ଭୁବନେଶ୍ବର : ରାୟଗଡ଼ା ବିଷମକଟକ ନିକଟରେ ଘଟିଥିବା ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା । ଦୁର୍ଘଟଣାରେ ୪ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ସେହିପରି ୨ ଆହତଙ୍କ ମାଗଣା ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଗତ ୧୩ ତାରିଖରେ ରାୟଗଡା ମଞ୍ଜୁରିକୁପା ନିକଟରେ ଏକ ଘରୋଇ ଆମ୍ବୁଲାନ୍ସ ଓ ଟ୍ୟାଙ୍କର ମଧ୍ୟରେ ଦୁର୍ଘଟଣା ହୋଇଥିଲା । ଫଳରେ ଘଟଣାସ୍ଥଳରେ ଆମ୍ବୁଲାନ୍ସରେ ଥିବା ୪ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣା ପରେ ଏବେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାରାଶି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
BREAKING NEWS
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
Comments are closed.