ନୂଆଦିଲ୍ଲୀ: ପୁଣିଥରେ କେନ୍ଦ୍ର ସରକାର ୩୦ ଡିସେମ୍ବରରେ ବିଜ୍ଞାନ ଭବନରେ ଡକାଯାଇଥିବା କୃଷକ ସଂଗଠନ ସହ ଆଲୋଚନା କରିବେ। ଭବନରେ ଡକାଯାଇଥିବା କୃଷକ ସଂଗଠନ ସହ ଆଲୋଚନା କରିବେ। ନୂଆ କୃଷି ଆଇନକୁ ନେଇ ଦିଲ୍ଲୀ ସୀମାରେ ଚାଷୀମାନେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ଏହି ସମୟରେ କେନ୍ଦ୍ର ସରକାର ଚାଷୀଙ୍କ ସହ ପରବର୍ତ୍ତୀ ଆଗାମୀ ବୈଠକ ପାଇଁ ଡିସେମ୍ବର ୩୦ ତାରିଖକୁ ଧାର୍ଯ୍ୟ କରିଛନ୍ତି। ସରକାର ଗ୍ରହଣ କରିଥିବା ସୂଚନା ଅନୁଯାୟୀ, ଏହି ବୈଠକ ଅପରାହ୍ନ ୨ ଟାରୁ ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବହୁ ବରିଷ୍ଠ ମନ୍ତ୍ରୀମାନେ ଉପସ୍ଥିତ ରହିବେ।
BREAKING NEWS
- ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା
- କୋହଲିଙ୍କ ସ୍ଥାନରେ ପାର୍ଥୀବ ହୋଇଥାନ୍ତେ ଅଧିନାୟକ
- ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼ ବିଜୟ
- ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬: ଓହରିଗଲା ପାକିସ୍ତାନ, ବାଂଲାଦେଶକୁ ମିଳିଲା ସୁଯୋଗ
- ସିଓଇର ଚାଂଚଲ୍ୟକର ରିପୋର୍ଟ ପଡିଲା ପଦାରେ
- Nobel Peace Prize 2026:ଟ୍ରମ୍ପ ନିରାଶ;ଭାରତୀୟ ବଂଶୋଦ୍ଭବ ନାଭି ପିଲ୍ଲାଇଙ୍କୁ ନୋବେଲ ଶାନ୍ତି ପୁରସ୍କାର
- ଏସବୁ କଲେଜରେ ନିର୍ବାଚନ ବାତିଲ; ସୁରକ୍ଷା ଦୃଷ୍ଟିକୋଣରୁ…
- Pakistan Split Plan: ପାକିସ୍ତାନକୁ ଖଣ୍ଡ ଖଣ୍ଡ କରିବାକୁ ଆସିମ୍ ମୁନିରଙ୍କ ଯୋଜନା! ୪ ପ୍ରଦେଶ ଭାଙ୍ଗି ହେବ ୧୫ ରାଜ୍ୟ? ପଞ୍ଜାବ, ସିନ୍ଧ ଉପରେ ନଜର…
- କିଟ୍ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ପ୍ରୟାସ: ପବ୍ଲିକ ସର୍ଭିସ୍ ଆଶାୟୀଙ୍କୁ କୋଚିଂ ସୁବିଧା
- ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଆସନ୍ତା ବର୍ଷଠାରୁ ଲାଗୁ ହୋଇପାରେ ଏମ୍ଡ଼ିଆର୍

Comments are closed.