କଟକ: ଏଣିକି କଟକ ବଡ ମେଡିକାଲରେ ହେବ କରୋନା ରକ୍ତ ନମୁନା ପରୀକ୍ଷା । ଏଥିପାଇଁ ଆଇସିଏମ୍ଆର୍ସି ତରଫରୁ ଅନୁମତି ମିଳିଛି । ଖୁବ୍ଶୀଘ୍ର ବୁର୍ଲା ହସ୍ପିଟାଲ ଓ ବ୍ରହ୍ମପୁରର ଏମ୍କେସିଜିରେ ଏହି ସୁବିଧା ଉପଲବ୍ଧ ହେବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି ।
ରାଜ୍ୟର ସବୁ ଜିଲ୍ଲାରେ କୋଭିଡ-୧୯ ହସ୍ପିଟାଲ ଖୋଲିବ । ଏଥିପାଇଁ ବିଭିନ୍ନ ଘରୋଇ ହସ୍ପିଟାଲ ସହଯୋଗରେ ଯୁଦ୍ଧକାଳୀନି ଭିତ୍ତିରେ ଏହା କରାଯିବ । ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲା ବ୍ୟତୀତ ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ମଧ୍ୟ କୋଭିଡ ହସ୍ପିଟାଲ ବ୍ୟବସ୍ଥା କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।
ଏଥିସହ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶପଥ ପାଠ ଜରିଆରେ ଯେଉଁ ଆହ୍ୱାନ ଦେଇଛନ୍ତି ତାକୁ ସମସ୍ତେ ପାଳନ କରିବା ଉଚିତ । ସମସ୍ତେ ମିଳିମିଶି କରୋନା ଭାଇରସ କବଳରୁ ଓଡ଼ିଶାବାସୀଙ୍କୁ ମୁକ୍ତ କରିବା ଦିଗରେ ପ୍ରୟାସ ଜାରି ରଖିବା ଉଚିତ ବୋଲି ସେ କହିଛନ୍ତି ।
BREAKING NEWS
- ବିମାନ ଦୁର୍ଘଟଣାକୁ ରୋକିଲେ ଭାରତୀୟ ପାଇଲଟ୍: ୧୮୦ ଯାତ୍ରୀଙ୍କ ଜୀବନ ବଞ୍ଚାଇଲେ କ୍ୟାପଟେନ୍ ସ୍ମିତ୍ ମଚ୍ଛାର
- Serious allegations against SCB Medical:ମେଡିକାଲ ବିରୋଧରେ ସାଂଘାତିକ ଅଭିଯୋଗ;ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା !
- Mangaluru Blast at MRPL: ରିଫାଇନାରୀ ଅଘଟଣରେ ଜଣେ ମୃତ, ୯ ଆହତ
- Jail or Hotel ? ଜନ ଆସନ୍ତୋଷ ପରେ ବୁଲିଲା ବୁଲଡୋଜର
- ନିର୍ବାଚନରେ ପୁଣି ବ୍ୟାଲଟ୍ ପେପର ଫେରାଇ ଆଣିବାକୁ ଇଣ୍ଡିଆ ମେଣ୍ଟ ବୈଠକରେ ଖର୍ଗେଙ୍କ ଦାବି
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ

Comments are closed.