Latest Odisha News

BREAKING NEWS

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାସ୍ଥିତ ସେସୁ ବିଭାଗର କନିଷ୍ଠ ଯନ୍ତ୍ରୀ ଦିପ୍ତୀ ପ୍ରକାଶ ସ୍ୱାଇଁଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ସୋମବାର ଦିନ ତାଙ୍କ ଘରେ ଚଢାଉ କରିଛି ।

ମିଳିଥିବା ସୂଚନା ଅନୁଯାୟୀ ଆର‌୍ୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଏକଟିମ୍ ଆଜି ସକାଳୁ ତାଙ୍କ ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢାଉ କରିଥିବା ଜଣାପଡିଛି ।

ଏପରିକି ସମ୍ପୃକ୍ତ ଯନ୍ତ୍ରୀଙ୍କ ଜଗତସିଂହପୁର ସ୍ଥିତ ବାସଭବନ, ବିସପିତ୍ତଳ ସ୍ଥିତ ପୈତୃକ ଘର, ଗାନ୍ଧୀଛକରେ ଥିବା ମାର୍କେଟ କମ୍ଲେକ୍ସରେ ମଧ୍ୟ ଚଢାଉ କରିଛି ।

ତେବେ ଶେଷ ରିପୋର୍ଟ ଲେଖାଯିବା ବେଳକୁ ଏହି ଚଢାଉ କାର୍ଯ୍ୟ ଜାରି ରହିଛି ।

Leave A Reply

Your email address will not be published.