଳା, ଗୋଲାପୀ ଆଉ ନାରଙ୍ଗୀ ଏମିତି ବହୁତ ରଙ୍ଗର ହୋଇଛି ସମ୍ମିଶ୍ରଣ । ଏହା ରଙ୍ଗ ନୁହେଁ ଏ ହେଉଛି ଇନ୍ଦ୍ରଧନୁର ସାତ ରଙ୍ଗ ନେଇ ନଦୀର ଜଳ । ଆଖିକୁ ବିଶ୍ୱାସ ନହେଲେ ବି ସତ । ଏହି ନଦୀର ଜଳ ଇନ୍ଦ୍ର ଧନୁର ସାତ ରଙ୍ଗର ସମ୍ମିଶ୍ରଣ । ପ୍ରାକୃତିକ ମନୋରମ ପରିବେଶ ଭିତରେ ସାତ ରଙ୍ଗରେ…

ମରିଯାଇଛି କି ମଣିଷ ପଣିଆ??

କାମାକ୍ଷାନଗର: ରୋଗ କ’ଣ ମାନବିକତାକୁ ବି ମାରିଦିଏ ??ମଷିଣ ପଣିଆ ବି ହଜିଯାଏ?? କରୋନା ତ ଯାହା କଲା । ହେଲେ ପ୍ରଶାସନ କଣ ଠିକ୍ କରିଲା । କରୋନାରେ ଆକ୍ରାନ୍ତ ଥିଲେ ବୋଲି ଜଣେ ଶିକ୍ଷକଙ୍କ ମୃତ ଦେହକୁ ଜଙ୍ଗଲରେ ଫିଙ୍ଗି ଦେବା କେତେ ଦୂର ଠିକ୍‌? ମୃତ ଦେହକୁ ଦାହ ନକରି କୁକର ବିଲୁଆଙ୍କ ପାଖରେ…

“ଆତ୍ମନିର୍ଭର ବର” ନିଜ ବିବାହରେ ସାଜିଲା ବ୍ୟାଣ୍ଡବାଲା

ଭୁବନେଶ୍ୱର: ବ୍ୟାଣ୍ଡବାଜା ବିନା ବାହାଘର ଅଧୁରା । କରୋନା ମହାମାରୀ ସମୟରେ ଧୁମ୍‌ଧାମ୍‌ରେ ବିବାହ ବି ଏକ ସ୍ୱପ୍ନ କିମ୍ବା କଳ୍ପନା ସଦୃଶ । ଅନେକ ଲୋକ ବିବାହକୁ ସ୍ଥଗିତ ରଖିଥିଲାବେଳେ କିଛି କୋର୍ଟ ମ୍ୟାରେଜ ଓ ଭର୍ଚୁଆଲ୍ ମ୍ୟାରେଜକୁ ବାଧ୍ୟ ହୋଇ ଚୟନ କରୁଛନ୍ତି । ଏପରିକି କିଛି ଲୋକ ପିପିଇ…

[ଭିଡିଓ] ପୋଲିସ ମାଡରୁ ବର୍ତ୍ତିବା ଲାଗି ଚମତ୍କାର ଉପାୟ

କର୍ଣ୍ଣାଟକ: ସୋସିଆଲ୍ ମିଡିଆରେ ଏକ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । କର୍ଣ୍ଣାଟକ ଉଡୁପିର ଜଣେ ସାଇକଲ ଆରୋହୀ ଚର୍ଚ୍ଚାରେ ରହିଛନ୍ତି । ତେବେ ସାଇକଲ ଚାଳନା ନୁହେଁ ବରଂ ପୋଲିସ ମାଡରୁ ବର୍ତ୍ତିବା ପାଇଁ ତାଙ୍କ ରକ୍ଷା କବଚ ଖୁବ ଚର୍ଚ୍ଚା ସାଉଣ୍ଟିଛି । କର୍ଣ୍ଣାଟକ ଉଡୁପିର ଜଣେ…

ଆଣିଥିଲି ଘୋଡା, ଦେଇପାରୁନି ଭଡା !

ଅନୁଗୁଳ: ବାହାରେ ଘୁରିବୁଲୁଥିବା ଜୀବଜନ୍ତୁଙ୍କ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ୬୦ ଲକ୍ଷ ଟଙ୍କାର ସହାୟତା ରାଶି । ରାଜ୍ୟ ସରକାରଙ୍କୁ ଏହି ପଦକ୍ଷେପକୁ ବିଭିନ୍ନ ମହଲରୁ ମିଳିଛି ଭୁରିଭୁରି ପ୍ରଶଂସା । ହେଲେ ଏହାରି ଭିତରେ ଏକ ଖବର ଅନେକ ଲୋକଙ୍କ ଧ୍ୟାନ ଆକର୍ଷଣ କରିଛି । ଜଣେ…

କରୋନା କାଳରେ ଫ୍ଲେମିଙ୍ଗୋ

ଭୁବନେଶ୍ୱର:କରୋନା କାଳରେ ଲକ୍ ଡାଉନ୍ ସଟଡାଉନ୍ । ଆଉ ସେହି ନୀରବ ପରିବେଶ ଭିତରେ ଆଡା ଜମାଇଛନ୍ତି ଫ୍ଲେମିଙ୍ଗୋ ପକ୍ଷୀ । ହଜାର ହଜାର ସଂଖ୍ୟାରେ ପକ୍ଷୀ ଉଡିଆସିଛନ୍ତି । ପରିବେଶ ଟିକେ ଉଷ୍ମ ହୋଇଗଲେ ଏମାନଙ୍କର ଆଗମନ ହୋଇଥାଏ । ଚଳିତଥର ଚିଲିକାରେ ମଧ୍ୟ ଏହି ପକ୍ଷୀ ମାନଙ୍କର ବେଶ୍ ଗହଳି…

ଗରମରୁ ତ୍ରାହି

ଭୁବନେଶ୍ୱର: ବଢୁଛି ଖରା । ଅସହ୍ୟ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ । କିଭଳି ଥଣ୍ଡା ଟିକେ ପାଇବେ ଲୋକେ ବିଭିନ୍ନ ଉପାୟ କରୁଛନ୍ତି । ହେଲେ ଏଥିରୁ କିନ୍ତୁ ବାଦ୍ ପଡିନାହାନ୍ତି ଜୀବଜନ୍ତୁ । ଏହିଭଳି କିଛି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ବର୍ଷା ପାଇଁ ଅନ୍ଧ ବିଶ୍ୱାସ… .

ଭୁବନେଶ୍ୱର: କରୋନା କାଳରେ ଦେଶରେ ସଙ୍କଟ ଜନକ ସ୍ଥିତିରେ ଲୋକେ । ଆଉ ତା ଭିତରେ ଏକ ବିଚିତ୍ର ଦୃଶ୍ୟ ସାମନାକୁ ଆସିଛି । କରୋନା ଆଉ ଗ୍ରୀଷ୍ମପ୍ରବାହରେ ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି । ଆଉ ତା ଭିତରେ ବର୍ଷା ମୁନ୍ଦାଏ ପାଇଁ କିଛି ଲୋକ ଅନ୍ଧିବଶ୍ୱାସର ବଶବର୍ତ୍ତୀ ହୋଇ ଏମିତି କିଛି କାଣ୍ଡ…

[ଭିଡ଼ିଓ] ଓଲଟିଲା ମାଛ ଟ୍ରକ, ବୋହିନେଲେ ଲୋକେ !

ମହାରାଷ୍ଟ୍ର: କରୋନା ସଂକ୍ରମଣ ରୋକିବା ଲାଗି ମହାରାଷ୍ଟ୍ର ସରକାର ଲକଡାଉନ୍ ଘୋଷଣା କରିଛନ୍ତି । ତଥାପି ଆଜି ସକାଳୁ ସୋଲାପୁରରେ ବହୁମାତ୍ରାରେ ଲୋକ ଭିଡ ଜମାଇଥିଲେ । ଏକ ମାଛ ବୋଝେଇ ଟ୍ରକ ନିୟନ୍ତ୍ରଣ ହରାଇ ସମ୍ଭାଜୀ ମହାରାଜ କେନାଲ ନିକଟରେ ଓଲଟିପଡିଥିଲା । ଯାହା ପରେ ଲୋକେ ମାଛ ହରିଲୁଟ୍…

[ଭିଡିଓ] ଇସ୍ରାଏଲରେ ଭାରତ ପାଇଁ ଶୁଭୁଛି “ଓମ୍ ନମଃ ଶିବାୟ”

ଭୁବନେଶ୍ୱର: କୋଭିଡ୍‌-୧୯ର ଦ୍ୱିତୀୟ ଲହରି ସହ ଜୁଝୁଛି ଭାରତ । ଏପରି ସ୍ଥିତିରେ ଅନେକ ଦେଶ ଭାରତକୁ ବଢାଇଛନ୍ତି ସହାନୁଭୂତି ଓ ସହାୟତାର ହାତ । ଏହି ଧାରାରେ ସାମିଲ ହୋଇ ଗୁରୁବାର ଇସ୍ରାଏଲ୍ ମଧ୍ୟ ଅକ୍ସିଜେନ୍ କନ୍‌ସିଣ୍ଟ୍ରେଟର୍ସ ଓ ରେସ୍ପାଇରେଟର୍ସ ଭାରତକୁ ପଠାଇଛି । ହେଲେ ଏବେ ସେଠିକାର…