Latest Odisha News

BREAKING NEWS

କେନ୍ଦ୍ର କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଆଉ ୫ ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଉ ୫ ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ମରାଠି, ବେଙ୍ଗଲି, ପାଲି, ପ୍ରାକୃତି, ଅହମିଆକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ପୂର୍ବରୁ ୬ଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା ।

ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ ଏହି ନିଷ୍ପତ୍ତି ଘୋଷଣା କରିଛନ୍ତି। ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମାଲାୟାଲମ୍ ଏବଂ ଓଡିଆ ଏହି ମାନ୍ୟତା ପାଇଥିବା ବେଳେ ବର୍ତମାନ ଭାରତୀୟ ଶାସ୍ତ୍ରୀୟ

୨୦ ଫେବୃଆରୀ ୨୦୧୪ ତାରିଖ ଦିନ କେନ୍ଦ୍ର ସରକାର ଓଡ଼ିଆ ଭାଷାକୁ ଶାସ୍ତ୍ରୀୟତା ମାନ୍ୟତା ଦେଇଥିଲେ ଓ ମାର୍ଚ୍ଚ ୧୧ ତାରିଖ ଦିନ ଏନେଇ ସରକାରୀ ବିଜ୍ଞପ୍ତି ଜାରି କରାଯାଇଥିଲା। ତେଣୁ ୨୦୧୫ରୁ ମାର୍ଚ୍ଚ ୧୧ ତାରିଖ ଦିନଟିକୁ ଶାସ୍ତ୍ରୀୟ ଓଡ଼ିଆ ଦିବସ ଭାବେ ପାଳନ କରିବା ପାଇଁ ଓଡ଼ିଶାର ପୂର୍ବତନ ସରକାର ନିଷ୍ପତ୍ତି ନେଇଥିଲେ।

Comments are closed.