କଳାହାଣ୍ଡି: ପୁଣି ଭିଜିଲାନ୍ସ ରେଡ୍ । ଲାଞ୍ଚ ନେଇ ଧରାପଡିଲେ ସିଡିପିଓ । ଭିଜିଲାନ୍ସ ହାତରେ ଧରାପଡିଲେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ସିଡିପିଓ । ଛତୁଆ ବିଲ୍ ପାସ୍ ପାଇଁ ନେଉଥିଲେ ଟଙ୍କା । ଛତୁଆ ବିଲ୍ ପାସ୍ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଗିରଫ କରିଛି । ଲାଞ୍ଜିଗଡ଼ ଆଇ.ସି.ଡି.ଏସ ସିଡିପିଓ ମୀନା କୁମାରୀ ପାତ୍ର ସୋମବାର ଦିନ କାର୍ଯ୍ୟାଳୟରେ ଲାଂଚ ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ୫ ଗୋଟି ଏସଏଚଜିର ଛତୁଆ ବିଲ୍ ବାବଦକୁ ୧୧ ଲକ୍ଷ ୫୯ ହଜାର ଟଙ୍କା ବିଲ୍ ପାସ୍ କରିବାକୁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।
BREAKING NEWS
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
Comments are closed.