Latest Odisha News

BREAKING NEWS

Browsing Category

ଭାଇରାଲ୍ ଭିଡିଓ

[ଭାଇରାଲ ଭିଡିଓ] କୋଟିକୋଟି ଟଙ୍କାର ଲାଂଚ କାରବାର, ଧରାପଡିଲେ ତହସିଲଦାର !

ତେଲେଙ୍ଗାନା: ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ ପାଇଁ ପାଇଥିଲେ ଡାକରା । ହେଲେ ପତାକା ଉତ୍ତୋଳନକୁ ଆଡେଇ ଲାଂଚ ନେବାକୁ ମନସ୍ଥ କରିଥିଲେ ତହସିଲଦାର। ଶେଷରେ ଲାଂଚ ନେବା ଅଭିଯୋଗରେ ଆଣ୍ଟି କରପ୍ସନ ବ୍ୟୁରୋ ତାଙ୍କୁ ଗିରଫ କରିଛି । ଶୁକ୍ରବାର ହାଇଦ୍ରାବାଦର କିସ୍‌ରା ତହସିଲଦାର ଏର୍ଭା…

[ଭାଇରାଲ୍ ଭିଡିଓ] ଜନ୍ମଦିନରେ ବୃଦ୍ଧାଙ୍କ ଚକିତକର କାରନାମା !

କୋଲକାତା: ସତରେ ଖୁସୀ ମନାଇବା ପାଇଁ ନାହିଁ କୌଣସି ବୟସ ସୀମା । ଏହି କଥାକୁ ସତ ପ୍ରମାଣିତ କରିଛନ୍ତି କୋଲକାତାର ଜଣେ ୯୩ ବର୍ଷୀୟ ବୃଦ୍ଧା । ନିଜ ଜନ୍ମଦିନରେ ପରିବାର ଲୋକଙ୍କ ସହ ମିଶି ବୃଦ୍ଧା ଜଣକ ଫୁଲ୍ ଦମ୍‌ରେ ଡାନ୍ସ କରିଥିଲେ । ତାଙ୍କ ଡାନ୍ସିଂ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍…

[ଭାଇରାଲ୍ ଭିଡିଓ] ଫଇସଲା କରିବାକୁ ଯାଇ ଫସିଲେ ଓକିଲ !

ରାଜସ୍ଥାନ: ସୋସିଆଲ୍ ମିଡିଆରେ ଭାଇରାଲ୍ ଜଣେ ବରିଷ୍ଠ ଓକିଲଙ୍କ ଭିଡିଓ । ଚାଲିଥିଲା ଭର୍ଚୁଆଲ୍ ଶୁଣାଣୀ । ହେଲେ ଶୁଣାଣୀ ମଝିରେ ବରିଷ୍ଠ ଓକିଲଙ୍କ କାରନାମା ଏବେ ସୋସିଆଲ ମିଡିଆର ବିଭିନ୍ନ ପ୍ଲାଟଫର୍ମରେ ଭାଇରାଲ୍ ହୋଇଛି । ପୁରୁଣା ନୁହେଁ, ଆଜିର ତାଜା ଖବର ! ୬ ଜଣ ବିଏସ୍‌ପି ବିଧାୟକ…

[ଭାଇରାଲ୍ ଭିଡିଓ] ହିନ୍ଦୁ ମନ୍ଦିରକୁ ରକ୍ଷା କଲେ ମୁସଲମାନ ସମ୍ପ୍ରଦାୟ !

ବେଙ୍ଗାଳୁରୁ: ଭାରତରେ ହିନ୍ଦୁ ମୁସଲମାନ ଦଙ୍ଗା କାହିଁ କେଉଁ କାଳରୁ ଚାଲିଆସିଛି । କେତେବେଳେ ରାଜନୀତିକୁ ନେଇ ତ କେତେବେଳେ କିଛି ସ୍ୱାର୍ଥୀ ଲୋକଙ୍କ ମାନସିକତା ପାଇଁ ବଳିପଡିଛି ଭାଇଚାରା । ହେଲେ ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ୍ ହୋଇଛି ଯାହା ହିନ୍ଦୁ ଓ ମୁସଲମାନଙ୍କ ଭାଇଚାରାର…

[ଭାଇରାଲ୍ ଭିଡିଓ] ହଜାରହଜାର ଗଛ ଓପାଡିଲେ ପାକିସ୍ତାନୀ !

ପାକିସ୍ତାନ: ରବିବାର ପାକିସ୍ତାନରେ ଘଟିଥିଲା ଏକ ଅଭାବନୀୟ ଘଟଣା । ଯେଉଁଠି ଭାରତର ପ୍ରଧାନମନ୍ତ୍ରୀ ଗଛ ଲଗାଇବାକୁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି । ସେଠି ପାକିସ୍ତାନୀ ଲୋକ ଲାଗିଥିବା ଗଛକୁ ଓପାଡି ଫୋପାଡିବାର ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ…

[ଭାଇରାଲ୍ ଭିଡିଓ] ମୁମ୍ବାଇ ବନ୍ୟାରେ ମହିଳାଙ୍କ କମାଲ୍ !

ମୁମ୍ବାଇ: ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିରେ ବେହାଲ ମୁମ୍ବାଇ । ଗତ କିଛି ଦିନ ଧରି ମୁମ୍ବାଇର ପରିସ୍ଥିତି ନେଇ ଲଗାତାର ଭିଡିଓ ସାମ୍ନାକୁ ଆସିଛି । ହେଲେ ନିକଟରେ ଜଣେ ମହିଳାଙ୍କ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । ପଶ୍ଚିମ ମୁମ୍ବାଇ ତୁଲସୀ ପାଇପ୍ ରୋଡ୍‌ରୁ ଆସିଥିବା ଏହି…

[ଭାଇରାଲ୍ ଭିଡିଓ] ରାସ୍ତାକଡରେ ମିଳିଲା ମାଗଣା ମଦ, ଲୋକେ ମାଲାମାଲ୍ !

ଛତିଶଗଡ: ରାସ୍ତାକଡରେ ଓଲଟିଲା ମଦ ବୋଝେଇ ଗାଡି । ଖବର ପାଇ ମଦ ଗାଡି ଜଗିବାକୁ ଆସିଲା ପୋଲିସ । ହେଲେ ମଦ ଗାଡି ଖବର ପାଇବା ପରେ ସାଧାରଣ ଲୋକ ବି ପହଂଚିଥିଲେ ଘଟଣାସ୍ଥଳରେ । ଆଉ ତା ପରେ ପୋଲିସକୁ ବେଖାତିର କରି ଲୋକେ ମଦ ହରିଲୁଟ୍ କରିବାରେ ଲାଗିପଡିଥିଲେ । ଛତିଶଗଡର କୱର୍ଦ୍ଧା ଅଂଚଳରେ…

[ଭାଇରାଲ୍ ଭିଡିଓ] ବେରୁଟ୍ ବିସ୍ଫୋରଣର ସାକ୍ଷୀ ସାଜିଲେ ନବବିବାହିତା ବଧୂ !

ଲେବାନନ୍‌: ମଙ୍ଗଳବାର ବେରୁଟ୍‌ରେ ଘଟିଥିଲା ଅବିଶ୍ୱସନୀୟ ବିସ୍ଫୋରଣ । ଏହି ଘଟଣାକୁ ନେଇ ଅନେକ ଭିଡିଓ ସାମ୍ନାକୁ ଆସିଥିଲା । ହେଲେ ନିକଟରେ ଏହି ଘଟଣା ସହ ସଂପୃକ୍ତ ଆଉ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି । ଯେଉଁ ସମୟରେ ବେରୁଟ୍‌ରେ ଘଟିଥିଲା ଅକସ୍ମାତ ବିସ୍ଫୋରଣ । ଠିକ୍ ସେହି…

[ଭିଡିଓ] ବେରୁଟ୍ ପରେ ଦୁବାଇରେ ଭୀଷଣ ଅଗ୍ନିକାଣ୍ଡ !

ଦୁବାଇ: ଲେବାନନ୍ ବେରୁଟ୍‌ରେ ଭୟଙ୍କର ବିସ୍ଫୋରଣ ଲୋକଙ୍କ ମନରେ ନ ଲିଭୁଣୁ ଦୁବାଇରେ ସାମ୍ନାକୁ ଆସିଛି ଭୟଙ୍କର ଦୃଶ୍ୟ । ମଙ୍ଗଳବାର ବେରୁଟ୍ ଓ ବୁଧବାର ଦୁବାଇରେ ଘଟିଥିଲା ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ବିପୁଳ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । ବେରୁଟ୍ ବିସ୍ଫୋରଣର ମାତ୍ର…

[ଭିଡିଓ] ଏବେ ବି ବଂଚିଛି ମାନବିକତା !

ମୁମ୍ବାଇ: କଥାରେ ଅଛି ପଶୁପ୍ରେମ ଭଗବାନଙ୍କ ସେବା ସଦୃଶ । କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ମୁମ୍ବାଇର ୱଡାଲା ଅଂଚଳରେ । ଗତ କିଛିଦିନ ଧରି ମୁମ୍ବାଇରେ ଲଗାଣ ବର୍ଷା ଲୋକଙ୍କୁ ବେହାଲ କରିଦେଇଛି । ଏପରି ସ୍ଥିତିରେ ଏକ ବିଲେଇ ଛୁଆର ବା ସାହାସ କେତେ ? ପାଣିରେ ହନ୍ତସନ୍ତ ହୋଇ ଜୀବନ ସହ…