ଭୁବନେଶ୍ୱର: କରୋନା ମୁକାଲିବା ପାଇଁ ସାରା ରାଜ୍ୟରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିିଟାଲ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ପଶ୍ଟିମ ଓଡିଶାରେ କୋଭିଡ ହସ୍ପିିଟାଲର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ଫାଇଭ୍ ଟି ସଚିବ ଭିକେ ପାଣ୍ଡିଆନ୍ ।
ବଲାଙ୍ଗୀର, ବରଗଡ, ସୋନପୁର ଓ କନ୍ଧମାଳରେ ତିଆରି ହୋଇଥିବା ସ୍ୱତନ୍ତ୍ର କୋଭିଡ ହସ୍ପିିଟାଲରେ ରୋଗୀଙ୍କ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ କଣ ବ୍ୟବସ୍ଥା କରାଯାଇଛି ସେନେଇ ତଦାରଖ କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଏଥିସହ ଏସବୁ ଜିଲ୍ଲାରେ ଚାଷକାମ କିପରି ଚାଲିଛି ସେନେଇ ମଧ୍ୟ ସମୀକ୍ଷା କରିଛନ୍ତି ।
BREAKING NEWS
- ପିଶାଚ ପଡୋଶୀ, ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା
- ‘ରୋମିଓ-ଜୁଲିଏଟ୍ କ୍ଲଜ୍’ କଣ; ଯାହା ଉପରେ ବିଚାର କରିବାକୁ କେନ୍ଦ୍ରକୁ ସୁପ୍ରିକୋର୍ଟଙ୍କ ପରାମର୍ଶ
- ବିଜୟ ହଜାରେ ଟ୍ରଫି: କର୍ଣ୍ଣାଟକ, ସୌରାଷ୍ଟ୍ର ସେମି ଫାଇନାଲରେ
- ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
- Jagdeep Dhankhar Hospitalised At AIIMS: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏମ୍ସରେ ଭର୍ତ୍ତି; ଗତ ସପ୍ତାହରେ ଦୁଇଥର ଅଚେତ…
- ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
Comments are closed.