ନୂଆଦିଲ୍ଲୀ:୨୦୨୩-୨୪ ଶିିକ୍ଷାବର୍ଷ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ ଘୋଷଣା । ସିବିଏସଇ ଦଶମ ଓ ଦ୍:ାଦଶ ପରୀକ୍ଷା ୨୦୨୪ ଫେବୃଆରୀ ୧୫ରୁ ଆରମ୍ଭ ହେବ । ଏ ନେଇ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ବା ସିବିଏସଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି । ଫେବୃଆରୀ ୧୫ରୁ ଆରମ୍ଭ ହୋଇ ପରୀକ୍ଷା ଏପ୍ରିଲ ୧୦ ତାରିଖ ଯାଏ ଚାଲିବବ ବୋଲି ଜଣାଯାଇଛି । ପରୀକ୍ଷା କାର୍ଯ୍ୟସୂଚୀର ସମ୍ପୂର୍ଣ ବିବରଣୀ ଖୁବ ଶୀଘ୍ର ସିବିଏସଇର ଅଫିସିଆଲ ୱେବସାଇଟରେ ପ୍ରକାଶ ପାଇବ ।
ଏଥର ପରୀକ୍ଷା ପାଖାପାଖି ୫୫ ଦିନ ଧରି ଚାଲିବ ବୋଲି ସିବିଏସଇ କଣ୍ଟ୍ରୋଲର ସନ୍ୟାମ ଭରଦ୍ୱାଜ ସୂଚନା ଦେଇଛନ୍ତି । ଅଧିକ ବିବରଣୀ ଜାଣିବା ପାଇଁ ସିବିଏସଇର ଅଫିସିଆଲ ୱେବସାଇଟcbse.gov.in ଦେଖିବାକୁ ଅନୁରୋଧ କରାଯାଇଛି ।
BREAKING NEWS
- Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
Comments are closed.