ମୁମ୍ବାଇ: ବଲିଉଡ କୁଇନ କଙ୍ଗନା ରାନାୱତଙ୍କ ପରି ଅବିକଳ ଦେଖାଯାଉଥିବା ନୁପୁର ପୁରୀ ଏବେ ସୋସିଆଲ ସାଇଟରେ ବେଶ୍ ଚର୍ଚ୍ଚିତ ଚେହେରା ପାଲଟିଛି । ସେ ଛୋଟି କଙ୍ଗନା ନାମରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିସାରିଲେଣି । କଙ୍ଗନାଙ୍କ ପରି ପୋଷାକ ପିନ୍ଧି ସେ ସବୁ ବେଳେ ଆକର୍ଷଣୀୟ ଫଟୋ ସୋସିଆଲ ସାଇଟରେ ଶେୟାର କରୁଛନ୍ତି ।
କଙ୍ଗନା ନିଜେ ମଧ୍ୟ ଏ ନେଇ ଚକିତ ହେବା ସହ ଲେଖିଛନ୍ତି “ଏ ଛୋଟି ତୁ ପଢ଼ାଇ ବି କରତି ହେ ୟା ସାରା ଦିନ ୟେ ସବ” । କିଛି ଦିନ ତଳେ କଙ୍ଗନାଙ୍କ ସହ ଚଣ୍ଡୀଗଡରେ ନୁପୁରଙ୍କ ଭେଟ ହୋଇଥିଲା । ଏହା ତାଙ୍କ ଜୀବନର ଶ୍ରେଷ୍ଠ ଦିନ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, କଙ୍ଗନାଙ୍କ ଥାଲାଇବି ଫିଲ୍ମ ଖୁବ ଶୀଘ୍ର ପରଦାକୁ ଆସିବ । ଏଥିରେ ସେ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଭୂମିକା କରୁଛନ୍ତି ।
BREAKING NEWS
- US Places 10 Million Dollar Bounty on Iran Leaders: ଇରାନୀ ନେତାଙ୍କ ଉପରେ ୧୦ ନିୟୁତ ଡଲାର ପୁରସ୍କାର ରଖିଲା ଆମେରିକା, ଅଛି ମୋଜତାବା ଖାମେନେଇଙ୍କ ନାଁ
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
Comments are closed.