ଦାନ୍ତେଓ୍ୱାଡା: ଅପହୃତ ପୋଲିସ ଏସଆଇଙ୍କୁ ହତ୍ୟା କଲେ ମାଓବାଦୀ । ଅପହରଣର ତିନି ଦିନ ପରେ ପ୍ରଜାକୋର୍ଟରେ ମୃତ୍ୟୁଦଣ୍ଡ ଦେଇଛନ୍ତି । ଛତିଶଗଡ଼ ବିଜାପୁରରୁ ଅପହୃତ ଡିଆରଜି ଯବାନ ସବ-ଇନିସପେକ୍ଟର ମୁରଲି ତାତିଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ଯବାନଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଥିବା ମାଓବାଦୀଙ୍କ ପଶ୍ଚିମ ବସ୍ତର ଡିଭିଜନ ପକ୍ଷରୁ ଏକ ଚିଠିରେ ଉଲ୍ଲେଖ ରହିଛି।

ଜଗଦଲପୁରରେ କାର୍ଯ୍ୟରତ ଥିଲେ ଏସଆଇ ମୁରଲି ତାତି । ଛୁଟିରେ ନିଜ ଘର ବିଜାପୁର ଜିଲ୍ଲାର ଗାଙ୍ଗାଲୁର ଥାନା ଅନ୍ତର୍ଗତ ପାଲନାଡ ଗାଁକୁ ଆସିଥିଲେ । ଗତ ୨୧ ତାରିଖ ଦିନ ଗାଁ ନିକଟକୁ ମେଳା ଦେଖିବା ପାଇଁ ଯାଇଥିବା ବେଳେ ମାଓବାଦୀ ତାଙ୍କୁ ଅପହପଣ କରି ନେଇଥିଲେ । ତିନ ଦିନ ପରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି ।
BREAKING NEWS
- Jagannath Temple:ମହାପ୍ରଭୁଙ୍କ ନୀତି ବିଳମ୍ବ ଘଟଣା: ଜଣେ ଖୁଣ୍ଟିଆ ସେବକ ନିଲମ୍ବନ,ଦୁଇ ସେବକଙ୍କୁ…
- Odisha Police:ଜୁଭେନଟିକା କନକ୍ଲେଭରେ ଶିଶୁମାନଙ୍କ ଡିଜିଟାଲ୍ ସୁରକ୍ଷାକୁ ନେଇ ଓଡ଼ିଶା ପୋଲିସ ଏବଂ ୟୁନିସେଫର ଆଲୋଚନା
- ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ
- ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…
- Growing Passion for Cricket: ମହିଳା କ୍ରିକେଟର କ୍ରେଜ୍ ଆକାଶଛୁଆଁ
- ପ୍ରାପ୍ତବୟସ୍କ ଝିଅ ସ୍ବାଧୀନ ଭାବେ ବଞ୍ଚି ରହିବାର ନିଷ୍ପତ୍ତି ନିଜେ ନେଇପାରିବେ: ହାଇକୋର୍ଟ
- Neena Gupta: ୬୬ ବର୍ଷ ବୟସରେ ନୀନା ଗୁପ୍ତା ଗର୍ଭବତୀ ?
- ଖେଳାଳିଙ୍କ ଉପରେ ଲଗାଯାଇଥିବା ଜରିମାନା ଖବରକୁ ଖଣ୍ଡନ କଲା ପିସିବି
- ମାର୍ଚ୍ଚ ୨୧ରୁ ପୁରୀ ବେଳାଭୂମିରେ ତିନି ଦିନିଆ “ଫିଟ୍ ଇଣ୍ଡିଆ କାର୍ଣ୍ଣିଭାଲ୍”
- Puri Municipality: ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରାରେ ବଡ଼ଦାଣ୍ଡରେ ରନ୍ଧାଖାଦ୍ୟ ମନା..
Comments are closed.