Latest Odisha News

BREAKING NEWS

ମାର୍ଚ୍ଚ ୩୧ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ

ଭୁବନେଶ୍ବର: ଆସନ୍ତା ୩୧ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ । ଉକ୍ତଦିନ ସରକାରୀ ଛୁଟି ଦିନ ଥିବା କାରଣରୁ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ବନ୍ଦ ରହିବ ।

ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ସୂଚନା ଦିଆଯାଇଛି ।

 

Comments are closed.