Latest Odisha News

BREAKING NEWS

ଆରପାରିରେ କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାଶୱାନ

ନୂଆଦିଲ୍ଲୀ: କେନ୍ଦ୍ର ଖାଦ୍ୟ, ଖାଉଟି ବ୍ୟାପାର ଓ ସାଧାରଣ ବଣ୍ଟନ ମନ୍ତ୍ରୀ ରାମ ବିଳାସ ପାଶଓ୍ଵାନଙ୍କର ଆଜି ନିଧନ ଘଟିଛି । କିଛିଦିନ ତଳେ ଦିଲ୍ଲୀର ଏକ ହସପିଟାଲରେ ତାଙ୍କର ହାର୍ଟ ସର୍ଜରୀ ହୋଇଥିବା ବେଳେ ଆଜି ୭୪ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପୁଅ ଚିରାଗ ପାଶଓ୍ଵାନ ଟ୍ଵିଟ କରି ସୂଚନା ଦେଇଛନ୍ତି ।

BjdElectrycity

ପାଶୱାନ ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । କିନ୍ତୁ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଗତ ଶନିବାରଦିନ ତାଙ୍କର ହାର୍ଟ ସର୍ଜରୀ ହୋଇଥିଲା ବୋଲି ସୂଚନା ମିଳିଛି।

Leave A Reply

Your email address will not be published.