Latest Odisha News

BREAKING NEWS

୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ

ଭୁବନେଶ୍ୱର : ପଦ୍ମପୁର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।

ପଦ୍ମପୁର ପାଇଁ ଭୋଟ୍ ଗ୍ରହଣ ଜାରି ରହିଛି । ଭୋଟରଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି । ୧୨ଟି କାର୍ଡ ମଧ୍ୟରୁ ଯେକୌଣସି ପରିଚୟପତ୍ର ଦେଖାଇ ଭୋଟ୍ ଦେଉଛନ୍ତି ପଦ୍ମପୁରବାସୀ ।

Leave A Reply

Your email address will not be published.