ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ । ଦିନ ୧୨ଟାରେ ଘୋଷଣା ହେବ ରେଜଲ୍ଟ । ଏନେଇ ସିବିଏସଇ ପକ୍,ରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀ cbseresults.nic.in ଓ cbse.gov.inରୁ ନିଜ ପରୀକ୍ଷାଫଳ ଜାଣି ପାରିବେ । ଚଳିତବର୍ଷ କରୋନା ଯୋଗୁ ଦଶମ ଶ୍ରେଣୀ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇବ ।
CBSE Class X Results to be announced today at 12 Noon.#CBSEResults #CBSE pic.twitter.com/LJU1MUaB4Z
— CBSE HQ (@cbseindia29) August 3, 2021
Comments are closed.