Latest Odisha News

BREAKING NEWS

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପୂର୍ବରୁ ଉତ୍ସବମୁଖର ରାଇରଙ୍ଗପୁର

ରାଇରଙ୍ଗପୁର: ମାଟିର ମହିଳା ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପୂର୍ବରୁ ରାଇରଙ୍ଗପୁର ଉତ୍ସବମୁଖର ହୋଇଯାଇଛି । ରଙ୍ଗ ଖେଳ, ବାଣ, ବାଦ୍ୟ, ବାଜା ସାଙ୍ଗକୁ ପାରମ୍ପରିକ ନୃତ୍ୟରେ ଦୁଲୁକୁଛି ରାଇରଙ୍ଗପୁର ରାସ୍ତା । ପୁରା ଜିଲ୍ଲା ବାସୀ ମଉଜ ମନରେ ଅଛନ୍ତି । ରାଇରଙ୍ଗପୁର ସହର ଏବଂ ଦ୍ରୌପଦୀଙ୍କ ଘର ନିକଟରେ ଓଡ଼ିଶା ମାଟିର ବିଜୟ ପାଳନ ପାଇଁ ହୋଇଛି ବିଶେଷ ଆୟୋଜନ ।

Leave A Reply

Your email address will not be published.