ବଲାଙ୍ଗୀର : ବଲାଙ୍ଗୀର ଖପ୍ରାଖୋଲରୁ ବିପୁଳ ପରମାଣର କଫ୍ ସିରପ ଜବତ । ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପ୍ରାୟ ୧୫୫ କଫ୍ ସିରପ ,୩୦ଟି ନିଶା ବଟିକା , ଗୋଟଏ ମୋବାଇଲ, ୧୫ଶହ ଟଙ୍କା ସମେତ କଫ ସିରପ ଚାଲଣକାରୀ ସୁକୁମାର ଭୋଇକୁ ପୋଲିସ ଗିରଫ କରିଛି । ଆଗରୁ ମଧ୍ୟ ସୁକୁମାର ନାରେ ନିଶା କାରବାର ନେଇ ଅନେକ ଅଭିଯୋଗ ଥିଲା । ପୋଲିସକୁ ଚକମା ଦେଖାଇ ସବୁବେଳେ ଖସିଯାଉଥିଲା ସୁକୁମାର । ହେଲେ ଆଜି କଫ୍ ସିରପ କାରବାରରେ ଖପ୍ରାଖୋଲ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି । ଏନେଇ ଖପ୍ରାଖୋଲ ଓଆଇସି ସୂଚନା ଦେଇଛନ୍ତି ।
BREAKING NEWS
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
Comments are closed.