ପୁରୀ: ଆଜି ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ତିନିଜଣିଆ ଟିମ କଟକରେ ପହଁଞ୍ଚିଛନ୍ତି । କଟକ ଖପୁରିଆ ସ୍ଥିତ ସ ମିଲରେ ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ରଥକାଠ ତତ୍ୱାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଏହି ତିନି ଜଣିଆ ଟିମ କଟକରେ ଚିରଟ ପ୍ରକ୍ରିୟାର ଅନୁକୂଳ କରିବେ । ତିନୋଟି ଧଉରା କାଠକୁ ଆଜିର ଦିନରେ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାର୍ଯ୍ୟ ଆରମ୍ଭ ହେବ । ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଗତ ସରସ୍ବତୀ ପୂଜାରେ ରଥକାଠ ପୂଜାର୍ଚନା କରାଯାଇଥିବା ବେଳେ ଆସନ୍ତା ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ହେବାର ପରମ୍ପରା ରହିଛି ।
BREAKING NEWS
- ପଦ୍ମ ଧରିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ
- ଭାରତୀୟ ହକି ଦଳକୁ ‘ପ୍ୟାରିସ୍ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଲା ଓସ୍ଜା
- ଦିନିକିଆ ବିଶ୍ୱକପ କ୍ରିକେଟ ୨୦୨୭: ଚ୍ୟାଲେଂଜ ଲିଗ ପାଇଁ ଟିମ ଘୋଷଣା
- ବିଜେଡ଼ି ଟିକେଟ ଘୋଷଣା ପରେ ଜଗା ଦର୍ଶନ ସହ ଆଶୀର୍ବାଦ ନେଲେ ପ୍ରଣବ ପ୍ରକାଶ ଓ ସଞ୍ଜୟ ଦାସବର୍ମା
- ରୋହିତଙ୍କ ପାଖକୁ ଫେରିବ କି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଦାୟିତ୍ୱ
- ଏମାନଙ୍କର ଟିକେଟ୍ କାଟିଲା ବିଜେଡି ?
- ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଭିନ୍ୟୁ ସୁପରଭାଇଜର ଓ ଅବସରପ୍ରାପ୍ତ ଅମୀନ ଗିରଫ
- ଶିବସେନାରେ ସାମିଲ ହେଲେ ଗୋବିନ୍ଦା; କହିଲେ, ‘ବନବାସ ସାରି ରାମ ରାଜ୍ୟକୁ ଫେରିଲି’
- ‘ମୁଁ ମୋ ନିଜ ବିପକ୍ଷରେ ପ୍ରତିଦ୍ୱନ୍ଦିତା କରୁଛି, ଆଉ କାହାକୁ ଗୁରୁତ୍ୱ ଦେଉନାହିଁ’
- ‘ନବୀନଙ୍କ ନାଁ ବିନା ଭର୍ତ୍ତୃହରି ଓ ସିଦ୍ଧାନ୍ତ ୱାର୍ଡମେମ୍ବର ଜିତିବାର କ୍ଷମତା ନାହିଁ’