Latest Odisha News

BREAKING NEWS

Browsing Category

ଭାଇରାଲ୍ ଭିଡିଓ

[ଭିଡିଓ] ନାଗାଲାଣ୍ଡ ଗାୟକ ଗାଇଲେ କିଶୋର ଦା’ଙ୍କ ବଙ୍ଗଳା ଗୀତ !

ଭୁବନେଶ୍ୱର: ଲିଜେଣ୍ଡାରି ସିଙ୍ଗର କିଶୋର କୁମାର । ଏହି ମହାନ ଗାୟକଙ୍କୁ କିଏ ବା ନ ଜାଣେ । ନିକଟରେ ବେଶ ନିଆରା ଅନ୍ଦାଜରେ କିଶୋର କୁମାରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଜଣେ ନାଗାଲାଣ୍ଡ ଗାୟକ । ୧୯୫୮ରେ ବଙ୍ଗଳା ଭାଷାରେ ରିଲିଜ୍ ହୋଇଥିବା ଫିଲ୍ମ ଲୁକୋଚୁରିର ଏକ ଗୀତକୁ ନାଗାଲାଣ୍ଡ…

[ଭିଡ଼ିଓ] ପିପିଇ କିଟ୍ ପିନ୍ଧି ବିପୁଳ ପରିମାଣର ସୁନା ଚୋରି !

ନୂଆଦିଲ୍ଲୀ: ଜଣେ ୨୫ ବର୍ଷୀୟ ଯୁବକଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । ଗିରଫ ଯୁବକଙ୍କ ବିରୋଧରେ ଆସିଛି କିଛି ଚକିତକର ତଥା ସଙ୍ଗୀନ ଅଭିଯୋଗ । ଜାଣି ଆଶ୍ଚର୍ଯ୍ୟ ହେବେ ଅଭିଯୁକ୍ତ ଜଣକଏକାକି ଏକ ଗହଣା ଦୋକାନରେ କଳାକନା ବୁଲାଇଥିଲା । ଆଉ ତା ପୁଣି ଲକ୍ଷେ କି ଦୁଇ ଲକ୍ଷ ନୁହେଁ ବରଂ ୧୩ କୋଟି…

ବର୍ବରତା, ଗଙ୍ଗନଦୀର ଦୁର୍ଲଭ ଡଲଫିନ୍‌ଙ୍କୁ ଅତି ନିର୍ମମ ଭାବେ ହତ୍ୟା !

ପ୍ରତାପଗଡ (ଉ.ପ୍ର): ଗତମାସରେ ସାମ୍ନାକୁ ଆସିଥିଲା ଏହି ଭିଡିଓ । ସୋସିଆଲ ମିଡିଆରେ ଖୁବ ଭାଇରାଲ୍ ହୋଇଥିଲା । ଗଙ୍ଗାନଦୀର ଦୁର୍ଲଭ ଡଲଫିନକୁ ଟାଙ୍ଗିଆ ଓ ଠେଙ୍ଗାରେ ପ୍ରହାର କରି ହତ୍ୟା କରିଥିଲେ ତିନିଜଣ ବ୍ୟକ୍ତି । ଉତ୍ତରପ୍ରଦେଶର ପ୍ରତାପଗଡରେ ଘଟିଥିବା ଏହି ଘଟଣାର ଭିଡିଓକୁ ନେଇ ଆରମ୍ଭ…

କୁବେର ସାଜିଲା ମାଙ୍କଡ, ଗଛ ଉପରୁ କଲା ଟଙ୍କା ବର୍ଷା

ଉତ୍ତରପ୍ରଦେଶ: ମାଙ୍କଡଙ୍କ ବଦମାଶୀରେ ପ୍ରାୟ ସମସ୍ତେ ଅତିଷ୍ଠ ହୋଇପଡିଥାନ୍ତି । ଛାତ ଉପରେ କପଡା ଫିଙ୍ଗା ଫୋପଡାଠୁ ଆରମ୍ଭ କରି ଘରେ ପଶି ଉତ୍ପାତ ହେବାରେ ଏମାନେ ବେଶ ମାହିର । ହେଲେ ନିକଟରେ ଏକ ମାଙ୍କଡର କାରନାମା ସମସ୍ତଙ୍କୁ ଚକିତ କରିଥିଲା । ନୋଟ ଭର୍ତ୍ତି ଏକ ବ୍ୟାଗକୁ ଚୋରି କରିବା ପରେ…

ଇଣ୍ଟରନେଟରେ ଭାଇରାଲ୍ ବିଅର ମ୍ୟାଗି ଡ୍ରିଙ୍କ

ଭୁବନେଶ୍ୱର: ଚଳିତବର୍ଷକୁ ଲୋକେ ଅଜବ ବର୍ଷ ଭାବେ ନାମିତ କରିଛନ୍ତି । ତେବେ କେବଳ ନାମକରଣ ନୁହେଁ ବରଂ ଏପରି ଅନେକ କାରନାମା ବି ସାମ୍ନାକୁ ଆସିଛି । ଏହି ଅଜବଗଜବ ଧାରାରେ ସାମିଲ ହୋଇ ଦିଲ୍ଲୀର ଏକ କାଫେ ହାଉସ୍ ଏକ ଅଜବ ଡ୍ରିଙ୍କ ପାଇଁ ଚର୍ଚ୍ଚାକୁ ଆସିଛି । ଏହି ଡ୍ରିଙ୍କର ନାଁ ରହିଛି…

ଗୁଗଲ୍ ପେ କି ଫୋନ୍ ପେ ନୁହେଁ, ଡାଇରେକ୍ଟ ପକେଟ୍ ପେ

ମୁମ୍ବାଇ: ଲାଂଚ ! ଏମିତି ଏକ ଶବ୍ଦ ଯାହା ପୁରାଣରୁ ଆଧୁନିକ ଯୁଗରେ ବି ନିଜ ଅସ୍ତିତ୍ୱ ବଜାୟ ରଖିଛି । ସରକାରୀ ବାବୁ ହୁଅନ୍ତୁ କି ବେସରକାରୀ ଅଫିସର । ସବୁଠି ଚାଲେ ଲାଂଚ ଦିଆନିଆ । ଏହି ସାମାଜିକ ବ୍ୟାଧିକୁ ରୋକିବା ଏତେଟା ସହଜ ନୁହେଁ । ସୋସିଆଲ ମିଡିଆରେ ଏହି ଭିଡିଓଟି ଖୁବ ଭାଇରାଲ୍ ହୋଇଛି…

[ଭିଡ଼ିଓ] ମାସ୍କ ବଦଳାଇଦେବ ପରିଚୟ…

ଭୁବନେଶ୍ୱର: ବୋଧ ହୁଏ ସାରା ବିଶ୍ୱ କରୋନାକୁ ପରାଜିତ କରିଛି । ଏହି ଉକ୍ତିକୁ ଆମେ ଗ୍ରହଣ କରିବାରେ କୌଣସି ଅସୁବିଧା ନାହିଁ । ମାସ୍କ, ସାନିଟାଇଜର୍ ଓ ସାମାଜିକ ଦୂରତ୍ୱ ଅବଲମ୍ବନ କରି ଆମେ କରୋନାଠୁ ଦୂରେଇ ରହିବାରେ ସକ୍ଷମ ହୋଇଛନ୍ତି । କରୋନା ପାଇଁ ବଜାରରେ ବିଭିନ୍ନ ପ୍ରକାରର ସାନିଟାଇଜର୍…

୩୬୦ ଡିଗ୍ରୀରେ ବୁଲୁଛି ବେକ !

ଭୁବନେଶ୍ୱର: ଭାଇରାଲ୍ ଘଟଣାର ଗନ୍ତାଘର ପାଲଟିଛି ଇଣ୍ଟରନେଟ୍ । ପ୍ରତ୍ୟେକ ଦିନ କିଛି ନା କିଛି ଅପ୍ରତ୍ୟଶିତ ଘଟଣା, ମଜାଦାର କାରନାମା ଓ ଅବିଶ୍ୱସନୀୟ ମାମଲା ସାମ୍ନାକୁ ଆସୁଛି । ତେବେ ନିକଟରେ ଏକ ଭିଡିଓ ସୋସିଆଲ୍ ମିଡିଆରେ ଖୁବ ଚର୍ଚ୍ଚା ସାଉଣ୍ଟିଛି । ଏହି ଭିଡିଓରେ ଜଣେ ଯୁବକ ନିଜ ବେକକୁ…

୧୦ ସେକେଣ୍ଡରେ ଧ୍ୱଂସ ୧୪୪ ମହଲା ବିଲ୍ଡିଂ, ବିଶ୍ୱ ରେକର୍ଡ ସ୍ଥାପନ

ଭୁବନେଶ୍ୱର: ପୁନରୁଦ୍ଧାର ପାଇଁ ଏକାଧିକ ମହଲା ବିଶିଷ୍ଟ ବିଲ୍ଡିଂକୁ ଧ୍ୱଂସ କରିବା କିଛି ନୂଆ ଘଟଣା ନୁହେଁ । ହେଲେ ମାତ୍ର ୧୦ ସେକେଣ୍ଡରେ ସଂପୂର୍ଣ୍ଣ ନିୟନ୍ତ୍ରଣର ସହ ୧୪୪ ମହଲା ବିଶିଷ୍ଟ ବିଲ୍ଡିଂକୁ ଧ୍ୱଂସ କରିବା ଏତେଟା ସହଜ ନୁହେଁ । ତେବେ ଏପରି ଏକ ଜଟିଳ ଯୋଜନା ଆବୁଧାବିରେ ସଫଳତାର…

[ଭିଡିଓ] କୋଭିଡ୍ ସେଣ୍ଟରରେ ପିପିଇ କିଟ୍ ପିନ୍ଧି ବିବାହ

ରାଜସ୍ଥାନ: ପିପିଇ କିଟ୍ ପିନ୍ଧି କୋଭିଡ୍ ସେଣ୍ଟରରେ ବିବାହ କଲେ ଦମ୍ପତ୍ତି । ରବିବାର ରାଜସ୍ଥାନର ବାରା ଅଂଚଳରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ବିବାହ ଦିନ କନ୍ୟାର କରୋନା ରିପୋର୍ଟ ପଜିଟିଭ ବାହାରିବା ପରେ କିଛି ଏପରି ବ୍ୟବସ୍ଥା ସହ ବିବାହ ସମ୍ପନ୍ନ ହୋଇଥିଲା । ବିବାହ ସମାରୋହଟି…