ନୂଆଦିଲ୍ଲୀ: ଚଳିତ ବର୍ଷ ସିବିଏସଇ ଦଶମ ପରୀକ୍ଷା ଫଳ ବୁଧବାର ଦିନ ପ୍ରକାଶ ପାଇବ । ଏନେଇ ମାନବ ସମ୍ବଳ ବିକାଶ (ଏଚଆରଡି) ମନ୍ତ୍ରୀ ରମେଶ ପୋଖରିୟାଲ୍ ନିଶାଙ୍କ ଆଜି ସୂଚନା ଦେଇଛନ୍ତି।
My dear Children, Parents, and Teachers, the results of class X CBSE board examinations will be announced tomorrow. I wish all the students best of luck.👍#StayCalm #StaySafe@cbseindia29
— Dr. Ramesh Pokhriyal Nishank (@DrRPNishank) July 14, 2020
ସିବିଏସଇର ଅଫିସିଆଲ୍ ୱେବସାଇଟରେ ଛାତ୍ରଛାତ୍ରୀମାନେ cbseresult.nic.in ରେଜଲ୍ଟ ଦେଖିପାରିବେ।
ଅଧିକ ପଢନ୍ତୁ- ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଶହେ ପ୍ରତିଶତ ମାର୍କ
Comments are closed.