ଯାଜପୁର : ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଜନ୍ମଦିନକୁ ମହାସମାରୋହରେ ପାଳନ କରିବା ପାଇଁ ଯାଜପୁରରେ ଚାଲିଛି ବ୍ୟାପକ ପ୍ରସ୍ତୁତି।ଯାଜପୁର ସହରସ୍ଥିତ ବାଳାଶ୍ରମ ପଡିଆରେ ବିଜୁ ଜନତା ଦଳ ପକ୍ଷରୁ ଏହି ଭବ୍ୟ ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୧୦୦ ଫୁଟର ଉଚ୍ଚତା ବିଶିଷ୍ଠ କଟ ଆଉଟ ରହିଛି। ଏଥି ସହ ସନ୍ଧ୍ୟାରେ ବୈତରଣୀ ନଦୀର ଦଶ୍ବାସମେଧଘାଟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ଯାଜପୁର, ଦଶରଥପୁର ଏବଂ ପୌରାଞ୍ଚଳ ବାସୀ ସାମିଲ ହେବେ ବୋଲି ବିଜୁ ଜନତା ଦଳ ପକ୍ଷରୁ ସୂଚନା।
BREAKING NEWS
- ‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
- ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍ମା ଲାଗୁ କଲେ
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
Comments are closed.