Latest Odisha News

BREAKING NEWS

ଶ୍ରୀମନ୍ଦିରରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ପୁରୀ : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ.ମୁରଲୀଧର ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ପ୍ରବେଶ କରିବା ବେଳେ ସେ କୋଭିଡ ରିପୋର୍ଟ ଦେଖାଇବା ପରେ ଦର୍ଶନ କରିଥିଲେ ।

ଜଷ୍ଟିସ ଏସ. ମୁରଲୀଧର ଗତ ୪ ତାରିଖରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

Leave A Reply

Your email address will not be published.