ନୂଆଦିଲ୍ଲୀ: କରୋନା ମୁକାବିଲା ନେଇ କଠୋର ହେଲେ କେନ୍ଦ୍ର ସରକାର । ସବୁ ରାଜ୍ୟକୁ ଆବଶ୍ୟକ ପଡିଲେ କଫ୍ୟୁ ଜାରି କରିବା ପାଇଁ ଦେଲେ ନିର୍ଦ୍ଦେଶ । ନିୟମ କଡାକଡି ହେଲେ ମଧ୍ୟ ଲୋକେ ମାନୁନାହାନ୍ତି । ଏଣେତେଣ ବୁଲୁଛନ୍ତି । କଟକଣାକୁ ଖାତିର କରୁନାହାନ୍ତି । ଏଥିପାଇଁ ଲୋକଙ୍କୁ ଘର ଭିତରେ ରଖିବା ଲାଗି ଏଭଳି କଡା ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର ।
ଲକ୍ ଡାଉନକୁ କଡାକଡି ଭାବେ ପାଳନ କରିବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି । ନିୟମ ମାନୁନଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟଗୁଡିକୁ କେନ୍ଦ୍ର ସରକାର କହିଛନ୍ତି । ନିଜ ଓ ନିଜ ପରିବାରର ସୁରକ୍ଷା ପାଇଁ ସରକାରଙ୍କ କଟକଣା ଓ ନିର୍ଦ୍ଦେଶନାମାକୁ ଗୁରୁତ୍ୱର ସହ ନେବାକୁ ଅନୁରୋଧ କରିଛନ୍ତି ମୋଦୀ ।
ସେହିପରି ମହାରାଷ୍ଟ୍ର ସରକାର ରାଜ୍ୟବ୍ୟାପୀ କର୍ଫ୍ୟୁ ଘୋଷଣା କରିଛନ୍ତି । ସବୁ ଜିଲ୍ଲାର ସୀମାକୁ ସିଲ୍ କରାଯାଇଛି । ଜିଲ୍ଲା-ଜିଲ୍ଲା ମଧ୍ୟରେ ପରିବହନ ବ୍ୟବସ୍ଥାରେ କଟକଣା ଲଗାଇଛନ୍ତି ମହାରାଷ୍ଟ୍ର ସରକାର । ପଂଜାବରେ ମଧ୍ୟ କର୍ଫ୍ୟୁ ଘୋଷଣା କରାଯାଇଛି ।
BREAKING NEWS
- ଭୁବନେଶ୍ୱରରୁ ବ୍ରହ୍ମପୁର; ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ୬ ସ୍ଥାନରେ ଭିଜିଲାନ୍ସ ରେଡ୍
- Mann Ki Baat: ‘ମନ କି ବାତ୍’ରେ ସର୍ଜିକାଲ୍ ଷ୍ଟ୍ରାଇକ୍କୁ ମନେ ପକାଇଲେ ପିଏମ୍ ମୋଦୀ, କହିଲେ, ‘ଆତଙ୍କବାଦକୁ ଭାରତ ବରଦାସ୍ତ କରେନାହିଁ’
- Party Switch: ୧୧୧ ସାଂସଦ-ବିଧାୟକ ବଦଳାଇଛନ୍ତି ଦଳ, ବିଜେପିରେ ୨୯ ଜଣ…ଜାଣନ୍ତୁ ସବୁଠୁ ବେଶୀ କେଉଁ ଦଳ ଛାଡିଛନ୍ତି ନେତା?
- ଖୋଲିଲା ହୀରାକୁଦର ଆଉ ୨ ଗେଟ୍, ୨୨ ଗେଟରେ…
- ଲଗାଣ ବର୍ଷାରେ ଉବୁଟୁବୁ ଉତ୍ତରପ୍ରଦେଶ; ୧୭ ମୃତ, ଅନେକ ଗାଁ ଜଳବନ୍ଦୀ
- UNSC ସ୍ଥାୟୀ ସଦସ୍ୟପଦ: ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ
- ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ଜଳକା ଜଳସ୍ତର, ବଢୁଛି ବନ୍ୟା ଆଶଙ୍କା
- ରବିବାର ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣିରଖନ୍ତୁ…
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ

Comments are closed.