Latest Odisha News

ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବ

ନୂଆଦିଲ୍ଲୀ: ଚଳିତ ଆଇପିଏଲରେ ଜବରଦସ୍ତ ଫର୍ମରେ ଥିବା ଚେନ୍ନାଇ ସୁପର କିଙ୍ଗସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଯାଇଛି । ଟସ୍ ଜିତି ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ଣ୍ଣର ପ୍ରଥମେ ବ୍ୟାଟିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ଏହାର ମାନେ ମହେନ୍ଦ୍ର ସିଂ ଧୋନୀ ନେତୃତ୍ୱାଧୀନ ଚେନ୍ନାଇ ପ୍ରଥମେ ଫିଲ୍ଡିଂ କରିବ ।

ଚେନ୍ନାଇ ଚୂଡାନ୍ତ ଏକାଦଶରେ ଡ୍ୱେନ ବ୍ରାଭୋ ଓ ଇମ୍ରାନ ତାହିରଙ୍କ ସ୍ଥାନରେ ମୋଇନ ଅଲୀ ଓ ଲୁଙ୍ଗି ଏନଗିଡିକୁ ସାମିଲ କରିଛି । ଚେନ୍ନାଇ ଏହି ମ୍ୟାଚରେ ବିଜୟ ହାସଲ କରି ଶୀର୍ଷ ସ୍ଥାନ ବଜାୟ ରଖିବା ଲକ୍ଷ୍ୟରେ ରହିବ ।

Leave A Reply

Your email address will not be published.