Latest Odisha News

BREAKING NEWS

[ଭିଡିଓ] ମାଷ୍ଟର କ୍ୟାଣ୍ଟିନ ଛକ ଓପଲଫେଡ ଦୋକାନରୁ ଚୋରି, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ରାଜଧାନୀରେ ମାତିଛନ୍ତି ଲୁଟେରା । ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ଓପଲଫେଡ ଦୋକାନରୁ ଚୋରି ଅଭିଯୋଗ ହୋଇଛି । ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଗତକାଲି ରାତି ୨ଟା ପାଖାପାଖି ସମୟ ହେବ ଜଣେ ଯୁବକ ଦୋକାନ ଭିତରେ ପଶି କ୍ୟାସ ବାକ୍ସରେ ଥିବା ୧୪ ହଜାର ଟଙ୍କା ଲୁଟ କରିଛନ୍ତି । ଆଉ ଏହି ଚୋରି ସମୟର ସମସ୍ତ ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି ।ଏହି ସିସିଟିଭି ଆଧାରରେ ଯୁବକଙ୍କୁ ଗିରଫ କରିଛି ପୋଲିସ ।

Leave A Reply

Your email address will not be published.