ନୂଆଦିଲ୍ଲୀ: ଏନଡିଏମ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଦିଲ୍ଲୀ ସ୍ଥିତ ବାସ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପ୍ରମୁଖ ମନ୍ତ୍ରୀ ଓ ନେତା ଦ୍ରୌପଦୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।
Comments are closed.