ନୂଆଦିଲ୍ଲୀ: କରୋନାଭାଇରସ୍ ନୂଆ ଷ୍ଟ୍ରେନ୍ ଯୋଗୁ ଭାରତରେ ୭ ଜାନୁୟାରୀ ପର୍ଯ୍ୟନ୍ତ ବ୍ରିଟେନରୁ ବିମାନ ଉଡ଼ାଣ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ବୃଦ୍ଧି କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଟ୍ବିଟ୍ କରି ଏହି ସୂଚନା ଦେଇଛନ୍ତି। ଉଲ୍ଲେଖନୀୟ ବିଷୟ ହେଉଛି, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଗତ ସପ୍ତାହରେ ଡିସେମ୍ବର ୨୩ ରୁ ୩୧ ପର୍ଯ୍ୟନ୍ତ ଭାରତ ଏବଂ ବ୍ରିଟେନ ମଧ୍ୟରେ ବିମାନ ଚଳାଚଳ ବନ୍ଦ କରି ଦିଆଯାଇଥିଲା ଯାହା ପରେ ଏହାକୁ ବର୍ତ୍ତମାନ ଜାନୁୟାରୀ ୭, ୨୦୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
BREAKING NEWS
- ଭୋଟରଙ୍କୁ ପ୍ରଭାବିତ କରିବାକୁ ହୀନ ଉଦ୍ୟମ, କୋଟିଆରେ ଡ଼ିଜିଟାଲ ମିଟର ଲଗାଇଲା ଆନ୍ଧ୍ର
- କେଜ୍ରିୱାଲଙ୍କ ପାଇଁ କେଜ୍ରିୱାଲ କୋ ଆଶୀର୍ବାଦ ଅଭିଯାନ ଆରମ୍ଭ କଲେ ସୁନୀତା
- ନିର୍ବାଚନ ପୂର୍ବରୁ ଫେସବୁକରୁ ଏହି ଫିଚର୍ସ ହଟାଇବାକୁ ମେଟାର ନିଷ୍ପତ୍ତି, ରାଜନୈତିକ ଦଳ ଉପରେ ପଡିବ ପ୍ରଭାବ
- ସମ୍ବଲପୁର ମାଟିରେ ପ୍ରଣବ; କହିଲେ, ‘ବାପାଙ୍କର କର୍ମଭୁମି ଥିବାରୁ ଆଜି ମୋ ଘରେ ଠିଆ ହେବା ପରି ଲାଗୁଛି’
- ସୁରେନ୍ଦ୍ର ସିଂ ଭୋଇ ହେବେ ବିଜେଡିର ବଲାଙ୍ଗିର ସାଂସଦ ପ୍ରାର୍ଥୀ !
- ମୁଖତାରୀ ଅନସାରୀ ମୃତ୍ୟୁ ମାମଲା, ହାଇଆଲର୍ଟରେ ୟୁପି
- ବିହାରରେ ଛିଣ୍ଡିଲା ଆରଜେଡି ଓ କଂଗ୍ରେସ ଆସନ ଭାଗବଣ୍ଟା, ୨୬ଟି ଆସନରେ ଆରଜେଡି
- ଆୟକର ବିଭାଗ ପକ୍ଷରୁ କଂଗ୍ରେସକୁ ୧୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍
- ଏଆଇ ଠୁ ନେଇ ସ୍ଵାସ୍ଥ୍ୟ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଆଲୋଚନା କଲେ ବିଲ୍ ଗେଟ୍ସ
- କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ, ବିଜେଡିରେ ମିଶିବା ନେଇ ଚର୍ଚ୍ଚା