ଯାଜପୁର : ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଜନ୍ମଦିନକୁ ମହାସମାରୋହରେ ପାଳନ କରିବା ପାଇଁ ଯାଜପୁରରେ ଚାଲିଛି ବ୍ୟାପକ ପ୍ରସ୍ତୁତି।ଯାଜପୁର ସହରସ୍ଥିତ ବାଳାଶ୍ରମ ପଡିଆରେ ବିଜୁ ଜନତା ଦଳ ପକ୍ଷରୁ ଏହି ଭବ୍ୟ ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୧୦୦ ଫୁଟର ଉଚ୍ଚତା ବିଶିଷ୍ଠ କଟ ଆଉଟ ରହିଛି। ଏଥି ସହ ସନ୍ଧ୍ୟାରେ ବୈତରଣୀ ନଦୀର ଦଶ୍ବାସମେଧଘାଟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ଯାଜପୁର, ଦଶରଥପୁର ଏବଂ ପୌରାଞ୍ଚଳ ବାସୀ ସାମିଲ ହେବେ ବୋଲି ବିଜୁ ଜନତା ଦଳ ପକ୍ଷରୁ ସୂଚନା।
BREAKING NEWS
- Actress Pratyusha Banerjee Suicide case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…

Comments are closed.